Posted inଖେଳ

ସେମିରେ ବୋପାନ୍ନା-ଶାପୋଭାଲୋଭ

ମଣ୍ଟ୍ରିଲ,୧୦।୮(ପିଟି)- ଭାରତୀୟ ଟେନିସ ଷ୍ଟାର ରୋହନ ବୋପାନ୍ନା ଓ ତାଙ୍କ ସାଥୀ ଡେନିସ ଶାପୋଭାଲୋଭ ଏଠାରେ ଚାଲିଥିବା ଏଟିପି ମଣ୍ଟ୍ରିଲ ମାଷ୍ଟର୍ସର ପୁରୁଷ ଡବଲ୍ସ ବର୍ଗରେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ସେମାନେ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବାଇ ପାଇ ଆଗକୁ ବଢ଼ିଛନ୍ତି। ଇଣ୍ଡୋ-କାନାଡିଆନ ଯୋଡ଼ି କ୍ୱାର୍ଟର ଫାଇନାଲରେ ଫ୍ରାନ୍ସର ବେନୋଇଟ ପିରେ ଓ ସୁଇଜରଲାଣ୍ଡର ଷ୍ଟାନ ଓ୍ବାରିଙ୍କାଙ୍କୁ ଭେଟିବାର ଥିଲା। ବୋପାନ୍ନା ଓ ଶାପୋଭାଲୋଭ ସେମିଫାଇନାଲରେ ନେଦରଲାଣ୍ଡର ରବିନ ହାସେ ଓ ଓ୍ବେଲସେ କୁଲଫଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଇନାଙ୍କୁ ଅତିକ୍ରମ କଲେ ଧୋନୀ

ଦୁବାଇ, ୩ା୧୦ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଇତିହାସରେ ସବୁଠାରୁ ଅଧିକ ସଂଖ୍ୟକ ମ୍ୟାଚ ଖେଳିବାରେ ନୂଆ ରେକର୍ଡ ପ୍ରତିଷ୍ଠା କରିଛନ୍ତି ଭାରତର ପୂର୍ବତନ...

ଝାଡ଼ଖଣ୍ଡ ଏକାଦଶକୁ ହରାଇଲା ଓଡ଼ିଶା

କାଳିଆପାଣି, ୧୯ା୧ (ଡି.ଏନ.ଏ.) : ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳର ଟାଟା ଷ୍ଟିଲ୍‌ ମାଇନିଂ କଲୋନି ପରିସର ଖେଳ ପଡ଼ିଆରେ ବୁଧବାର ଦୃଷ୍ଟିବାଧିତ ଆନ୍ତଃରାଜ୍ୟ...

ଜୁଲାଇ ୩୦ ବୈଠକରେ ଅଧ୍ୟକ୍ଷତା କରିବେ ବ୍ରିଜଭୂଷଣ

ନୂଆଦିଲ୍ଲୀ, ୨୯ା୭ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ନିର୍ବାଚନ ପୂର୍ବରୁ ଜୁଲାଇ ୩୦ରେ ବସିବାକୁ ଥିବା ଏକ ବୈଠକରେ ବିଦାୟୀ ସଭାପତି ବ୍ରିଜଭୂଷଣ ଶରଣ ସିଂ...

କାଲିଠୁ ଆଇପିଏଲ୍‌ ମହାସମର: କେବଳ ପ୍ରସାରଣ ଟିମ୍‌ର ହେବ ୧୦ ହଜାର କରୋନା ଟେଷ୍ଟ

ନୂଆଦିଲ୍ଲୀ,୮।୪: କରୋନା ଭିତରେ ଆଇପିଏଲ୍‌ର ୧୪ତମ ସଂସ୍କରଣ ଖେଳା ହେବାକୁ ଯାଉଛି। ଆଇପିଏଲକୁ ସଫଳ କରିବା ପାଇଁ ବାୟୋ ବବୁଲକୁ ଅତ୍ୟନ୍ତ କଠିନ କରାଯାଇଛି। ଯଦି...

ବେଙ୍ଗାଲୁରୁ ଏଫ୍‌ସି ପାଇଁ ଆଉ ୨ ବର୍ଷ ଖେଳିବେ ଛେତ୍ରୀ

ବେଙ୍ଗାଲୁରୁ, ୨୨ା୬ (ପି.ଟି.)- ଭାରତୀୟ ଫୁଟ୍‌ବଲ ଦଳର ଅଧିନାୟକ ସୁନୀଲ ଛେତ୍ରୀ ବେଙ୍ଗାଲୁରୁ ଏଫ୍‌ସି ସହିତ ତାଙ୍କ ଚୁକ୍ତି ମିଆଦକୁ ଆହୁରି ୨ ବର୍ଷ ବୃଦ୍ଧି...

ଭୁବନେଶ୍ୱର ସ୍ପୋଟର୍‌ସ ହଷ୍ଟେଲ ଚାମ୍ପିୟନ

ଭୁବନେଶ୍ୱର, ୧।୭ (ବିଜୟ ରଣା): ଅଲ୍‌ ଓଡ଼ିଶା ଆନ୍ତଃ କ୍ଲବ ଭାରୋତ୍ତୋଳନ ପ୍ରତିଯୋଗିତା କଳିଙ୍ଗ ସ୍ପୋଟର୍‌ସ କମ୍ପ୍ଲେକ୍ସସ୍ଥିତ ବିଜୁ ପଟ୍ଟନାୟକ ଏଚ୍‌ପିସି ଓ୍ବେଟ୍‌ ଲିଫ୍ଟିଂ ହଲ୍‌ରେ...

ସାଥୀ ଖେଳାଳିଙ୍କୁ ଶକ୍ତ ଚାପୁଡା ମାରିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌, ସେହ୍ବାଗ ନେଲେ ମଜା

ଗଲ,୧୮।୧: ଶ୍ରୀଲଙ୍କା ଏବଂ ଇଂଲଣ୍ଡ ମଧ୍ୟରେ ଗଲରେ ଖେଳାଯାଇଥିବା ପ୍ରଥମ ଟେଷ୍ଟର ଚତୁର୍ଥ ଦିନରେ ଏକ ମଜାଦାର ଘଟଣା ଘଟିଥିଲା। ଚତୁର୍ଥ ଦିନରେ ଲାହିରୁ ଥିରିମାନଙ୍କ...

କାହିଁକି ସର୍ବସାଧାରଣରେ ମୁହଁ ଲୁଚାନ୍ତି ଇର୍‌ଫାନ୍‌ ପଠାନଙ୍କ ସ୍ତ୍ରୀ: ଖୋଲିଲେ ରହସ୍ୟ

ଟିମ ଇଣ୍ଡିଆର ପୂର୍ବତନ ଅଲରାଉଣ୍ଡର ଇର୍‌ଫାନ୍‌ ପଠାନଙ୍କ ସ୍ତ୍ରୀ ସଫା ବାଗ ଏବେ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ସୋସିଆଲ ମିଡିଆରେ ଇରଫାନ ପଠାନଙ୍କ ସ୍ତ୍ରୀଙ୍କ ଏକ...

Advertisement
Archives

Model This Week