ସେନା ଶିବିର ଉପରେ ମିଶାଇଲ୍‌, ଡ୍ରୋନ ଆକମଣ: ୮୦ ମୃତ

ଦୁବାଇ,୧୯।୧: ୟେମେନର ମରିବରେ ଥିବା ମିଲିଟାରୀ କ୍ୟାମ୍ପ ଉପରେ ଆତଙ୍କବାଦୀଙଞ୍କ ପକ୍ଷରୁ ମିସାଇଲ ଏବଂ ଡ୍ରୋନ ମାଡ ହୋଇଛି। ନମାଜ ପାଠବେଳେ ଏହି ଆମଣ କରାଯାଇଥିଲା। ଏହି ଆକ୍ରମଣରେ ୮୦ରୁ ଅଧିକ ଯବାନଙ୍କର ମୃତ୍ୟୁ ଘଟିଥିବାବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି। ଏହି ଆକ୍ରମଣ ପଛରେ ‘ହୁତି’ର ହାତ ଥିବା କୁହାଯାଉଛି। କାରଣ ‘ହୁତି’ ଓ ୟେମେନ ସରକାରଙ୍କ ମଧ୍ୟରେ ଦୀର୍ଘ ଦିନ ହେବ ବିବାଦ ଲାଗିରହିଛି। ସୂଚନାଯୋଗ୍ୟ, ନମାଜ ପାଠ ହେଉଥିବା ବେଳେ ମିସାଇଲ ଏବଂ ଡ୍ରୋନ ସାହାଯ୍ୟରେ ଆକ୍ରମଣ କରାଯାଇଛି। ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

ଚିତ୍କାର-ଧୂଆଁ-ମୃତ୍ୟୁ…ବଡ଼ ଧରଣର ହେଲିକପ୍ଟର ଦୁର୍ଘଟଣା, ୧୪ମୃତ

ରିୟାଦ,୨୮।୬: ସାଉଦି ଆରବର ରାସ୍ ତନୁରା ଅଞ୍ଚଳରେ ଏକ ବଡ଼ ହେଲିକପ୍ଟର ଦୁର୍ଘଟଣା ହୋଇଛି । ଏଥିରେ ପ୍ରାୟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି…

ୟୁରୋପରେ ତାତିର ତାଣ୍ଡବ! ୧୦୦୦ରୁ ଅଧିକ ମୃତ

ନୂଆଦିଲ୍ଲୀ,୨୮।୬: ପଶ୍ଚିମ ୟୁରୋପରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ତାପମାତ୍ରା ରେକର୍ଡ ଭାଙ୍ଗୁଥିବା ବେଳେ ଲୋକେ ଆଉଟୁପାଉଟୁ ହେଉଥିବା ନେଇ ଖବର ସାମ୍ନାକୁ ଆସିଛି ।…

ମୁଣ୍ଡ ନୁଆଁଇଲା ଶେହବାଜ ସରକାର, ପାକିସ୍ତାନର ସବୁଠାରୁ ବଡ଼ ନ୍ୟୁଜ ଚ୍ୟାନେଲ ଜିଓ ନ୍ୟୁଜ ଉପରେ ଲଗାଇଲା ପ୍ରତିବନ୍ଧକ, ଜାଣନ୍ତୁ କାହିଁକି

ଇସଲାମାବାଦ,୨୮।୬: ପାକିସ୍ତାନରେ ଗଣମାଧ୍ୟମ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପାକିସ୍ତାନ ସରକାର ଦେଶର ସବୁଠାରୁ ବଡ଼ ନ୍ୟୁଜ ଚ୍ୟାନେଲଗୁଡ଼ିକ ମଧ୍ୟରୁ ଗୋଟିଏ, ଜିଓ ନ୍ୟୁଜର…

Iran US Conflict: ଆମେରିକା ଆକ୍ରମଣର ପ୍ରତିଶୋଧ ନେଲା ଇରାନ, କୁୱେତରୁ ବାହାରିନ ପର୍ଯ୍ୟନ୍ତ ଆମେରିକୀୟ ଘାଟି ଉପରେ କଲା କ୍ଷେପଣାସ୍ତ୍ର ମାଡ଼

ତେହରାନ,୨୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଭାଙ୍ଗିବାକୁ ବସିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକୀୟ ସେନା ଦୁଇଥର ଇରାନ ସାମରିକ ପ୍ରତିଷ୍ଠାନ ଉପରେ ଆକ୍ରମଣ…

କରାଚୀରେ ବଡ଼ ଆତଙ୍କବାଦୀ ଆକ୍ରମଣ: ୬ ଆତଙ୍କବାଦୀଙ୍କ ସହ ୪ ରେଞ୍ଜର୍ସ ନିହତ

କରାଚୀ,୨୮।୬: ଶନିବାର ରାତିରେ ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଆତଙ୍କବାଦୀମାନେ ସିନ୍ଧ ରେଞ୍ଜର୍ସ ମୁଖ୍ୟାଳୟ ଉପରେ ଆକ୍ରମଣ କରିଥିଲେ।…

ତେହରାନକୁ ଗମ୍ଭୀର ପରିଣାମ ଭୋଗିବାକୁ ଚେତାବନୀ ଦେଲେ ଟ୍ରମ୍ପ, କହିଲେ, ‘ଆମେରିକା ଏପର୍ଯ୍ୟନ୍ତ ସଂଯମତା ଅବଲମ୍ବନ କରିଛି..’

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ କଡ଼ା ଚେତାବନୀ ଦେଇ କହିଛନ୍ତି ଯେ ଯଦି ଇରାନ…

ସକାଳୁ ସକାଳୁ ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୬.୧

ଟୋକିଓ,୨୮।୬: ରବିବାର ସକାଳେ ଉତ୍ତର-ପୂର୍ବ ଜାପାନରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ୬.୧ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା; କିନ୍ତୁ, କୌଣସି ସୁନାମି ଚେତାବନୀ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri