ସେପ୍ଟେମ୍ବର ୨ରୁ ସଭ୍ୟ ସଂଗ୍ରହ କରିବ ବିଜେଡି : ପ୍ରତି ସଦସ୍ୟଙ୍କ ହେବ ଆଧାର ଲିଙ୍କ୍‌

ଭୁବନେଶ୍ୱର,୧।୯(ବ୍ୟୁରୋ) : ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭଯାନକୁ ଜୋରଦାର୍‌ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ସେପ୍ଟେମ୍ବର ୨ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ କରାଯିବ। ତେବେ ପ୍ରଥମ ଥର ଲାଗି ସବୁ ସଦସ୍ୟଙ୍କ ଆଧାର ଲିଙ୍କ୍‌ କରାଯିବ ବୋଲି ବିଜେଡି ନେତା ସୁବାସ ସିଂହ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସଭ୍ୟ ସଂଗ୍ରହ ଅଭିଯାନ ସମ୍ପର୍କରେ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରାଯାଇଛି। ପ୍ରତି ଓ୍ବାର୍ଡରୁ ୪ ଜଣ, ଏନ୍‌ଏସିରୁ ୫ ଓ ମ୍ୟୁନିସିପାଲିଟିରୁ ୧୫ ଜଣ ସଦସ୍ୟ ରହିବେ। ସେହିଭଳି କର୍ପୋରେଶନରୁ ୪୦ ଜଣ ସକ୍ରିୟ ସଦସ୍ୟ ରହିବେ। ପ୍ରତ୍ୟେକ ସଦସ୍ୟ ୨୫ ଜଣ ସଭ୍ୟ ସୃଷ୍ଟି କରିବେ। ଏତଦ୍‌ବ୍ୟତୀତ ୫-ଟିକୁ ଗୁରୁତ୍ୱ ଦେଇ ସରକାରୀ ଯୋଜନାର ସଫଳ ରୂପାୟନ କିପରି ହୋଇପାରିବ ସେନେଇ ଦୃଷ୍ଟି ଦେବାକୁ ଉପସ୍ଥିତ କର୍ମୀଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri