ସେଲ୍ସମ୍ୟାନ ଠକିନେଲେ ୮୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା

ଭଦ୍ରକ ଅଫିସ, ୧୫।୬ : ଭଦ୍ରକ ଡାହାଣୀଗଡ଼ିଆର ଏକ ଇଲେକ୍ଟ୍ରୋନିନ୍ସ ଦୋକାନରୁ ସେଲ୍ସମ୍ୟାନ ପ୍ରାୟ ୮୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଥିବା ଶୁକ୍ରବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ଟାଉନ ଥାନା ପୋଲିସ ଏକ ମାମଲା(ନଂ.୧୭୮/୧୯) ରୁଜୁ କରି ସେଲ୍ସମ୍ୟାନଙ୍କୁ ଖୋଜୁଛି। ଭଦ୍ରକ ଡାହାଣୀଗଡିଆ ବାଇପାସ୍‌ସ୍ଥିତ ବିଶ୍ୱାଳ ସେଲ୍ସର ମାଲିକ ପ୍ରିୟଦର୍ଶୀ ବିଶ୍ୱାଳ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ଯାଜପୁର ଜିଲା ବାଲିଗଣ୍ଡ କୁଅଁ।ରପୁର ଗଁ।ର ଅରୂପ କୁମାର ନାୟକ ତାଙ୍କ ସୋରୁମ୍‌ରେ ନିର୍ଦ୍ଦିଷ୍ଟ ଏକ କମ୍ପାନୀର ସେଲ୍ସମ୍ୟାନ ଭାବେ କାର୍ଯ୍ୟରତ ଥିଲେ। ସେ ଦୋକାନରୁ ଏଲ୍‌ଇଡି ଓ ଫ୍ରିଜ ଗ୍ରାହକଙ୍କୁ ବିକ୍ରି କରି ପ୍ରାୟ ୮୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୪।୭: ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର କ୍ଷମତା…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri