Posted inଖେଳ

ସେମିରେ ମୁଗୁରୁଜା

ସାଂଘାଇ, ୯।୧ (ଏଏଫ୍‌ପି)- ଦୁଇଥରର ଗ୍ରାଣ୍ଡସ୍ଲାମ ବିଜୟିନୀ ସ୍ପାନିଶ ଟେନିସ ତାରକା ଗ୍ରାବିଏନ ମୁଗୁରୁଜା ଏଠାରେ ଚାଲିଥିବା ଶେନଝେନ ଓପନ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ମୁଗୁରୁଜା ୬-୪, ୨-୬, ୬-୪ ସେଟ୍‌ରେ କାଜାଖସ୍ତାନର ଜରିନ ଡିୟାସଙ୍କୁ ପରାସ୍ତ କରିଛନ୍ତି। ଗତବର୍ଷ ମେକ୍ସିକୋ ମୋଣ୍ଟେରୀରେ ଟାଇଟଲ୍‌ ଜିତିବା ପରେ ୨୬ ବର୍ଷୀୟା ମୁଗୁରୁଜା ପ୍ରଥମଥର ଲାଗି କୌଣସି ପ୍ର୍‌ତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଆସନ୍ତା ସପ୍ତାହରୁ ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ ଓପନ୍‌ ଆରମ୍ଭ ହେବାକୁ ଥିବାରୁ ଏହି ବିଜୟ ମୁଗୁରୁଜାଙ୍କ ମନୋବଳ ବୃଦ୍ଧି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀ ସବୁ ବିଗାଡ଼ି ଦେଇଛନ୍ତି….CSK ବିଦା ପରେ କାହିଁକି ଏମିତି କହିଲେ ଅଶ୍ୱିନ

ନୂଆଦିଲ୍ଲୀ,୨୨।୫: ଚେନ୍ନାଇ ସୁପର କିଙ୍ଗ୍ସ ପୁଣିଥରେ IPLରୁ ଖାଲି ହାତରେ ଫେରିଛି। IPL ଇତିହାସର ସବୁଠାରୁ ସଫଳ ଦଳ ମଧ୍ୟରୁ ଗୋଟିଏ ତଥା ପାଞ୍ଚ ଥର ଚାମ୍ପିଅନ…

କେତନଙ୍କୁ ମିଳିଲା ଗୁରୁଦାୟୀତ୍ୱ, ଜାଣନ୍ତୁ କେତନ କିଏ…

ଭୋପାଳ,୨୨ା୫: ଆସନ୍ତା ମେ ୨୯ରୁ ଜୁନ୍‌ ୬ ପର୍ଯ୍ୟନ୍ତ ଜାପାନର କାକାମିଗାହାରାଠାରେ ହେବାକୁଥିବା ୧୮ ବର୍ଷରୁ କମ୍‌ ଏସିଆ କପ୍‌ ହକି ପ୍ରତିଯୋଗିତା ପାଇଁ ଫରଓ୍ବାର୍ଡ କେତନ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ବଡ଼ ଖବର: ସନ୍ନ୍ୟାସ ନେଇଗଲେ ଧୋନୀ! ଆଇପିଏଲ ଅଧାରୁ ସିଏସକେ ଛାଡ଼ି ପଳାଇବା ପରେ…

ନୂଆଦିଲ୍ଲୀ,୨୧।୫: ଚେନ୍ନାଇ ସୁପର କିଙ୍ଗ୍ସ ଆଜି (୨୧ ମେ) ଦିନ ଆଇପିଏଲ ୨୦୨୬ର ଶେଷ ଲିଗ ପର୍ଯ୍ୟାୟ ମ୍ୟାଚ ଗୁଜୁରାଟ ଟାଇଟନ୍ସ ବିପକ୍ଷରେ ଖେଳିବାର କାର୍ଯ୍ୟକ୍ରମ ରହିଛି।…

ରାଗିଯାଇ ପଡ଼ିଆରେ ଏମିତି କାମ କଲେ ହାର୍ଦ୍ଦିକ ପାଣ୍ଡ୍ୟା: BCCI ଦେଲା ଦଣ୍ଡ

ନୂଆଦିଲ୍ଲୀ,୨୧।୫: ଖେଳାଳି ଏବଂ ଦଳ ଅଧିକାରୀମାନଙ୍କ ପାଇଁ ପ୍ରଯୁଜ୍ୟ ଆଇପିଏଲ ଆଚରଣ ସଂହିତା (ସ୍ତର ୧) ଉଲ୍ଲଂଘନ କରି ଫସିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା।…

ICC ବିଶ୍ୱକପରୁ ବାଦ ପଡ଼ିବେ ରୋହିତ ଶର୍ମା ! ସାମ୍‌ନାକୁ ଆସିଲା ବଡ଼ ଖବର, ଚିନ୍ତାରେ BCCI

ନୂଆଦିଲ୍ଲୀ,୨୧।୫: ICC ODI ବିଶ୍ୱକପରେ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଂଶଗ୍ରହଣକୁ ନେଇ ପ୍ରଶ୍ନ ଉଠିଛି। ଚୟନକର୍ତ୍ତାମାନେ ଆସନ୍ତା ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri