ସେନା ମୁଖ୍ୟଙ୍କ ବିରୋଧରେ କହି ଗିରଫ ହେଲେ ନଓ୍ବାଜଙ୍କ ଜ୍ୱାଇଁ

ଲାହୋର,୨୨।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଜ୍ୱାଇଁ ମହମ୍ମଦ ଶଫଦର ଏବେ ଅଡୁଆରେ ପଡିଯାଇଛନ୍ତି। ଶଫଦର ପାକିସ୍ତାନ ସେନାମୁଖ୍ୟ ଓ ଦେଶର ଶାଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ କିଛି ମନ୍ତବ୍ୟ ଦେଇଥିବା ବେଳେ ଏବେ ଏହା ଚର୍ଚ୍ଚାକୁ ଆସିଛି। କେବଳ ସେତିକି ନୁହେଁ ଏଥିଲାଗି ତାଙ୍କୁ ଗିରଫ ମଧ୍ୟ କରାଯାଇଛି। ପୋଲିସର ସୂଚନା ମୁତାବକ ହିଂସା ସୃଷ୍ଟିକରିବା ଭଳି ଭାଷଣ ଦେବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ଭ୍ରଷ୍ଟାଚାର ମାମଲାରେ କୋର୍ଟର ଦ୍ୱାରସ୍ଥ ହୋଇଥିବା ଶଫଦର ଏବେ ପୁଣି ଅଡୁଆ ଭିତରକୁ ଚାଲି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ଅଗଷ୍ଟ ୧୫ରୁ ଗ୍ରହଙ୍କ ଶୁଭ ସଂଯୋଗ, ଧନୁ-ମକର ସମେତ ୫ ରାଶିଙ୍କ ବଢିବ ବ୍ୟାଙ୍କ୍‌ ବାଲାନ୍ସ, ମାଲାମାଲ୍‌ ହେବେ…

ଆଜି ଶନିବାର ସନ୍ଧ୍ୟା ୪ଟା ୫୧ ମିନିଟ୍‌ରେ ବୁଧ ଏବଂ ଗୁରୁ (ବୃହସ୍ପତି) ଦୁଇ ଗ୍ରହ ୦ ଡିଗ୍ରୀରେ ଉପସ୍ଥିତ ରହିବେ। କର୍କଟ ରାଶିରେ ଏହି ଦୁଇ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri