Posted inଜାତୀୟ

ସେଲିବ୍ରେଶନ୍‌ ମୁଡରେ ଭାଜପା

ବେଙ୍ଗାଲୁର,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ସାରା ଦେଶରେ ପାଖାପାଖି ୨୨୯ ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ୫୧ ଆସନରେ ଆଗରେ ରହିଛି। ଏପର୍ଯ୍ୟନ୍ତ କେହି ବିଜୟୀ ଘୋଷିତ ହୋଇ ନାହାଁନ୍ତି ସତ। ହେଲେ କର୍ନାଟକର ବେଙ୍ଗାଲୁରରେ ଥିବା ଭାଜପା କାର୍ଯ୍ୟାଳୟ ସମ୍ମୁଖରେ କର୍ମୀମାନେ ବିଜୟ ଉତ୍ସବ ପାଳନ କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁ-ବୋହୂଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ କୋର୍ଟ, ଜାଣନ୍ତୁ କ’ଣ ରହିଛି କାରଣ

ପାଟନା,୧୮।୮: ବିହାରର ଗୋପାଳଗଞ୍ଜରେ ଶାଶୁ-ବୋହୂଙ୍କୁ ଫାଶୀ ଦଣ୍ଡାଦେଶ ହୋଇଛି। ୩ବର୍ଷ ପୂର୍ବେ ଏହି ଦୁଇ ମହିଳା ମିଶି ୪ ବର୍ଷର ଶିଶୁକୁ ବଳି ଦେଇଥିଲେ। ଗୋପାଳଗଞ୍ଜର...

ସୋରେନଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ କେଜରିଓ୍ବାଲ

ନୂଆଦିଲ୍ଲୀ,୨୯।୧୨: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ରବିବାର ଶପଥ ନେବେ ଜେଏମ୍‌ଏମ୍‌ ନେତା ହେମନ୍ତ ସୋରେନ୍‌। ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ଦେଶର ନାମୀ...

‘ମୋତେ ହରାଇବା ବ୍ୟକ୍ତି ଜନ୍ମ ହୋଇନାହାନ୍ତି, ଭଗବାନଙ୍କ ଲେଖାକୁ ବି ହଟେଇଦେବି’

ନୂଆଦିଲ୍ଲୀ, ୧୫।୫: ଭୋଜପୁରୀ ଅଭିନେତା ତଥା ଆଜମଗଡ ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ଦିନେଶ ଲାଲ ଯାଦବ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି।...

୨ ମହିଳାଙ୍କ ସାଇକେଲ ଅଭିଯାନ: ଅତିକ୍ରମ କରିବେ ୫,୦୦୦ କିମି

ଅମୃତସର, ୩।୨: ପ୍ରଦୂଷଣ ମୁକ୍ତ ପରିବେଶ ବାର୍ତ୍ତା ନେଇ ୨ ମହିଳା ଓ୍ବାଘା ବର୍ଡରଠାରୁ ଅରୁଣାଚଳପ୍ରଦେଶ ପର୍ଯ୍ୟନ୍ତ ସାଇକେଲ ଅଭିଯାନ ଆରମ୍ଭ କରିଛନ୍ତି। ବିହାରର ସାଓ୍ବିତା...

ରାଣା କପୁରଙ୍କୁ ଜାମିନ

ମୁମ୍ବାଇ,୧୭ା୨: ଋଣ ହେରଫେର ମାମଲାରେ ଜେଲରେ ଥିବା ୟେସ୍‌ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁର ଜାମିନ ପାଇଛନ୍ତି। ମୁମ୍ବାଇର ଏକ ପିଏମ୍‌ଏଲ୍‌ଏ କୋର୍ଟ ସ୍ବତନ୍ତ୍ର ବିଚାରପତି...

କରୋନାର କରୁଣ ଦୃଶ୍ୟ: ମୃତଦେହ ଥିବା ବେଡ୍‌ ନିକଟରେ ଶୋଇ ଚିକିତ୍ସିତ ହେଉଛନ୍ତି ସଂକ୍ରମିତ

ମୁମ୍ବାଇ,୭।୫:ଭାରତରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅଭାବନୀୟ ସ୍ଥିତି ସୃଷ୍ଟି...

କେରଳ ଯାଇ ଗୁରୁଭୟୁର ମନ୍ଦିରରେ ପୂଜା କରିବେ ମୋଦି

ଥିରୁଭାନନ୍ତପୁରମ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କେରଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ କେରଳର ତ୍ରିଶୁଳ ଜିଲାରେ ଥିବା ଗୁରୁଭୟୁର ମନ୍ଦିରରେ...

ମେ’ ୪ରୁ ସିବିଏସ୍‌ଇ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୩୧।୧୨-ମେ’ ୪ରୁ ଆରମ୍ଭ ହେବ ସିବିଏସ୍‌ଇ ବୋର୍ଡ ପରୀକ୍ଷା। ଏ ନେଇ ଗୁରୁବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଘୋଷଣା କରିଛନ୍ତି। ମାର୍ଚ୍ଚ୧ରୁ ପ୍ରାକ୍ଟିକାଲ...

Advertisement
Archives

Model This Week