Posted inଖେଳ

ସେପ୍ଟେମ୍ବର ପର୍ଯ୍ୟନ୍ତ ୫୪ ଏନ୍‌ଏସ୍‌ଏଫ୍‌ଗୁଡିକୁ ସ୍ବୀକୃତି ପ୍ରଦାନ

ନୂଆଦିଲ୍ଳୀ,୧୧।୫ (ପି.ଟି.): କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଦେଶର ୫୪ ଜାତୀୟ ସ୍ପୋଟର୍‌ସ ଫେଡେରେଶନ (ଏନ୍‌ଏସ୍‌ଏଫ୍‌)ଗୁଡିକୁ ସ୍ବୀକୃତି ପ୍ରଦାନ କରିଛି। ଚଳିତବର୍ଷ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ସ୍ବୀକୃତି ବଳବତ୍ତର ରହିବ। ତେବେ ପାରା ଅଲିମ୍ପିକ୍‌ କମିଟି ଅଫ୍‌ ଇଣ୍ଡିଆ (ପିସିଆଇ) ଓ ରୋଇଂ ଫେଡେରେଶନକୁ ଏଥିରୁ ବାଦ୍‌ ଦିଆଯାଇଛି।
ନୂଆକରି ଅଲ୍‌ ଇଣ୍ଡିଆ କ୍ୟାରମ ଫେଡେରେଶନକୁ ମଧ୍ୟ ମନ୍ତ୍ରଣାଳୟ ସ୍ବୀକୃତି ଦେଇଛି। କିନ୍ତୁ ପିସିଆଇ, ରୋଇଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଆରଏଫ୍‌ଆଇ) ଓ ସ୍କୁଲ ଗେମ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏସ୍‌ଜିଏଫ୍‌ଆଇ)କୁ ସ୍ବୀକୃତି ପ୍ରଦାନ କରାଯାଇନାହିଁ। ନ୍ୟାଶନାଲ ସ୍ପୋଟର୍‌ସ କୋଡ୍‌ର ଉଲ୍ଲଂଘନ କରିଥିବାରୁ ପିସିଆଇ ଓ ଆରଏଫ୍‌ଆଇକୁ ଏଥିରୁ ବାଦ୍‌ ଦିଆଯାଇଛି। ସେହିପରି ସୁଶୀଲ କୁମାରଙ୍କ ନେତୃତ୍ୱାଧୀନ ଏସ୍‌ଜିଏଫ୍‌ଆଇକୁ ମିସ୍‌ ମ୍ୟାନେଜମେଣ୍ଟ ପାଇଁ ଏଥିରୁ ବଞ୍ଚିତ ହେବାକୁ ପଡିଛି। ପ୍ରତିବର୍ଷ ଏପରି ସ୍ବୀକୃତି ପ୍ରଦାନ କରାଯାଇଥାଏ। ଏଥର କିନ୍ତୁ ସେପ୍ଟେମ୍ବର ପର୍ଯ୍ୟନ୍ତ ସ୍ବୀକୃତି ପ୍ରଦାନ କରାଯାଇଥାଏ। ତେବେ ଏ ସଂକ୍ରାନ୍ତରେ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ଅଧ୍ୟକ୍ଷ ନରିନ୍ଦର ବାତ୍ରା ପ୍ରଶ୍ନ ଉଠାଇଛନ୍ତି। ସେପ୍ଟେମ୍ବର ପର୍ଯ୍ୟନ୍ତ କାହିଁକି, ଡିସେମ୍ବର ପର୍ଯ୍ୟନ୍ତ କାହିଁକି ନୁହଁ ବୋଲି ସେ ପ୍ରଶ୍ନ କରିଛନ୍ତି। ତେବେ କ୍ରୀଡ଼ା ମନ୍ତ୍ରଣାଳୟ ତରଫରୁ ଏ ନେଇ କୌଣସି ସଫେଇ ଦିଆଯାଇନାହିଁ। ଏନ୍‌ଏସ୍‌ଏଫ୍‌ଗୁଡିକ ଦୈନନ୍ଦିନ ଖର୍ଚ୍ଚ ପାଇଁ ସରକାରଙ୍କ ଉପରେ ନିର୍ଭର କରିଥାନ୍ତି। ତେଣୁ ମନ୍ତ୍ରଣାଳୟ ସ୍ବୀକୃତ ବେଶ୍‌ ଗୁରୁତ୍ୱ ବହନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri