Posted inଜାତୀୟ

ସେନା ସାଜିଲା ଦେବଦୂତ

ଜମ୍ମୁ-କଶ୍ମୀର,୧୯।୮: ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଜମ୍ମୁରେ ପ୍ରାୟ ସମସ୍ତ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ଏଥିରେ ଭାରତୀୟ ବାୟୁସେନାର ସାହସିକତା କାର୍ଯ୍ୟ ଦେଖିବାକୁ ମିଳିଛି। ଏବେ ଜମ୍ମୁରୁ ଆସିଥିବା ଏକ ଭିଡିଓ ଦେଖିଲେ ଚମକିଲା ଭଳି ଲାଗୁଛି। କାରଣ ହଠାତ୍‌ ତାବି ନଦୀରେ ଜଳସ୍ତର ବୃଦ୍ଧି ପାଇଥିବା ବେଳେ ଏହା ମଧ୍ୟରେ ୨ଜଣ ବ୍ୟକ୍ତି ଫସି ରହିଯାଇଥିଲେ। ଏହି ଖବର ପାଇବା ପରେ ବାୟୁସେନା ହେଲିକପ୍ଟର ଏମାନଙ୍କୁ ଉଦ୍ଧାର କରିବାକୁ ପହଞ୍ଚିଥିଲା। ଆଉ ଜୀବନକୁ ବାଜି ଲଗାଇ ଯବାନମାନେ ଉକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରିଥିଲେ। ସେହି ଉଦ୍ଧାର ସମୟର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଉକ୍‌ତାଏ ତାଣ୍ଡବ: ସମୁଦ୍ରରେ ଫସିଥିବା ୧୭୭ଲୋକଙ୍କୁ ରେସକ୍ୟୁ କଲା ନୌସେନା

ମୁମ୍ବାଇ,୧୮।୫: ସାମୁଦ୍ରିକ ଝଡ଼ ତଉକ୍‌ତାଏ ସୋମବାର ରାତିରେ ଗୁଜରାଟର ସୌରାଷ୍ଟ୍ର ଉପକୂଳ ଡିଉଠାରେ ଲ୍ୟାଣ୍ଡଫଲ୍‌ କରିଛି। ଏହାର ପ୍ରଭାବରେ ମହାରାଷ୍ଟ୍ରରୁ ଆରମ୍ଭ କରି ଗୁଜରାଟ ପର୍ଯ୍ୟନ୍ତ...

ଠକଠାରୁ ଜ୍ୟାକଲିନ ନେଇଥିବା ଉପହାର ତାଲିକାରେ ୯ ଲକ୍ଷ ଟଙ୍କାର ବିଲେଇ

ନୂଆଦିଲ୍ଲୀ, ୫।୧୨: ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିଜଙ୍କୁ ୫୨ ଲକ୍ଷ ଟଙ୍କାର ଏକ ଘୋଡ଼ା ଏବଂ ୯ ଲକ୍ଷ ଟଙ୍କାର ଏକ ପର୍ସିଆନ ବିଲେଇକୁ ମିଶାଇ...

କୃଷକ ପରିବାରକୁ ପ୍ରବଳ ପିଟିଲା ପୋଲିସ, ପ୍ରଶାସନ ଆଗରେ ବିଷ ପିଇଦେଲେ ଦମ୍ପତିି

ଭୋପାଳ,୧୬।୭: ମଧ୍ୟ ପ୍ରଦେଶର ଗୁନା ଜିଲାରେ ପୋଲିସର ଏକ ବର୍ବର କାଣ୍ଡ ସାମ୍ନାକୁ ଆସିଛି। ଗୁନାର ଏକ ବିଜ୍ଞାନ କଲେଜ ନାମରେ ଥିବା ଏକ ଜମିକୁ...

ଦେଶରେ ୩୪ ଦିନରେ ୧ କୋଟିରୁ ଅଧିକ ଟିକାକରଣ!

ନୂଆଦିଲ୍ଲୀ,୨୦ ।୨: କରୋନା ମହାମାରୀକୁ ଦୂରେଇ ଦେବାକୁ ଏବେ ବିଶ୍ୱର ଅଧିକାଂଶ ଦେଶରେ ଚାଲିଛି ଟିକାକରଣ କାର୍ଯ୍ୟକ୍ରମ । ଏହି କ୍ରମରେ ଭାରତରେ ବି ଟିକାକରଣ...

ଅଖିଲେଶ-ଚନ୍ଦ୍ରଶେଖରଙ୍କ ମଧ୍ୟରେ ହେବ ଆସନ ବୁଝାମଣା

ଲକ୍ଷ୍ନୌ,୧୫।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଖିଲେଶଙ୍କ ସମାଜବାଦୀ ପାର୍ଟି ଏବଂ ଚନ୍ଦ୍ରଶେଖର ଆଜାଦଙ୍କ ଭୀମ ଆର୍ମି ମଧ୍ୟରେ ମେଣ୍ଟ ହେବା ନେଇ ନିଷ୍ପତ୍ତି...

୩୫୧ ପ୍ରତିରକ୍ଷା ଉପକରଣ ଆମଦାନୀ ଉପରେ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୧୨: ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଏକ ବଡ ନିଷ୍ପତ୍ତି ନିଆଯାଇଛି। ୩୫୧ ପ୍ରତିରକ୍ଷା ଉପକରଣ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ଉପକରଣଗୁଡ଼ିକରେ ଅନେକ...

ଏୟାର ମାର୍ଶଲ ଭି.ଆର୍‌. ଚୌଧୁରୀ ନୂଆ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୧।୯: ଭାରତ ସରକାର ଏୟାର ମାର୍ଶଲ ଭି.ଆର୍‌. ଚୌଧୁରୀଙ୍କୁ ବାୟୁସେନାର ପରବର୍ତ୍ତୀ ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ବାୟୁସେନା ମୁଖ୍ୟ ଥିବା...

ସାମରିକ ଶାସକଙ୍କୁ ଭୟ: ଭାରତରେ ଅନୁପ୍ରବେଶ କଲେ ୬୦୦୦ ଶରଣାର୍ଥୀ…

ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ପଡ଼ୋଶୀ ଦେଶ ମ୍ୟାନମାର୍‌ରେ ଜାରି ରହିଥିବା ସାମରିକ ଶାସକଙ୍କ ଅତ୍ୟାଚରରେ...

Advertisement


Archives

Model This Week