Posted inଫୁରସତ

ସେଲିବ୍ରିଟି ପେଟ୍‌

ବଲିଉଡ୍‌ର ଏମିତି ଅନେକ ସେଲିବ୍ରିଟି ଅଛନ୍ତି ଯେଉଁମାନେ ନିଜ ପୋଷା ଜୀବକୁ ନେଇ ବେଶ୍‌ ଚର୍ଚ୍ଚାରେ ଥା’ନ୍ତି। ସୋସିଆଲ ମିଡିଆରେ ସେମାନଙ୍କ ଫ୍ୟାନ ଫଲୋୟର୍ସ ମଧ୍ୟ ଖୁବ୍‌ ଅଧିକ। ଆସନ୍ତୁ ଜାଣିବା ସେମିତି କିଛି ଲୋକପ୍ରିୟ ସେଲିବ୍ରିଟି ପେଟ୍‌ଙ୍କ ସମ୍ପର୍କରେ…

* ଲୋକପ୍ରିୟ ଅଭିନେତ୍ରୀ ଆଲିଆ ଭଟ୍ଟ ନିଜ ପୋଷା ବିଲେଇ ‘ଏଡବର୍ଡ’କୁ ନେଇ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚାରେ ଥା’ନ୍ତି। ୨୦୧୭ରେ ନିଜର ୨୪ ତମ ଜନ୍ମ ଦିନରେ ଆଲିଆ ନିଜ ପାଇଁ ଏହି ବିଲେଇଟି କିଣିଥିଲେ।

* ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ପୋଷା କୁକୁର ‘ଡାଏନା’କୁ ତ ଏକ ସେଲିବ୍ରିଟି କହିଲେ ଚଳେ। ଡାଏନାର ଇନ୍‌ଷ୍ଟାଗ୍ରାମରେ ଏକ ପେଜ୍‌ ଥିବାବେଳେ ଏହାର ଫଲୋୟର ସଂଖ୍ୟା ୧ଲକ୍ଷରୁ ମଧ୍ୟ ଅଧିକ।

* ସୋନାକ୍ଷୀ ସିହ୍ନା ନିଜର ଜର୍ମାନ ଶେଫର୍ଡ ଡଗି ‘ବ୍ରାଜ’କୁ ନେଇ ଅନେକ ପ୍ରକାର ସେଲଫି ସୋସିଆଲ ମିଡିଆରେ ଶେୟାର କରୁଥିବାର ନଜର ଆସୁଛନ୍ତି। ଯାହାକୁ ଅନେକେ ଲାଇକ୍‌ ଏବଂ କମେଣ୍ଟ କରୁଥିବାର ଦେଖାଯାଉଛି।

* ସିଦ୍ଧାର୍ଥ ମାଲହୋତ୍ରା ନିଜର ସବୁଠାରୁ ବିଶ୍ୱସ୍ତ ସାଙ୍ଗ ଦର୍ଶାଇ ନିଜ ପୋଷା ବକ୍ସର କୁକୁର ‘ଓସ୍କାର’ର ଫଟୋ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି।

* ଅନୁଷ୍କା ଶର୍ମାଙ୍କ ଲାବ୍ରାଡର ଡଗି ‘ଡ୍ୟୁଡ୍‌ ଶର୍ମା’ ସୋସିଆଲ ମିଡିଆରେ ବେଶ୍‌ ଲୋକପ୍ରିୟ। ଡ୍ୟୁଡ୍‌ ସହ ଅନୁଷ୍କା ଶର୍ମାଙ୍କ ଏକ ଭିଡିଓ ନିକଟରେ ବେଶ୍‌ ଭାଇରାଲ ମଧ୍ୟ ହୋଇଥିଲା।

* ଜନ ଆବ୍ରାହମ୍‌ ଦୁଇଟି ବୁଲା କୁକୁର ବେଲି ଏବଂ ସିୟାଙ୍କୁ ପୌଷ୍ୟ ଭାବେ ଗ୍ରହଣ କରି ବେଶ୍‌ ଚର୍ଚ୍ଚାରେ ଥିବା ବେଳେ ଏହି ଦୁଇଟି କୁକୁରର ଇନ୍‌ଷ୍ଟାଗ୍ରାମ ପେଜ୍‌ ମଧ୍ୟ ରହିଛି, ଯାହାର ୧୫ ହଜାର ଫଲୋୟର୍ସ ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଗାଁ ଅଛି! ସବୁ ଘରେ ଚାଲୁଛି AC-କୁଲର, କିନ୍ତୁ ବିଜୁଳି ବିଲ୍‌ ଦେବାକୁ ପଡୁନି ଗୋଟିଏ ବି ଟଙ୍କା

ଆଜି ମଧ୍ୟ, ଭାରତରେ ଏପରି ଅନେକ ଗାଁ ଅଛି ଯେଉଁଠାରେ ବିଦ୍ୟୁତ ଯୋଗାଣ ଏକ ସ୍ଥାୟୀ ସମସ୍ୟା ହୋଇ ରହିଛି। ଘଣ୍ଟା ଘଣ୍ଟା ଲୋଡ ସେଡିଂ, ଅତ୍ୟଧିକ…

କେତେ ତାପମାତ୍ରାରେ ତରଳିଯାଏ ମଣିଷ ଚର୍ମ? ଜାଣନ୍ତୁ ଆମ ଶରୀର କେତେ ଗରମ ସହିପାରିବ…

ପ୍ରଚଣ୍ଡ ସୂର୍ଯ୍ୟ ଏବଂ ରେକର୍ଡ ଭାଙ୍ଗି ଯାଉଥିବା ଗରମ ସମସ୍ତଙ୍କୁ କଷ୍ଟରେ ପକାଇଛି। ଯେତେବେଳେ ପାରଦ 45 ଡିଗ୍ରୀ ସେଲସିୟସ ଅତିକ୍ରମ କରେ, ଏହା କେବଳ ଝାଳ…

ଆଁ କରିଥିଲା ୧୪ ଫୁଟ ଲମ୍ବର କୁମ୍ଭୀର, କିସ୍‌ କଲେ ଯୁବତୀ, ଭିଡିଓ ଦେଖିଲେ…

କଲେଜ ଶେଷ ହେବା ପରେ ସମସ୍ତେ ସ୍ମୃତିକୁ ସାଇତି ରଖିବା ପାଇଁ ଫଟୋଶୁଟ୍‌ କରିଥାନ୍ତି। କେତେକ ବନ୍ଧୁମାନଙ୍କ ସହିତ ସେଲ୍‌ଫି ନିଅନ୍ତି ତ ଆଉ କେତେକ ପରିବାର…

ଅଜବ ପ୍ରେମ କାହାଣୀ: ବନ୍ଧୁତା ବଜାୟ ରଖିବାକୁ ନେଲେ ୩ ସାଙ୍ଗ ନେଲେ ଏମିତି ନିଷ୍ପତ୍ତି,ଜାଣିଲେ…

ସୋସିଆଲ ମିଡିଆରେ ବର୍ତ୍ତମାନ ଏକ ବିବାହକୁ ନେଇ ଖୁବ୍‌ ଚର୍ଚ୍ଚା ଚାଲିଛି। ଯାହାକୁ ଦେଖି ୟୁଜର୍ସମାନେ କହିଛନ୍ତି ୟାକୁ ହିଁ କୁହନ୍ତି ବନ୍ଧୁତା। ଆପଣ ବନ୍ଧୁମାନଙ୍କୁ ବ୍ୟବସାୟରେ…

ଜୀବନରେ ସବୁବେଳେ ଏହି ୪ ପ୍ରକାର ଲୋକଙ୍କଠାରୁ ଦୂରେଇ ରହିବା ଉଚିତ୍‌, ନଚେତ୍‌…

ଚାଣକ୍ୟ ନୀତି ହେଉଛି ଆଚାର୍ଯ୍ୟ କୌଟିଲ୍ୟଙ୍କ କୃତୀ। ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିଗ ହେଉଛି ଏହା ଜୀବନର ନୈତିକ ଶିକ୍ଷା, ପ୍ରତ୍ୟେକଙ୍କ ପାଇଁ ଏବଂ…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

ପ୍ରବଳ ଝଡ଼ରେ ଟିଣ ସହ ଆକାଶକୁ ଉଡ଼ିଗଲେ ଯୁବକ, ସୁପରମ୍ୟାନଙ୍କ ଭିଡିଓ ଭାଇରାଲ ପରେ…

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ବରେଲିରେ ଏକ ଭୟଙ୍କର ଝଡ଼ ଲୋକଙ୍କ ନିଃଶ୍ୱାସ ହରାଇ ଦେଇଛି। ପ୍ରବଳ ଝଡ଼ବର୍ଷା ମଧ୍ୟରେ ଜଣେ ଯୁବକ ଟିଣ ସେଡ ସହିତ ଆକାଶରେ ଉଡ଼ି…

ହଠାତ୍‌ ଆକାଶରେ ଦେଖାଗଲା ଏକ ରହସ୍ୟମୟ ଆଲୋକ, ଏଲିଅନକୁ ନେଇ ଜୋର୍‌ଦାର ଚର୍ଚ୍ଚା, ସତ୍ୟତା ପ୍ରକାଶ କଲେ ବୈଜ୍ଞାନିକ…

ଆକାଶରେ ଏକ ରହସ୍ୟମୟ ଆଲୋକ ଦେଖାଦେଲା, ଯାହା ଏଲିଅନ ବିଷୟରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ହଠାତ୍‌ ଅନ୍ଧାର ରାତିରେ ଆକାଶରେ ଏକ ଚମକଦାର ଆଲୋକ ଦେଖାଗଲା, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri