Posted inଜାତୀୟ

ସେନା ହେଲିକପ୍ଟର ନିର୍ମାଣ କରିବ ହାଲ୍‌

ନୂଆଦିଲ୍ଲୀ,୨ା୩(ପି.ଟି.): ହିନ୍ଦୁସ୍ତାନ ଏରୋନଟିକ୍ସ ଲିଃ (ହାଲ୍‌) ସୈନ୍ୟବାହିନୀ ପାଇଁ ୧୦ରୁ ୧୨ ଟନ୍‌ ଓଜନ ବିଶିଷ୍ଟ ଲଢ଼ୁଆ ହେଲିକପ୍ଟର ନିର୍ମାଣ କରିବ। ଏହା ବିଶ୍ୱ ସ୍ତରରେ ବୋଇଂ କମ୍ପାନୀର ଆପାଚେ ଭଳି ମଧ୍ୟମ ଓଜନଦାର ସାମରିକ ହେଲିକପ୍ଟର ହେବ। ଏଥିପାଇଁ ପ୍ରାରମ୍ଭିକ କାର୍ଯ୍ୟ ଆରମ୍ଭ ହୋଇଛି ଓ ୨୦୨୭ ସୁଦ୍ଧା ହେଲିକପ୍ଟର ନିର୍ମାଣ ଲାଗି ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ୩ ବାହିନୀ ପାଇଁ ଆଗାମୀ ବର୍ଷରେ ୪ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସାମରିକ ହେଲିକପ୍ଟର ଆମଦାନୀ କରିବାକୁ ଥିବାବେଳେ ଏହାକୁ ରୋକିବା ଏହି ମେଗା ପ୍ରକଳ୍ପର ଉଦ୍ଦେଶ୍ୟ ବୋଲି ହାଲ୍‌ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଆର୍‌. ମାଧବନ କହିଛନ୍ତି। ହେଲିକପ୍ଟରର ପ୍ରାରମ୍ଭିକ ଡିଜାଇନ ଚୂଡ଼ାନ୍ତ ହୋଇଛି। ସରକାରଙ୍କଠାରୁ ସବୁଜ ସଙ୍କେତ ମିଳିଲେ ୨୦୨୩ ସୁଦ୍ଧା ପ୍ରଥମ ପ୍ରୋଟୋଟାଇପ୍‌ର ଅନୂ୍ୟନ ୫୦୦ ୟୁନିଟ ନିର୍ମାଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri