ସେପ୍ଟେମ୍ବର ସୁଦ୍ଧା ସରିବ କରତାରପୁର କରିଡର

ଇସଲାମାବାଦ,୨।୬: ପାକିସ୍ତାନ କହିଛି କରତାରପୁର କରିଡରର ନିର୍ମାଣ କାର୍ଯ୍ୟ ୯୦ ପ୍ରତିଶତ ସରିଛି। ତେଣୁ ଆସନ୍ତା ସେପ୍ଟେମ୍ବର ୩୦ ସୁଦ୍ଧା ଏହାର ନିର୍ମାଣ କାର୍ଯ୍ୟ ଶେଷ ହୋଇଯିବ। ଗୁରୁ ନାନକଙ୍କର ୫୫୦ ତମ ପ୍ରକାଶ ପର୍ବକୁ ଆଖି ଆଗରେ ରଖି ଏହି ନିର୍ମାଣ କରାଯାଉଛି। ତେବେ ନିର୍ମାଣ କାର୍ଯ୍ୟର ତଦାରଖ ପାଇଁ ପିଡବ୍ଲୁଡି ମନ୍ତ୍ରୀ ବିଜୟ ଇନ୍ଦର ସିଂଗାଲା ସେଠାରେ ପହଞ୍ଚିଛନ୍ତି। ତେବେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ସେ କହିଛନ୍ତି କରତାରପୁର କରିଡରର ବିକାଶ କାର୍ଯ୍ୟ ସେପ୍ଟେମ୍ବର ୩୦ ସୁଦ୍ଧା ସରିଯିବ। ନଭେମ୍ବରରେ ହେବାକୁ ଥିବା ସମାଗମ ପୂର୍ବରୁ ଏଠାରେ ସମସ୍ତ ସୁବିଧା ଉବଲବ୍ଧ ହୋଇଥିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାର ପଞ୍ଚମ ଲହର, ମୃତଦେହ ରଖିବାକୁ ସ୍ଥାନର ଅଭାବ…

ସିଟି ଅଫ୍‌ ଭିକ୍ଟୋରିଆ, ୧୯।୩ : ହଂକଂରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର ବଢ଼ିବା ସହିତ ମୃତ୍ୟ ସଂଖ୍ୟା ମଧ୍ୟ...

କିଛି ସପ୍ତାହ ମଧ୍ୟରେ ଆସିବ କରୋନା ଟିକା: ଟ୍ରମ୍ପ

ଓ୍ବାଶିଂଟନ୍‌,୨୩।୧୦:ଚୁ ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ପାଇଁ ଦ୍ୱିତୀୟ ତଥା ଶେଷ ବିତର୍କ ଶୁକ୍ରବାର ଦିନ...

ଅଷ୍ଟ୍ରେଲିଆରେ ଖଲିସ୍ତାନୀ ସମର୍ଥକଙ୍କ ଗୁଣ୍ଡାଗର୍ଦ୍ଦି: ଭାରତୀୟ ଛାତ୍ରଙ୍କୁ ମାଡ଼

ସିଡ଼ନୀ,୩୦।୧: ଅଷ୍ଟ୍ରେଲିଆରେ ଖଲିସ୍ତାନୀ ସମର୍ଥକଙ୍କ ଗୁଣ୍ଡାଗର୍ଦ୍ଦି ବୃଦ୍ଧି ପାଉଛି। ଖଲିସ୍ତାନୀ ସମର୍ଥକଙ୍କ ଗୁଣ୍ଡାଗର୍ଦ୍ଦିର ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ଖାଲିସ୍ତାନୀ ସମର୍ଥକମାନେ...

ଓବାମାଙ୍କ ଟୁଇଟ୍‌କୁ କପି କଲେ ଟ୍ରମ୍ପ: ସୋସିଆଲ ମିଡିଆରେ ଭାଇରାଲ

ଓ୍ବାଶିଂଟନ,୨୭।୧: ଆମେରିକାର ବେଶ୍‌ ପରିଚିତ ବାସ୍କେଟବଲ ଖେଳାଳି କୋବେ କ୍ରାୟଣ୍ଟଙ୍କ ଅସମୟ ମୃତ୍ୟୁକୁ ନେଇ ସାରା ଆମେରିକାରେ ଏକ ପ୍ରକାଶ ଶୋକର ଛାୟା ଖେଳି ଯାଇଛି।...

ଚାଇନା ବାୟୁସୀମାରେ ଆମେରିକା ଗୁପ୍ତଚର ବିମାନ

ବେଜିଂ, ୨୭।୮: ସମରାଭ୍ୟାସ ବେଳେ ଆମେରିକା ସୈନ୍ୟବାହିନୀର ଏକ ବିମାନ ଚାଇନା ବାୟୁସୀମା ମଧ୍ୟରେ ପ୍ରବେଶ କରିବାରୁ ବେଜିଂ ପ୍ରତିବାଦ ଜଣାଇଛି। ଏଭଳି କାର୍ଯ୍ୟ ଉତ୍ତେଜନା...

ପାକିସ୍ତାନର ପଞ୍ଜାବ ବିଶ୍ୱବିଦ୍ୟାଳୟରେ ହୋଲି ପାଳନ କରୁଥିବା ଛାତ୍ରଙ୍କ ଉପରେ ଆକ୍ରମଣ, ୧୫ ଆହତ

ଲାହୋର,୭ ।୩: ପାକିସ୍ତାନର ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟର ୧୫ ଛାତ୍ରଙ୍କ ଉପରେ ପଞ୍ଜାବ ବିଶ୍ୱବିଦ୍ୟାଳୟରେ ସୋମବାର କଟ୍ଟରପନ୍ଥୀ ଇସଲାମିକ ଛାତ୍ର ସଂଗଠନର ସଦସ୍ୟ ଆକ୍ରମଣ କରିଛନ୍ତି...

ୟୁକ୍ରେନ୍‌ ଯୁଦ୍ଧକୁ ବିବାଦ ଭାବେ ଉଲ୍ଲେଖ କଲା ଜାତିସଂଘ ସୁରକ୍ଷା ପରିଷଦ…

ନ୍ୟୁୟର୍କ, ୮।୫ : ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦ(ୟୁଏନଏସ୍‌ସି) ପ୍ରଥମ ଥର ପାଇଁଦ୍‌ ସର୍ବସମ୍ମତି କ୍ରମେ ଏହାର ବିବୃତ୍ତି ଜାରି କରିଛି।...

‘ଓମିକ୍ରନ୍‌କୁ ହାଲୁକା ଭାବରେ ନିଅନ୍ତୁ ନାହିଁ’

ଓ୍ବାଶିଂଟନ,୧୯ା୧: କରୋନା ଭାଇରସ ବିଶେଷକରି ଓମିକ୍ରନକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ ଆଡାନମ ଘେବ୍ରେୟେସସ୍‌ ପୁଣି ଥରେ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,...

Advertisement
Archives

Model This Week