ସେନା ମୁତୟନ ପାଇଁ ବାଧ୍ୟ କରନି: ଅଜିତ୍‌

ମୁମ୍ବାଇ,୨୭ା୩: ମହାରାଷ୍ଟ୍ରରେ କରୋନା ଭୂତାଣୁ ସଂକ୍ରମଣ ବଢ଼ିବାରେ ଲାଗିଥିବାରୁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କଟକଣା ଜାରି ହେବା ସତ୍ତ୍ୱେ ଲୋକେ ରାସ୍ତାଘାଟରେ ବୁଲୁଥିବାରୁ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର ଲୋକଙ୍କୁ ଚେତାବନୀ ଦେଇଛନ୍ତି। ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଆବଶ୍ୟକ ହେଲେ ସେନା ମୁତୟନ କରାଯିବ। ଏଥିପାଇଁ ଲୋକେ ଆମକୁ ବାଧ୍ୟ କରନ୍ତୁ ନାହିଁ ବୋଲି ଅଜିତ ନିୟମ ଉଲ୍ଲଂଘନକାରୀମାନଙ୍କୁ ଗୁରୁବାର ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବଚ୍ଛତା ଅଭିଯାନ: ପାଠ ପଢ଼ିବା ପୂର୍ବରୁ ଶୌଚାଳୟ ସଫା କରନ୍ତି ଛାତ୍ରୀଛାତ୍ର

ଜବଲପୁର,୧୭।୭: ଏବେ ଦେଶବ୍ୟାପି ସ୍ବଚ୍ଛତା ଅଭିଯାନ ଜାରି ରହିଛି। ଏହି ମର୍ମରେ ମଧ୍ୟପ୍ରଦେଶର ଜବଲପୁର ସ୍ଥିତ ଶହପୁରାରେ ଥିବା ଧରତୀ କଛାର ଏବଂ ଛପରା ପ୍ରାଥମିକ...

ଅଙ୍ଗନଓ୍ବାଡି କର୍ମୀଙ୍କ ମାଧ୍ୟମରେ ଗାଁକୁ ସଂକ୍ରମଣମୁକ୍ତ କରାଯାଇପାରିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୫ (ବ୍ୟୁରୋ): କେବଳ ଛୋଟପିଲା ଓ ଗର୍ଭବତୀ ମା’ଙ୍କ ପୋଷଣ ତଥା ସ୍ବାସ୍ଥ୍ୟରକ୍ଷା ପାଇଁ ନୁହେଁ, ବରଂ କୋଭିଡ୍‌ ପରିସ୍ଥିତି ମଧ୍ୟରେ ଗତ ଏକ...

ଜର୍ଦାରୀ-ଗିଲାନୀଙ୍କ ସମସ୍ୟା ବଢିଲା

ଇସଲାମାବାଦ୍‌,୨୯।୯: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଆସିଫ ଅଲି ଜର୍ଦାରୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ୟୁସୁଫ ରାଜା ଗିଲାନିଙ୍କ ସମସ୍ୟା ବଢିଛି। ଅକ୍ଟୋବର ୨୪ରେ ତୋସାଖାନା ମାମଲାରେ...

ଏସବୁ ଖାଦ୍ୟ ଆର୍ଥରାଇଟିସ୍‌ରୁ ରଖେ ଦୂରେଇ…

ପରିବର୍ତ୍ତିିତ ଜୀବନ ଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଆଣ୍ଠୁଗଣ୍ଠି ବିନ୍ଧା ସମସ୍ୟା ଦେଖାଦେଇଥାଏ। ଏହାକୁ ଡାକ୍ତରମାନେ ଆର୍ଥରାଇଟିସ୍‌ କୁହାଯାଇଥାଏ। ଏହି ସମସ୍ୟାରେ ଗଣ୍ଠି...

ପ୍ରଦୂଷଣ ପାଇଁ ଚାଷୀଙ୍କୁ ଦୋଷ ଦେବା ଅନୁଚିତ: ସ୍ବାମୀନାଥନ

ନୂଆଦିଲ୍ଲୀ,୫।୧୧: ରାଜଧାନୀ ଦିଲ୍ଲୀ, ହରିୟାଣା ଆଦି ସ୍ଥାନର ବାୟୁ ପ୍ରଦୂଷଣ ପାଇଁ ଚାଷୀଙ୍କୁ ଦାୟୀ କରାଯାଉଛି। କାରଣ ଏମାନେ ବହୁ ପରିମାଣରେ ନଡା ପୋଡୁଥିବାରୁ ଏଭଳି...

ରେଳଲାଇନ୍‌ କଡ଼ରେ ଛିଡ଼ା ହୋଇଥିବା ୪ ଯାତ୍ରୀଙ୍କୁ ଧକ୍କା ଦେଲା ରାଜଧାନୀ ଏକ୍ସପ୍ରେସ୍‌

ଲକ୍ଷ୍ନୌ,୧୦।୬: ଉତ୍ତରପ୍ରଦେଶ ଇଟଓ୍ବାଠାରେ ସୋମବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା। ଇଟଓ୍ବାଠାରେ ଅଓ୍ବଧ ଏକ୍ସପ୍ରେସ୍‌କୁ ରୋକି ଲୁପ୍‌ ଲାଇନ୍‌ରେ ରାଜଧାନୀ ଏକ୍ସପ୍ରେସ୍‌କୁ ପାସ୍‌ କରାଯାଉଥିବାବେଳେ...

୧୦ରୁ ଖୋଲିବ ମ୍ୟୁଜିୟମ: ସଂସ୍କୃତି ମନ୍ତ୍ରଣାଳୟର ଏସ୍‌ଓପି ଜାରି

ନୂଆଦିଲ୍ଲୀ, ୬ା୧୧(ପିଆଇବି):ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅନ୍‌ଲକ୍‌ ୫.୦ ଗାଇଡ୍‌ଲାଇନ ଆଧାରରେ ୧୦ ତାରିଖରୁ ଦେଶରେ ମ୍ୟୁଜିୟମ୍‌, ଆର୍ଟ ଗ୍ୟାଲେରି ଏବଂ ପ୍ରଦର୍ଶନୀ ଖୋଲିବାକୁ ଯାଉଛି। ଏଥିପାଇଁ ସଂସ୍କୃତି...

ଶିବକୁମାର ରାଜି, ସୁରେଶ ଅରାଜି…

ବେଙ୍ଗାଲୁରୁ,୧୮।୫ : କର୍ନାଟକରେ ମୁଖ୍ୟମନ୍ତ୍ରୀ ନେଇ ଜାରି ରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ...

Advertisement
Archives

Model This Week