Posted inଖେଳ

ସେମିରେ ରାନ୍‌କୀରେଡ୍ଡୀ-ଶେଟି

ବ୍ୟାଙ୍କକ୍‌,୨।୮(ପିଟି)- ଭାରତୀୟ ସାତ୍ୱିକ ସାଇରାଜ ରାନ୍‌କୀରେଡ୍ଡୀ ଓ ଚିରାଗ ଶେଟିଙ୍କ ପୁରୁଷ ଡବଲ୍ସ ଯୋଡ଼ି ଏଠାରେ ଚାଲିଥିବା ଥାଇଲାଣ୍ଡ ଓପନ୍‌ର ସେମିଫାଇନାଲରେ ପ୍ରବେଶ କରିଥିଲେ। ରାନ୍‌କୀରେଡ୍ଡୀ ଓ ଶେଟି ୨୧-୧୭, ୧୭-୨୧, ୨୧-୧୯ ଗେମ୍‌ରେ ଯୋଗ୍ୟତା ପର୍ଯ୍ୟାୟରୁ ଉତ୍ତୀର୍ଣ୍ଣ ହୋଇଥିବା ଚୋଇ ସୋଲଗି ଓ ସେଓ ସେଉଙ୍ଗଙ୍କୁ ପରାସ୍ତ କରିଛନ୍ତି। ଏହି କୋରିଆନ ଖେଳାଳିଙ୍କ ବିପକ୍ଷରେ ଭାରତୀୟ ଯୋଡ଼ିର ଏହା ପ୍ରଥମ ବିଜୟ। ୧୬ତମ ର଼୍ୟାଙ୍କ୍‌ ରାନକୀରେଡ୍ଡୀ-ଶେଟି ସେମିଫାଇନାଲରେ କୋ ସୁଙ୍ଗ ହ୍ୟୁନ୍‌ ଓ ଶିନ ବେକ ଚେଓଲଙ୍କ ଯୋଡ଼ି ସହ ମୁକାବିଲା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri