ସେପ୍ଟେମ୍ବରରେ ମୋଦିଙ୍କ ଆମେରିକା ଗସ୍ତ

ଓ୍ବାଶିଂଟନ୍‌,୧୪ା୭(ପି.ଟି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତିସଂଘର ସାଧାରଣ ସଭାରେ ଯୋଗଦେବା ଲାଗି ସେପ୍ଟେମ୍ବରରେ ଆମେରିକା ଗସ୍ତରେ ଯିବା ସମ୍ଭାବନା ଅଛି। ମୋଦି ତାଙ୍କ ଗସ୍ତକାଳରେ ହ୍ୟୁଷ୍ଟନ୍‌ରେ ସେପ୍ଟେମ୍ବର ୨୨ରେ ଭାରତୀୟ-ଆମେରିକୀୟଙ୍କୁ ଉଦ୍‌ବୋଧନ ଦେବେ। ଏ ସମ୍ପର୍କରେ ଚୂଡାନ୍ତ ନିଷ୍ପତ୍ତି ହୋଇ ନ ଥିଲେ ସୁଦ୍ଧା ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଭାରତୀୟ-ଆମେରିକୀୟ ସମାଜ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ହ୍ୟୁଷ୍ଟନ୍‌ରୁ ନ୍ୟୁୟର୍କ ଯାତ୍ରା କରି ସେଠାରେ ସେପ୍ଟେମ୍ବର ୨୩ରେ ଜାତିସଂଘର ଏକ ସ୍ବତନ୍ତ୍ର ବୈଠକରେ ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଉଦ୍‌ବୋଧନ ଦେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଚନା ବାନାର୍ଜୀଙ୍କ ନାଁରେ FIR! ବନ୍ଧା ହେବେ… ଆସିଲା ବଡ଼ ଖବର

କୋଲକାତା,୨।୬: ଓଡ଼ିଶାରେ ଘରେ ଘରେ ପରିଚିତ ଲୋକପ୍ରିୟ ଅଭିନେତ୍ରୀ ତଥା ତୃଣମୂଳ କଂଗ୍ରେସ (TMC) ଏମପି ରଚନା ବାନାର୍ଜୀଙ୍କ ନାଁରେ ଏଫଆଇଆର ରୁଜୁ। କୋଲକାତାର ଆର.ଜି. କର…

ଏମିତି ବି ଆସେ ମୃତ୍ୟୁ : ବସୁବସୁ ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ବଲାଙ୍ଗୀର,୨।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥରେ ଥିବା ଏକ ବ୍ରିଜ…

ଜୁନ୍ ୩ ହାଫ-ଡେ ଛୁଟି, ସରକାର କଲେ ବଡ଼ ଘୋଷଣା; ଜାଣନ୍ତୁ ସ୍କୁଲ-କଲେଜ ଖୋଲା ରହିବ ନା ବନ୍ଦ?

ବେଙ୍ଗାଲୁରୁ,୨।୬: ଆସନ୍ତା ଜୁନ ୩ ତାରିଖ (ବୁଧବାର) ସାରା ରାଜ୍ୟରେ ହାଫ-ଡେ ସରକାରୀ ଛୁଟି ଘୋଷଣା କରିଛନ୍ତି। ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ଜୁନ ୩ ତାରିଖ ଅପରାହ୍ନ…

ଖରା ଛୁଟିରେ ଅଜାଘରକୁ ବୁଲିବାକୁ ଆସିଥିଲେ ବାଦଲ, ଦୋକାନରେ ବସିଥିବାବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଘଟଣାସ୍ଥଳରେ…

ଭଞ୍ଜନଗର,୨/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଥାନା ଅନ୍ତର୍ଗତ ସାମନ୍ତରା ଘାଇ ଛକ ନିକଟରେ ଥିବା ତେଜରାତି ଦୋକାନରେ ମଙ୍ଗଳବାର ଅପରାହ୍ନରେ ଗ୍ୟାସ ସିଲିଣ୍ଡରରୁ ଗ୍ୟାସ ଲିକ୍‌…

ପଶ୍ଚିମବଙ୍ଗ ରାଜନୀତିରେ ଭୂକମ୍ପ: ଦିଦି ନୁହେଁ, ଋତବ୍ରତ ବାନାର୍ଜୀ ହେବେ ଟିଏମସିର ନୂଆ ‘ଦାଦା’?

କୋଲକାତା,୨।୬: ପଶ୍ଚିମବଙ୍ଗ ନିର୍ୱାଚନ ଫଳାଫଳ ପରେ ତୃଣମୂଳ କଂଗ୍ରେସ (TMC) ଭିତରେ ଏଭଳି ଏକ ରାଜନୈତିକ ଝଡ଼ ସୃଷ୍ଟି ହୋଇଛି, ଯାହା ମମତା ବାନାର୍ଜୀଙ୍କ ରାଜନୈତିକ ସାମ୍ରାଜ୍ୟର…

ରାଇରଙ୍ଗପୁର ସଭାରେ ଯୋଗଦେବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ୨୦ତାରିଖରେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ…

ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼, ୧୨ ଟଙ୍କା ଯାଏଁ ବଢ଼ିପାରେ ପେଟ୍ରୋଲ-ଡିଜେଲ ଦାମ! ଜାଣନ୍ତୁ ଆଜିର ରେଟ୍‌

ନୂଆଦିଲ୍‌ଲୀ,୨।୬: ଯଦି ଆପଣ ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧିରୁ ଶୀଘ୍ର ମୁକ୍ତି ପାଇବା ପାଇଁ ଆଶା କରୁଛନ୍ତି, ତେବେ ଏଠାରେ କିଛି ଚିନ୍ତାଜନକ ଖବର ଅଛି। ଗତ…

ହାଜତ ମୃତ୍ୟୁ: ରିପୋର୍ଟ ମାଗିଲେ NHRC

ଭୁବନେଶ୍ୱର,୨।୬: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ପ୍ରୟୋଗ କରି ପୋଲିସ ଜଣେ ଦିବ୍ୟାଙ୍ଗ ଯୁବକଙ୍କୁ ପିଟିପିଟି ମାରି ଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri