Posted inଜାତୀୟ

ସେନା ପ୍ରତ୍ୟାହାର ଚାହାନ୍ତି ଯୁବପିଢ଼ି

ଦୋହା,୧୬।୩: ଜମ୍ମୁ-କଶ୍ମୀରରୁ ଭାରତୀୟ ସେନା ହଟିଯାଉ ବୋଲି ସେଠାକାର ଯୁବପିଢ଼ି ଚାହାନ୍ତି। କଶ୍ମୀରର ୯୦%ରୁ ଊର୍ଦ୍ଧ୍ୱ କଲେଜ ଓ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଉପତ୍ୟକାରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ସପକ୍ଷରେ ମତ ଦେଇଛନ୍ତି। ଅନ୍ତର୍ଜାତୀୟ ଗଣମାଧ୍ୟମ ଅଲ୍‌ ଜଜିରାରେ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, କଶ୍ମୀରର ଏକ ବିଶ୍ୱବିଦ୍ୟାଳୟ ଓ ନ୍ୟୁୟର୍କସ୍ଥିତ ସ୍କିଡ୍‌ମୋର କଲେଜର କେତେଜଣ ଗବେଷକ ମିଳିତ ଭାବେ ୨୦୧୯ ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଏହି ସର୍ବେକ୍ଷଣ କରିଥିଲେ। ଉକ୍ତ ସର୍ଭେରେ ଉପତ୍ୟକାର ୬୦୦ କଲେଜ ଓ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ସାମିଲ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯୧% ଛାତ୍ରୀଛାତ୍ର ସମ୍ପୃକ୍ତ ଅଞ୍ଚଳରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଏବଂ ନିଜ ଭାଗ୍ୟ ନିଜେ ନିର୍ଦ୍ଧାରଣ କରିବା ଲାଗି ଗଣଭୋଟ ସପକ୍ଷରେ ଥିବା ସର୍ଭେରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକରେ ଉଭୟ ଭାରତ ଓ ଇଣ୍ଡିଆ ଶବ୍ଦ ବ୍ୟବହାର କରାଯିବ: ଏନ୍‌ସିଇଆର୍‌ଟି

ନୂଆଦିଲ୍ଲୀ,୧୭।୬: ଜାତୀୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ(ଏନ୍‌ସିଇଆର୍‌ଟି) ପାଠ୍ୟପୁସ୍ତକଗୁଡ଼ିକରେ ଦେଶର ନାଁ ଉଭୟ ଭାରତ ଏବଂ ଇଣ୍ଡିଆ ବ୍ୟବହାର କରାଯିବ। ଏନ୍‌ସିଇଆର୍‌ଟି ଅଧ୍ୟକ୍ଷ ଦୀନେଶ...

ଖାର୍ଗେଙ୍କ ବଡ଼ ଘୋଷଣା: ରାହୁଲ ଗାନ୍ଧୀ ଦେବେ ଇସ୍ତଫା, ୱାୟନାଡରୁ ନିର୍ବାଚନ ଲଢିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୭।୬: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଘୋଷଣା କରିଛନ୍ତି ଯେ ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନ ଛାଡିବେ ଏବଂ ରାଏବରେଲିରୁ...

୬ ଜଣଙ୍କ ଉପରେ ଚଢ଼ିଗଲା ଡମ୍ଫର, ୫ ଜଣଙ୍କ ମୃତ୍ୟୁ

ଉଦୟପୁର, ୧୭।୬: ରାଜସ୍ଥାନର ମାଲୱା ଅନ୍ତର୍ଗତ ଚୋରାଗ୍ରାମ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘିଟିଛି । ପିଣ୍ଡୱାଡ଼ା ରୋଡ଼ର ଡିଭାଇଡର ଉପରେ ଚାଲି...

ଏୟାରପୋର୍ଟରୁ କଟିଗଲା ବିଜୁଳି, ଗରମରେ ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୭।୬: ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ସମସ୍ୟା ଲାଗି ରହିଛି । ଏହାର ପ୍ରଭାବ ବିମାନ ବନ୍ଦରରେ ମଧ୍ୟ ଦେଖିବାକୁ ମିଳିଛି । ଦେଶର...

ପରମାଣୁ ବୋମା ରେସ୍‌ରେ ପାକିସ୍ତାନକୁ ପଛରେ ପକାଇଲା ଭାରତ: ଜାଣନ୍ତୁ କେଉଁ ଦେଶ ପାଖରେ କେତେ ପରମାଣୁ ବୋମା…

ନୂଆଦିଲ୍ଲୀ,୧୭।୬: ପରମାଣୁ ବୋମା ତିଆରି କରିବା ପାଇଁ ସାରା ବିଶ୍ୱରେ ଏକ ରେସ୍‌ ଚାଲିଛି। ଏହି ରେସ୍‌ରେ ଭାରତ ପାକିସ୍ତାନକୁ ପଛରେ ପକାଇ ଦେଇଛି। ସମଗ୍ର...

କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ଘଟଣା: ୧୯ ଟ୍ରେନ୍‌ ବାତିଲ୍‌

କୋଲକାତା, ୧୭।୬: କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ପରେ ୧୯ ଟ୍ରେନକୁ ବାତିଲ କରାଯାଇଛି । ଦୁଇଟି ଟ୍ରେନ୍‌ର ୪ ବଗି ଏବଂ ୫ ୱାଗନ ଲାଇନ୍‌ଚ୍ୟୁତ...

ଏୟାର ଇଣ୍ଡିଆ ବିମାନ ଖାଦ୍ୟରୁ ମିଳିଲା ବ୍ଲେଡ୍‌

ନୂଆଦିଲ୍ଲୀ,୧୭।୬: ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା।...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri