Posted inଜାତୀୟ

ସେନା ନିକଟରେ ଥିବା ଯୁଦ୍ଧାସ୍ତ୍ର ସମ୍ପର୍କରେ ତଥ୍ୟ ନେବେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୨୭।୬: ଯୁଦ୍ଧ ପରିସ୍ଥିତିର ସାମ୍ନା କରିବାକୁ ୩ ସେନାଙ୍କ ନିକଟରେ ଥିବା ଯୁଦ୍ଦାସ୍ତ୍ର ସମ୍ପର୍କରେ ତଥ୍ୟ ସଂଗ୍ରହ କରିବେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ। ଏହାସହ ଯଦି କିଛି ଯୁଦ୍ଧାସ୍ତ୍ର କମ୍‌ ଅଛି ତେବେ ସେଥିପାଇଁ କି ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ ମଧ୍ୟ ତଥ୍ୟ ରଖିବେ। ଚଳିତ ସପ୍ତାହରେ ଏହାକୁ ନେଇ ରାଜନାଥ ଏକ ବୈଠକ ଡକାଇଥିବା ଜଣାପଡିଛି। ବାଲାକୋଟ ଆକ୍ରମଣ ପରେ ସେନାଙ୍କୁ ଆହୁରି ସଶକ୍ତ କରାଇବା ପାଇଁ ସରକାର ଆର୍ଥିକ ସହାୟତା ଯୋଗାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଉ ଏକ ଝଟକା ଦେଲେ ସରକାର, ବଢିଲା LPG ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୬: ଆଜି, ଜୁନ ୧ ତାରିଖରେ, ସାଧାରଣ ଜନତା ପୁଣି ଥରେ ବଢୁଥିବା ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତର ସମ୍ମୁଖୀନ ହୋଇଛନ୍ତି। ଗ୍ୟାସ କମ୍ପାନୀଗୁଡ଼ିକ ପୁଣି ଥରେ…

ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ପରଲୋକ, ଏହି ଓଡ଼ିଆ ଫିଲ୍ମରେ କରିଛନ୍ତି କଣ୍ଠଦାନ

ମୁମ୍ବାଇ,୧ା୬: ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ରବିବାର ପରଲୋକ ଘଟିଛି। ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ଦେହାନ୍ତର ଖବର ସଙ୍ଗୀତ ଜଗତରେ ଶୋକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri