Posted inଖେଳ

ସେଦିନ କୋହଲିଙ୍କ ପରିବାର ନେଇଥିଲେ ବଡ ନିଷ୍ପତ୍ତି, ନହେଲେ ଆଜି ପାକିସ୍ତାନ ପାଇଁ ଖେଳୁଥାନ୍ତେ ବିରାଟ

ନୂଆଦିଲ୍ଲୀ,୫।୧୧: ବିରାଟ କୋହଲି, ବିଶ୍ୱକ୍ରିକେଟର ଏକ ଜଣାଶୁଣା ନାଁ। ଆଜି ସେ ନିଜର ୩୧ତମ ଜନ୍ମଦିବସ ପାଳନ କରୁଛନ୍ତି। କେବଳ ଭାରତରେ ନୁହେଁ, ବିଶ୍ୱ କ୍ରିକେଟରେ ସେ ଆଧିପତ୍ୟ ବିସ୍ତାର କରିଛନ୍ତି। ଟେଷ୍ଟ ମ୍ୟାଚ୍‌ ହେଉ କି ଏକଦିବସୀୟ, ଟି-୨୦ କ୍ରିକେଟର ସବୁ ଫର୍ମାଟରେ ସେ ନିଜ ଜଲଓ୍ବା ଦେଖାଇସାରିଲେଣି। କିନ୍ତୁ ଭାରତୀୟ କ୍ରିକେଟର ଗର୍ବ ବିରାଟ କୋହଲି ଭାରତ ନୁହେଁ, ପାକିସ୍ତାନ ପାଇଁ ଖେଳୁଥାନ୍ତେ ଯଦି ତାଙ୍କ ପରିବାର ୧୯୪୭ରେ ଏକ ବଡ ନିଷ୍ପତ୍ତି ନେଇ ନ ଥାନ୍ତେ। ୧୯୪୭ରେ ଭାରତ ଏବଂ ପାକିସ୍ତାନ ଦୁଇ ଭାଗ ହେବାପରେ କୋହଲିଙ୍କ ପରିବାର ପାକିସ୍ତାନ ପଳାଇଥିଲେ। କିନ୍ତୁ ତାଙ୍କ ପିତା ପ୍ରେମ କୋହଲି ସେଠାରେ ନ ରହି ଭାରତରେ ରହିବାର ନିଷ୍ପତ୍ତି ନେଇଥିଲେ। ସେ ନିଜ ପରିବାର ସହ ପାକିସ୍ତାନରୁ ମଧ୍ୟପ୍ରଦେଶର କଟନୀ ସହରକୁ ପଳାଇ ଆସିଥିଲେ। ୧୪ ବର୍ଷ ସେଠାରେ ରହିବା ପରେ ୧୯୬୧ରେ ସେମାନେ ଦିଲ୍ଲୀ ପଳାଇ ଆସିଥିଲେ। ଦିଲ୍ଲୀ ଆସିବା ପରେ ବିରାଟ କୋହଲି ୧୯୮୮ରେ ଜନ୍ମଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱକପ୍‌ ଫାଇନାଲ ଟାଇ ହେଲେ ଚାମ୍ପିୟନ ନିର୍ଣ୍ଣୟ ଲାଗି ଦଳୀୟ ପଏଣ୍ଟକୁ ହିସାବକୁ ନିଆଯାଉ: ଚାପେଲ

ନୂଆଦିଲ୍ଲୀ,୨୨।୭(ପି.ଟି.)- ନିକଟରେ ଶେଷ ହୋଇଥିବା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ଯେଉଁଭଳି ବିଜେତା ନିର୍ଣ୍ଣୟ ହେଲା, ତାହାକୁ ନାପସନ୍ଦ କରିଛନ୍ତି ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ଇଆନ ଚାପେଲ।...

କ୍ରିକେଟରେ ପ୍ରସିଦ୍ଧି ହାସଲ କରିଥିବା ଏହି ଖେଳାଳିଙ୍କ ପାଠପଢା କଥା ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ଭାରତୀୟ କ୍ରିକେଟ ଖେଳାଳିମାନେ ପଡିଆରେ ଦମଦାର ପ୍ରଦର୍ଶନ କରୁଥିଲେ ମଧ୍ୟ ପାଠ ପଢ଼ାରେ ସେତେଟା ଭଲ ନୁହନ୍ତି। ସେମିତି କିଛି କ୍ରିକେଟରଙ୍କ ବିଷୟରେ ଜାଣନ୍ତୁ.. ବିରାଟ...

ଶେହଜାଦଙ୍କ ରେକର୍ଡ

ଆବୁ ଧାବି,୧।୧୧: ମହମ୍ମଦ ଶେହଜାଦ ରବିବାର ପ୍ରଥମ ଆଫଗାନିସ୍ତାନ ଖେଳାଳି ଭାବେ ଟି୨୦ ଫର୍ମାଟରେ ଦୁଇ ହଜାର ରନ୍‌ ପୂରଣ କରିଛନ୍ତି। ରବିବାର ଖେଳାଯାଇଥିବା ନାମ୍ବିଆ...

ଆଇଏଏଫ୍‌ ଦିବସ ପରେଡ୍‌ରେ ସଚିନ

ହିନଡନ, ୮।୧୦(ପି.ଟି.): ଦେଶର ପ୍ରଥମ କ୍ରୀଡ଼ାବିତ୍‌ ଭାବେ ଇଣ୍ଡିଆନ ଏୟାର ଫୋର୍ସ (ଆଇଏଏଫ୍‌) ଗ୍ରୁପ କ୍ୟାପଟେନ ପଦବୀ ପାଇଥିବା କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ମଙ୍ଗଳବାର...

କରୋନା ଆକ୍ରାନ୍ତ ବିଶ୍ୱକପ୍‌ ଚାମ୍ପିୟନ ଖେଳାଳି

ରୋମ,୧୮।୩- ଜୁଭେଣ୍ଟସ ପକ୍ଷରୁ ଖେଳୁଥିବା ବିଶ୍ୱକପ ଚାମ୍ପିୟନ ଫ୍ରାନ୍ସ ଦଳର ସଦସ୍ୟ ବ୍ଲାଇସେ ମାଟୁଡି ଓ ହେଲାସ ଭେରୋନା ଖେଳାଳି ମାଟି ଜାକାଗନି ଘାତକ ଭାଇରସ...

ପ୍ରଥମ ଭାରତୀୟ ପଙ୍ଘାଲ

ଇକାଟେରିନବର୍ଗ(ରୁଷିଆ),୨୦।୯(ପିଟି): ଏସିଆନ ଚାମ୍ପିୟନ ଅମିତ ପଙ୍ଘାଲ (୫୨ କେଜି) ଶୁକ୍ରବାର ପ୍ରଥମ ଭାରତୀୟ ବକ୍ସର ଭାବେ ବିଶ୍ୱ ପୁରୁଷ ବକ୍ସିଂ ଚାମ୍ପିୟନଶିପ ଫାଇନାଲରେ ପ୍ରବେଶ କରିଛନ୍ତି।...

ଆଇଓଏ ସାଧାରଣ ସମ୍ପାଦକ ରାଜୀବ ମେହେଟା କରୋନା ପଜିଟିଭ

ନୂଆଦିଲ୍ଲୀ,୫।୧୧(ପି.ଟି.): ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ସାଧାରଣ ସମ୍ପାଦକ ରାଜୀବ ମେହେଟା କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ଗତ ସପ୍ତାହରେ ଜ୍ୱର ଅନୁଭବ କରିବାରୁ...

ଫ୍ରେଞ୍ଚ୍‌ ଓପନ ବ୍ୟାଡ୍‌ମିଣ୍ଟନ ଫାଇନାଲରେ ସ୍ବସ୍ତିକ-ଚିରାଗ

ପ୍ୟାରିସ, ୨୭।୧୦(ପି.ଟି.): ଭାରତର ପୁରୁଷ ଡବଲ୍ସ ଯୋଡ଼ି ସ୍ବସ୍ତିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ଚମତ୍କାର ପ୍ରଦର୍ଶନ ଅବ୍ୟାହତ ରଖି ଫ୍ରେଞ୍ଚ୍‌ ଓପନ ସୁପର ୭୫୦...

Advertisement
Archives

Model This Week