ସେବାୟତଙ୍କୁ ମିଳିବ ‘ପାଳିଆ ପୁରସ୍କାର’, ୩ୟ କିସ୍ତିର ୫ହଜାର ଟଙ୍କା

ପୁରୀ ଅଫିସ,୨୩।୬: ଶୃଙ୍ଖଳିତ ରଥଟଣା ପାଇଁ ସେବାୟତଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ସାଧୁବାଦ ଜଣାଇଛନ୍ତି। ଏହି ଅବସରରେ ସେ ସେବାୟତଙ୍କୁ ୩ୟ କିସ୍ତିର ୫ ହଜାର ଟଙ୍କା ଦିଆଯିବା ନେଇ ମଧ୍ୟ ଘୋଷଣା କରିଛନ୍ତି। ରଥ ଟାଣିଥିବା ସେବାୟତଙ୍କୁ ସ୍ବତନ୍ତ୍ର ଭାବେ ପାଳିଆ ପୁରସ୍କାର ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ଖୋଲିବା ଦାବିରେ ବାଜିଲା ଘଣ୍ଟ

ପୁରୀ ଅଫିସ,୨୮।୧୦: ମହାମାରୀ କରୋନା ପାଇଁ ଦୀର୍ଘ ୭ ମାସରୁ ଊର୍ଦ୍ଧ୍ୱ ହେଲାଣି ଶ୍ରୀମନ୍ଦିର ସମେତ ରାଜ୍ୟର ଅନ୍ୟ ମନ୍ଦିରଗୁଡ଼ିକୁ ଭକ୍ତଙ୍କୁ ଛଡାଯାଉ ନାହିଁ। ଭକ୍ତଙ୍କ...

ରଥଖଳାରୁ…ଉଠିଲା ଦ୍ୱିତୀୟ ଭୂଇଁ

ପୁରୀ ଅଫିସ,୭।୬: ଜୁନ୍‌ ୨୩ରେ ରଥଯାତ୍ରା। ଏଥିପାଇଁ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ତିନିରଥର ମୁଖ୍ୟ ମହାରଣା ସେବକଙ୍କ ତତ୍ତ୍ବାବଧାନରେ କାମ ଜାରି ରହିଛି। ଶନିବାର...

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଶିଶୁକନ୍ୟା ମୃତ, ୪ ଗୁରୁତର

ଦିଗପହଣ୍ଡି,୩।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ରାଜ୍ୟ ରାଜପଥ – ୧୭ ମୁଖ୍ୟ ରାସ୍ତାର ଗଣିଆନାଳ ଛକ ନିକଟ ମାଁ ଖେମଣ୍ଡିକାଳୁଆ ଛକରେ ମଙ୍ଗଳବାର...

ତହସିଲ କାର୍ଯ୍ୟାଳୟ ନିକଟରେ ଅଟକି ରହିଛି ଶତାଧିକ ଗାଡ଼ି, ଚାଳକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହୋଇଛି କି ନାହିଁ ସନ୍ଦେହ

ଗଞ୍ଜାମ,୨ା୪(ଡି.ଏନ୍‌.ଏ.): କରୋନା ଭୂତାଣୁକୁ ନେଇ ସାରା ବିଶ୍ୱ ଏବେ ଆତଙ୍କିତ ଅବସ୍ଥାରେ ରହିଛି। ଏଥିପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଭଳି...

ଗୁରୁତର ଅବସ୍ଥାରେ ପଡ଼ିରହିଛି ହାତୀ: ପହଞ୍ଚି ନାହାନ୍ତି ଡାକ୍ତରୀ ଟିମ୍‌

ଚୌଦ୍ୱାର,୨୭ା୯(ଡି.ଏନ୍‌.ଏ): କଟକ ବନଖଣ୍ଡ ଡାଳିଯୋଡା ରେଞ୍ଜ ମଙ୍ଗରାଜପୁର ଡମଡମଣୀ ଜଙ୍ଗଲରେ ଏକ ମାଈ ହାତୀ ଗୁରୁତର ଅବସ୍ଥାରେ ପଡିରହିଛି । ଡମଡମଣୀ ଜଙ୍ଗଲ ନିକଟରେ ଥିବା...

ଟ୍ରକ୍‌କୁ ପିଟିଲା ବସ୍‌, ୨୦ରୁ ଊର୍ଦ୍ଧ୍ୱ ଆହତ

ଦେବଗଡ଼,୧୦।୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା ବାରକୋଟ ଥାନା ଖୁଲୁଣ୍ଡିପାଣି ଗ୍ରାମ ନିକଟ ୨୩ନଂ ଜାତୀୟ ରାଜପଥରେ ଶୁକ୍ରବାର ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।...

ପିଲାଙ୍କୁ ଇଂଲିଶ ମାଧ୍ୟମ ପାଠପଢା ନାଁରେ ପ୍ରତାରଣା: ଠକେଇର ଶିକାର ଶତାଧିକ ମହିଳା

ଝୁମ୍ପୁରା, ୩୦।୧୧ (ଡି.ଏନ.ଏ.)- ଗ୍ରାାମାଞ୍ଚଳ ପିଲାଙ୍କୁ ଇଂଲିଶ ମାଧ୍ୟମରେ ପାଠ ପଢାଇବା ପ୍ରଲୋଭନ ଦେଖାଇ ଝାଡଖଣ୍ଡ ରାଜ୍ୟର ଜଣେ ବ୍ୟକ୍ତି କେନ୍ଦୁଝର ଜିଲା ଝୁମ୍ପୁରା ଅଞ୍ଚଳରେ...

ଆଜି ଭୁବନେଶ୍ୱରରୁ ୫ ଆକ୍ରାନ୍ତ ଚିହ୍ନଟ: ଲୋକାଲ କେସ ସଂଖ୍ୟା ଅଧିକ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧ ଜଣ ରହିଥିବା ବେଳେ ଲୋକାଲ କେସ୍‌...

Advertisement


Archives

Model This Week