Posted inଜାତୀୟ

ସେନା ପ୍ରତ୍ୟାହାର ଚାହାନ୍ତି ଯୁବପିଢ଼ି

ଦୋହା,୧୬।୩: ଜମ୍ମୁ-କଶ୍ମୀରରୁ ଭାରତୀୟ ସେନା ହଟିଯାଉ ବୋଲି ସେଠାକାର ଯୁବପିଢ଼ି ଚାହାନ୍ତି। କଶ୍ମୀରର ୯୦%ରୁ ଊର୍ଦ୍ଧ୍ୱ କଲେଜ ଓ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଉପତ୍ୟକାରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ସପକ୍ଷରେ ମତ ଦେଇଛନ୍ତି। ଅନ୍ତର୍ଜାତୀୟ ଗଣମାଧ୍ୟମ ଅଲ୍‌ ଜଜିରାରେ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, କଶ୍ମୀରର ଏକ ବିଶ୍ୱବିଦ୍ୟାଳୟ ଓ ନ୍ୟୁୟର୍କସ୍ଥିତ ସ୍କିଡ୍‌ମୋର କଲେଜର କେତେଜଣ ଗବେଷକ ମିଳିତ ଭାବେ ୨୦୧୯ ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଏହି ସର୍ବେକ୍ଷଣ କରିଥିଲେ। ଉକ୍ତ ସର୍ଭେରେ ଉପତ୍ୟକାର ୬୦୦ କଲେଜ ଓ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ସାମିଲ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯୧% ଛାତ୍ରୀଛାତ୍ର ସମ୍ପୃକ୍ତ ଅଞ୍ଚଳରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଏବଂ ନିଜ ଭାଗ୍ୟ ନିଜେ ନିର୍ଦ୍ଧାରଣ କରିବା ଲାଗି ଗଣଭୋଟ ସପକ୍ଷରେ ଥିବା ସର୍ଭେରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଟିକା ନେବାର କିଛି ଘଣ୍ଟା ପରେ ୫୧ ଅସୁସ୍ଥ ଜଣେ ଗୁରୁତର

ନୂଆଦିଲ୍ଲୀ,୧୭।୧: ଭାରତରେ ଶନିବାରଠାରୁ ସାର୍ବଜନୀକ କରୋନା ପ୍ରତିଷେଧକ ଟିକାକରଣ ଆରମ୍ଭ ହୋଇଛି। ଟିକା ନେବାର କିଛି ଘଣ୍ଟା ପରେ ଦିଲ୍ଲୀରେ ୫୧ ଜଣଙ୍କଠାରେ ଆଲର୍ଜି ଦେଖା...

ଚିନ୍ତା କରିବାର କିଛି ନାହିଁ

ନୂଆଦିଲ୍ଲୀ,୧୩।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କୁ ବୁଧବାର ସନ୍ଧ୍ୟାରେ ଏମ୍ସରେ ଭର୍ତ୍ତି କରାଯାଇଛି। ଏହି ଖବର ପ୍ରସାରିତ ହେବା ପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ...

କ୍ଷମା ମାଗିଲେ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ

ନୂଆଦିଲ୍ଲୀ,୧୯ ।୧୨: କଂଗ୍ରେସ ଦଳର ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ପୁଅ ବିବେକ ଡୋଭାଲଙ୍କୁ କ୍ଷମା ମାଗିଛନ୍ତି...

ଆଜିଠାରୁ ଅସ୍ତିତ୍ୱ ହରାଇବ ୯୪ ବର୍ଷ ପୁରୁଣା ଏହି ବ୍ୟାଙ୍କ: ୭ ଲୋକ ମିଶି କରିଥିଲେ ଆରମ୍ଭ

ନୂଆଦିଲ୍ଲୀ,୨୫।୧୧: ସଙ୍କଟ ମଧ୍ୟରେ ଫସିଥିବା ୯୪ ବର୍ଷ ପୁରୁଣା ବ୍ୟାଙ୍କ ଲକ୍ଷ୍ମୀ ବିଳାସ ବ୍ୟାଙ୍କର ମିଶ୍ରଣ ଡିବିଏସ ବ୍ୟାଙ୍କ ଇଣ୍ଡିଆ ସହ ହୋଇଛି। ଏହି ମିଶ୍ରଣକୁ...

ପ୍ରେମ ସମ୍ପର୍କକୁ ଲୁଚାଇବା ପାଇଁ ପାସ୍‌ପୋର୍ଟ ଚିରି ଗିରଫ ହେଲେ ଯୁବକ

ମୁମ୍ବାଇ,୧୧।୭: ପାସ୍‌ପୋର୍ଟ ଚିରିବା ଅଭିଯୋଗରେ ପୁଣେର ଜଣେ ୩୨ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଘରେ ସ୍ତ୍ରୀଙ୍କୁ ଅଫିସ କାମ ଥିବା କହି ଯୁବକ ଜଣକ...

ଭାଜପା ନେତାଙ୍କ ପରଲୋକକୁ ନେଇ ବିବାଦୀୟ ବୟାନ ଦେଲେ ସାଧ୍ୱୀ ପ୍ରଜ୍ଞା

ନୂଆଦିଲ୍ଲୀ,୨୬।୮: ନିଜର ବିବାଦୀୟ ବୟାନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ଭୋପାଳର ଭାଜପା ଏମ୍‌ପି ସାଧ୍ୱୀ ପ୍ରଜ୍ଞା ସିଂ ଠାକୁର ଏବେ ପୁଣି ଏକ ବିବାଦୀୟ...

ଗୁଜରାଟର ୬୭ ବିଧାୟକଙ୍କୁ ଜୟପୁର ନେଲା କଂଗ୍ରେସ

ଅହମଦାବାଦ, ୧୭।୩: ୨୬ରେ ରାଜ୍ୟ ସଭା ନିର୍ବାଚନ ହେବାକୁ ଥିବାବେଳେ ଏହା ପୂର୍ବରୁ କଂଗ୍ରେସ ନିଜ ୬୭ ବିଧାୟକଙ୍କୁ ଜୟପୁର ନେଇଯାଇଛି। ୧୮୨ଆସନ ବିଶିଷ୍ଟ ରାଜ୍ୟ...

ଜମ୍ମୁ-କଶ୍ମୀର ସ୍ଥିତି ସଙ୍କଟ ଜନକ; ଅତ୍ୟାଚାରରୁ ମୁକ୍ତି ଚାହୁଁଛନ୍ତି ଲୋକେ: ପ୍ରଗତି ମହିଳା ସଂଗଠନ

ଶ୍ରୀନଗର,୨୪।୯: ଜମ୍ମୁ-କଶ୍ମୀରର ସ୍ଥିତି ସଙ୍କଟ ଜନକ ରହିଛି। ଏଠାରେ ପ୍ରଶାସନିକ ବ୍ୟବସ୍ଥା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ରାଜ୍ୟରେ ଜଙ୍ଗଲ ଆଇନ ଚାଲିଥିବା ପ୍ରଗତି ମହିଳା ସଂଗଠନ...

Advertisement
Archives

Model This Week