ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବି: ଧାରଣାରେ ବସିଲେ ଛାତ୍ରୀ

କେନ୍ଦୁଝର,୧୧।୧୨(ସ୍ବ.ପ୍ର.): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟର ଛାତ୍ରୀମାନେ ବୁଧବାର କଲେଜ ସମ୍ମୁଖ ରାସ୍ତା ଅବରୋଧ କରି ଧାରଣାରେ ବସିଛନ୍ତି। ସେମିଷ୍ଟର ପରୀକ୍ଷାକୁ ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଧାରଣାରେ ବସିଥିବା ଜଣାପଡ଼ିଛି। ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆଲୋଚନା କରିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି।

ସୂଚନାନୁଯାୟୀ, ଗତ ବର୍ଷ ବକେୟା ସେମିଷ୍ଟାର ପରୀକ୍ଷା ଠିକ୍‌ ସମୟରେ ଶେଷ କରିବାକୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ତୃତୀୟ ସେମିଷ୍ଟର ଚଳିତ ମାସ ୨୬ ତାରିଖରେ କରିବାକୁ ଘୋଷଣା କରାଯାଇଛି। ଅପରପକ୍ଷେ ସିଲାବସ୍‌ ବଦଳି ଯାଇଥିବା ବେଳେ ପାଠ୍ୟପୁସ୍ତକ ଆସି ନ ଥିବାରୁ କୋର୍ସ ସରିନାହିଁ। ଏଣୁ ପରୀକ୍ଷା ଘୁଞ୍ଚାଇବାକୁ ଛାତ୍ରୀମାନେ ଦାବି କରି ଆନ୍ଦୋଳନ କରିଥିବା କହିଛନ୍ତି।

ଏନେଇ ଅଧ୍ୟକ୍ଷ ସଦାଶିବ ମହାରଣା କହିଛନ୍ତି ଯେ, କୋର୍ସ ସରିଛି। କିନ୍ତୁ ଠିକ୍‌ ସମୟରେ ପରୀକ୍ଷା ଶେଷ କରିବାକୁ ବିଦ୍ୟାଳୟ ତାରିଖ ନିର୍ଦ୍ଧାରଣ କରିଛନ୍ତି। ଏଣୁ ଛାତ୍ରୀମାନଙ୍କୁ ବୁଝାଇବା ପରେ ଉଠି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ନ ଆସି ଦରମା ନେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ

କେନ୍ଦ୍ରାପଡ଼ା ଅଫିସ ୨ା୧୧: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ରଙ୍ଗଣୀ ପଞ୍ଚାୟତ ଶୈଳେନ୍ଦ୍ର ନାରାୟଣପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅବ୍ୟବସ୍ଥା ଘେରରେ ରହିଛି। ଏହି ସ୍କୁଲରେ...

ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ପୂର୍ବତନ ମନ୍ତ୍ରୀ

ବଲାଙ୍ଗୀର ଅଫିସ,୧୫ା୩: ପୌରାଞ୍ଚଳ ନିର୍ବାଚନ ପାଇଁ ରାଜନୀତି ସରଗରମ ହେଉଛି। ମଙ୍ଗଳବାର ବଲାଙ୍ଗୀର ସହରରେ ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ ବିଜୁ ଜନତା ଦଳର...

ଲକ୍‌ଡାଉନ୍‌ ସ୍ଥିତି: ତେଲେଙ୍ଗାନାରେ ଫସିଛନ୍ତି ୫୦ ଓଡ଼ିଆ ଶ୍ରମିକ

ବିନିକା,୨୬।୩(ଡି.ଏନ୍‌.ଏ.): କରୋନା ମହାମାରୀ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବାରୁ ଦେଶରେ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ହାଇଦ୍ରାବାଦ ତେଲେଙ୍ଗାନାରେ ସୁବର୍ଣ୍ଣପୁର ଜିଲା ବିନିକା...

୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାଛଡା ଝାଡଖଣ୍ଡ ଏବଂ ଓଡିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ...

ଅନୁଗୋଳ ତହସିଲ କାର୍ଯ୍ୟାଳୟରେ ଜିଲାପାଳ:ବକେୟା କାର୍ଯ୍ୟ ଶୀଘ୍ର ସାରିବାକୁ ତାଗିଦ

ଅନୁଗୋଳ ଅଫିସ, ୨।୯ ରବିବାର ରାତିରେ ଖୋଲାଥିବା ଅନୁଗୋଳ ତହସିଲ କାର୍ଯ୍ୟାଳୟରୁ ଫାଇଲ ନେଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୋମବାର ପୂର୍ବାହ୍ନରେ ଉକ୍ତ କାର୍ଯ୍ୟାଳୟରେ...

୫ଶହ ପରିବାରକୁ ଖାଦ୍ୟ, ମାସ୍କ ବଣ୍ଟନ

ରୂପ୍‌ସା, ୨।୫(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ସମଗ୍ର ଦେଶ ଜଟିଳ ପରିସ୍ଥିତି ଦେଇ ଗତି କରୁଛି। ଜନସାଧାରଣଙ୍କୁ ସୁରକ୍ଷା ଦେବା ପାଇଁ ଉଭୟ କେନ୍ଦ୍ର ଓ...

ପ୍ରଥମେ କଡ଼ାକଡ଼ି, ଘଡ଼ିସନ୍ଧି ବେଳେ କୋହଳ

ସୋନପୁର,୧୩ା୫(ନି.ପ୍ର.) – ପ୍ରଥମେ କଡ଼ାକଡ଼ି, ଏବେ ଘଡ଼ିସନ୍ଧି ମୁହୂର୍ତ୍ତରେ ସବୁ କୋହଳ। ସନ୍ଦିଗ୍ଧଙ୍କ ସ୍ବାବ୍‌ ପରୀକ୍ଷା ପରେ ସମସ୍ତ ରିପୋର୍ଟ ନେଗେଟିଭ୍‌ ଆସିଥିବାରୁ ତୃତୀୟ ପର୍ଯ୍ୟାୟ...

ଖଟିଆରେ ବୁହା ହେଲେ ରୋଗୀ

ବରଗଡ଼ ଅଫିସ,୨୪।୮: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ କଣ୍ଟାତଳ ଗ୍ରାମକୁ ଏଯାବତ୍‌ ଭଲ ରାସ୍ତାଟିଏ ହୋଇପାରି ନାହିଁ। ଅନ୍ୟପକ୍ଷରେ ଏହି ଗ୍ରାମକୁ...

Advertisement
Archives

Model This Week