ମାର୍ଚ୍ଚରେ ସର୍ଭିସ ସେକ୍ଟର ଗତିବିଧି ୮ ପଏଣ୍ଟ ହ୍ରାସ ଘଟିଛି। ଆଇଏଚ୍ଏସ୍ ମାର୍କିଟ ଇଣ୍ଡିଆର ସର୍ଭିସେସ ବିଜନେସ ଆକ୍ଟିଭିଟି ଇଣ୍ଡେକ୍ସ (ସିର୍ଭିସେସ ପିଏମ୍ଆଇ) ମାର୍ଚ୍ଚରେ ୪୯.୩% ରହିଛି। ଫେବୃୟାରୀରେ ଏହା ୫୭.୫% ରହିଥିଲା। କରୋନା ଭାଇରସ ପ୍ରଭାବ ଯୋଗୁ ସେବା କ୍ଷେତ୍ର କାର୍ଯ୍ୟକଳାପରେ ଏଭଳି ହ୍ରାସ ପରିଲକ୍ଷିତ ହୋଇଛି। ଆଇଏଚ୍ଏସ୍ ମାର୍କିଟର ଅର୍ଥନୀତିଜ୍ଞ ଜଏ ହେୟଜ କହିଛନ୍ତି ଯେ, କରୋନା ଯୋଗୁ ସେବା କ୍ଷେତ୍ର କେତେ ପରିମାଣରେ କ୍ଷତିଗ୍ରସ୍ତ ହୋଇଛି ସେ ନେଇ ଏବେ କିଛି ଠିକ୍ ଭାବେ ଆକଳନ କରାଯାଇ ପାରିବ ନାହିଁ। ଗତ ୬ ମାସ ମଧ୍ୟରେ ସର୍ଭିସ ପ୍ରଦାନ କରୁଥିବା ସଂସ୍ଥାଙ୍କ ଅର୍ଡରରେ ପ୍ରଥମଥର ଲାଗି ହ୍ରାସ ଘଟିଥିବା ଜଣାପଡିଛି। ଚାହିଦା କମିବା ଯୋଗୁ ଅର୍ଡରରେ ମଧ୍ୟ ପ୍ରଭାବ ପରିଲକ୍ଷିତ ହୋଇଥିବା କୁହାଯାଇଛି।
ବ୍ୟାଙ୍କ୍ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍
ନୂଆଦିଲ୍ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…
ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା
ନୂଆଦିଲ୍ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…
ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା
ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…
ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି
ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…
୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ
ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…
ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ
ନୂଆଦିଲ୍ଲୀ,୫ା୯: ଅନ୍ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…
କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର
ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…
ଖିମଜୀ ଦୟାଭାଇ କୋ.ଗ୍ରୁପ୍ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା
ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…
Archives

