ସେମିଷ୍ଟାର ପରୀକ୍ଷା ଘୁଞ୍ଚାଇବା ନେଇ ଗେଟ୍‌ରେ ତାଲା ପକାଇଲେ ଛାତ୍ରୀ

କେନ୍ଦୁଝର,୧୪।୧୨(ସ୍ବ.ପ୍ର.): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟରେ ସେମିଷ୍ଟାର ପରୀକ୍ଷା ଘୁଞ୍ଚାଇବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ଛାତ୍ରୀମାନେ ଗେଟ୍‌ରେ ତାଲା ପକାଇ ବିରୋଧ କରିଛନ୍ତି। ମହାବିଦ୍ୟାଳୟ କର୍ତ୍ତୃପକ୍ଷ ବୁଝାସୁଝା କରି ତାଲା ଖୋଲି ଦେଇଥିଲେ। ମହାବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହିତ ଛାତ୍ରୀମାନଙ୍କ ବଚସା ହୋଇଥିଲା। ଏହାକୁ ନେଇ ମହାବିଦ୍ୟାଳୟ ପରିସରରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଅଧ୍ୟକ୍ଷ ଜଣେ ଛାତ୍ରୀଙ୍କୁ ଗାଳି କରିବାରୁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିଥିଲା । ତେବେ ଏ ନେଇ ଅଧ୍ୟକ୍ଷ ସଦାଶିବ ମହାରଣା କହିଛନ୍ତି, ଛାତ୍ରୀଙ୍କ ଦାବି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜଣାଇ ଦିଆଯାଇଛି। ତେବେ ପିଲାମାନେ ନ ବୁଝି ଆନ୍ଦୋଳନ କରୁଛନ୍ତି। ସେ ବୁଝାଇବାକୁ ଚେଷ୍ଟା କରୁଛନ୍ତି କିନ୍ତୁ ଗାଳି କରି ନାହାନ୍ତି। ଗତ ବୁଧବାର ଏନେଇ ଛାତ୍ରୀମାନେ ମଧ୍ୟ ରାସ୍ତାରୋକୋ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାକ୍‌ଙ୍କ ହାତରେ ସ୍ବାସ୍ଥ୍ୟସେବା

ସୋନପୁର,୨୦।୧(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଉପଯୁକ୍ତ ଡିଗ୍ରୀ ବା ଶିକ୍ଷାଗତ ଯୋଗ୍ୟତା ନ ଥିବା ବ୍ୟକ୍ତି ଡାକ୍ତର ଭାବେ ରୋଗୀ ସେବା କରୁଛନ୍ତି। ଏହି ଦରପାଠୁଆ ଡାକ୍ତର...

ଗାଡି ଧକ୍କାରେ ଯୁବକ ଗୁରୁତର : ମେଡିକାଲରେ ଅବ୍ୟବସ୍ଥା ନେଇ ଉତ୍ତେଜନା

ସୁକିନ୍ଦା,୧୮ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ଦୁଧୂଯୋରି ଗ୍ରାମ ପଞ୍ଚାୟତ ମଙ୍ଗଳପୁର ପାଞ୍ଚଗୋଛିଆ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜ ପଥରେ ମଙ୍ଗଳବାର ସନ୍ଧ୍ୟାରେ...

ରାସ୍ତା ମଝିରେ ଗର୍ତ୍ତ, ଦୁର୍ଘଟଣା ବଢୁଛି

ଯାଜପୁରରୋଡ୍‌,୨୩ା୯ (ପବିତ୍ର ରଞ୍ଜନ ମହାନ୍ତି): ଯାଜପୁର-କେନ୍ଦୁଝର ରେଳଷ୍ଟେଶନ ସହ ବସଷ୍ଟାଣ୍ଡକୁ ସଂଯୋଗ କରୁଥିବା ରେଲ୍‌ଓ୍ବେ ରାସ୍ତାଟି ସହରର ଏକ ପ୍ରମୁଖ ରାସ୍ତା। ଏହି ରାସ୍ତା ଗୋପବନ୍ଧୁ...

ଜୀବନ, ଜୀବିକା ସୁରକ୍ଷା ଦାବିରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨୯।୮-ବାଲେଶ୍ୱର ଫକୀରମୋହନ ଗୋଲେଇରେ କରୋନା ମହାମାରୀ ସମୟରେ ଜୀବନ ଓ ଜୀବିକାର ସୁରକ୍ଷା ଦାବିରେ ଉତ୍କଳ ମହିଳା ସମିତି, ଅଖିଳ ଭାରତ ଗଣତାନ୍ତ୍ରିକ...

ଗଞ୍ଜାମରେ ନୂଆ ୫ ଆକ୍ରାନ୍ତ ସୁରଟ ଫେରନ୍ତା: କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ; ଜିଲାରେ ପଜିଟିଭ୍‌ ସଂଖ୍ୟା ୮୯

ଭୁବନେଶ୍ୱର,୯।୫(ବ୍ୟୁରୋ): ଗଞ୍ଜାମରେ ଚିହ୍ନଟ ହୋଇଥିବା ନୂଆ ୫ ଆକ୍ରାନ୍ତ ସୁରଟ ଫେରନ୍ତା। ସମସ୍ତେ ପୁରୁଷ ହୋଇଥିବା ବେଳେ ବୟସ ଯଥାକ୍ରମେ ୩୯,୪୯,୧୬,୪୮,୪୫ ବର୍ଷ। ସମସ୍ତେ କ୍ୱାରାଣ୍ଟାଇନ୍‌...

ପରମ୍ପରା ଆଗରେ ହାର ମାନିଲା କଟକଣା : ବୌଦ୍ଧରେ ପାଳନ ହେଲା ଦଣ୍ଡଯାତ୍ରା

ବୌଦ୍ଧ,୧୩।୪(ସ୍ବ.ପ୍ର): ସୋମବାର ଝାମୁଯାତ୍ରା ଅବସରରେ ପରମ୍ପରା ଆଗରେ ହାର ମାନିଛି ସବୁ କଟକଣା। ପ୍ରଶାସନର ନିର୍ଦ୍ଦେଶ ସତ୍ତ୍ୱେ ବିଭିନ୍ନ ଗ୍ରାମରେ ଦଣ୍ଡପର୍ବ ସହ ବହୁ ପୀଠରେ...

୩ ବର୍ଷ ଧରି ସିସିଏଙ୍କୁ ମିଳୁନାହିଁ ଦରମା

ଫୁଲବାଣୀ ଅଫିସ, ୧୧ା୭-କନ୍ଧମାଳ ଜିଲାରେ ବିଭିନ୍ନ ସେବାଶ୍ରେମ/ଆଶ୍ରମ ବିଦ୍ୟାଳୟରେ ସିସିଏ(କୁକ୍‌ କମ୍‌ ଆଟେଣ୍ଡାଣ୍ଟ)ଙ୍କୁ ଦରମା ମିଳୁ ନାହିଁ। ତୁମୁଡ଼ିବନ୍ଧ ବ୍ଲକ ଭାଲିଆପାଣି ସେବାଶ୍ରମ ବିଦ୍ୟାଳୟର ସିସିଏମାନେ...

ସ୍ବାବଲମ୍ବୀ ହେବାକୁ ସଂକଳ୍ପ

କାମାକ୍ଷାନଗର, ୨୦।୬: ‘କୋଇ ଧନ୍ଦା ଛୋଟା ନହିଁ ହୋତା, ଔର ଧନ୍ଦା ସେ ବଡ଼ା କୋଇ ଧର୍ମ ନହିଁ ହୋତା’। ବଲିଉଡ୍‌ ବାଦ୍‌ଶାହ ଶାହରୁଖ୍‌ ଖାନ୍‌ଙ୍କ...

Advertisement
Archives

Model This Week