Posted inଖେଳ

ସେଲ୍‌ଫ ଆଇସୋଲେଶନରେ ବିଶ୍ୱ ଚାମ୍ପିୟନ ଜୋଶୁଆ

ଲଣ୍ଡନ,୨୬।୩- ବିଶ୍ୱ ହେବିଓ୍ବେଟ ବକ୍ସିଂ ଚାମ୍ପିୟନ ଆନ୍ଥୋନୀ ଜୋଶୁଆ ନିଜକୁ ସେଲ୍‌ଫ ଆଇସୋଲେଶନରେ ରଖିଛନ୍ତି। ସେ କରୋନାରେ ପୀଡ଼ିତ ପ୍ରିନ୍ସ ଚାଲର୍‌ସଙ୍କୁ ଭେଟିଥିଲେ। ବ୍ରିଟେନର ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ବଡ଼ ପୁଅ ପ୍ରିନ୍ସ ଚାଲର୍‌ସଙ୍କଠାରେ ପ୍ରଥମେ ଲକ୍ଷଣ ଦେଖା ଦେଇଥିଲା। ଜୋଶୁଆ ଏବେ ସ୍କଟଲାଣ୍ଡଠାରେ ନିଜକୁ ସେଲ୍‌ଫ ଆଇସୋଲେଶନରେ ରଖିଥିବା ଅଫିସିଆଲଙ୍କ ପକ୍ଷରୁ କୁହାଯାଇଛି। ଜୋଶୁଆଙ୍କ ଜଣେ ପ୍ରବକ୍ତା କହିଛନ୍ତି, ସରକାରଙ୍କ ଗାଇଡ୍‌ଲାଇନ ଅନୁଯାୟୀ ସେ ଘରେ ଆଇସୋଲେଶନରେ ରହିଛନ୍ତି। ସେ ଏବେ ସୁସ୍ଥ ଅଛନ୍ତି। କରୋନା ପୀଡ଼ିତାଙ୍କ ଶୀଘ୍ର ସ୍ବାସ୍ଥ୍ୟ କାମନା କରିଛନ୍ତି। ଜୋଶୁଆ ଚ୍ୟାଲେଞ୍ଜର କୁବ୍ରାଟ ପୁଲେଭଙ୍କ ବିପକ୍ଷରେ ଆଇବିଏଫ, ଡବ୍ଲ୍ୟୁବିଏ ଓ ଡବ୍ଲ୍ୟୁବିଓ ଟାଇଟଲ ବଜାୟ ରଖିଥିଲେ। କରୋନା ଭାଇରସ ଯୋଗୁ ଡବ୍ଲ୍ୟୁବିସି ଚାମ୍ପିୟନ ଟାଇସନ ଫ୍ୟୁରିଙ୍କ ସହ ହେବାକୁ ଥିବା ମୁକାବିଲାକୁ ଆସନ୍ତା ବର୍ଷ ପର୍ଯ୍ୟନ୍ତ ସ୍ଥଗିତ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ପ୍ରସଙ୍ଗ: ଏଥିକ୍ସ ଅଫିସରଙ୍କ ନିକଟରେ ହାଜର ହେବେ ଡ୍ରାଭିଡ

ନୂଆଦିଲ୍ଲୀ,୨୭ା୮(ପି.ଟି.)-ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ) ଅଭିଯୋଗରେ ଭାରତର ପୂର୍ବତନ ଅଧିନାୟକ ରାହୁଲ ଡ୍ରାଭିଡ ସେପ୍ଟେମ୍ବର ୨୬ରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)...

କ୍ୟାଟ୍ରିନା କୈଫଙ୍କ ହୃଦୟରେ ଅଛନ୍ତି ଏହି କ୍ରିକେଟର୍‌

ବଲିଉଡ୍‌ ଏବଂ କ୍ରିକେଟ ମଧ୍ୟରେ ସମ୍ପର୍କ ବହୁ ପୁରୁଣା। ଅନେକ ସମୟରେ ବଲିଉଡ ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ପ୍ରେମ ସମ୍ପର୍କ ଗଣମାଧ୍ୟମରେ ବେଶ୍‌ ଚର୍ଚ୍ଚା ହୋଇଥାଏ।...

୧୧ ବର୍ଷ ପରେ ପିବିକେଏସ୍‌କୁ ଫେରିଲେ ହରପ୍ରୀତ ସିଂ ଭାଟିଆ

ନୂଆଦିଲ୍ଲୀ,୧୬।୪: ଆଇପିଏଲର ୧୬ ତମ ସିଜିନର ୨୧ ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯାଇଛି।...

ସାଙ୍ଗଓ୍ବାନଙ୍କ ଉପରୁ ବାସନ୍ଦ ଉଠିଲା

ନୂଆଦିଲ୍ଲୀ, ୩ା୩ (ପି.ଟି.)-ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା)ର ଅପିଲ ପ୍ୟାନେଲ ପୂର୍ବତନ ଏସିଆନ ରୌପ୍ୟ ପଦକ ବିଜୟୀ ବକ୍ସର ସୁମିତ ସାଙ୍ଗଓ୍ବାନ (୯୧କେଜି)ଙ୍କ ଉପରୁ...

ନ୍ୟୁଜିଲାଣ୍ଡ ଗସ୍ତରେ ଭାରତର ପ୍ରଥମ ପରାଜୟ

ହାମିଲଟନ, ୫।୨(ପି.ଟି.): ଟି୨୦ ସିରିଜ୍‌ରେ ୫-୦ରେ ବିଜୟୀ ହୋଇ କ୍ଲିନ୍‌ ସୁଇପ୍‌ କରିଥିବା ବିରାଟ କୋହଲିଙ୍କ ନେତୃତ୍ୱାଧିନ ଭାରତ ଦିନିକିଆ ସିରିଜରେ କିନ୍ତୁ ପରାଜୟରୁ ଅଭିଯାନ...

ଆଇପିଏଲ-୨୦୨୩ର ୬୦ତମ ମ୍ୟାଚ: ଆରଆର-ଆରସିବି ଲଢ଼େଇ…

ଜୟପୁର,୧୪।୫ : ଆଇପିଏଲ ୨୦୨୩ର ୬୦ତମ ମ୍ୟାଚ ରେ ରାଜସ୍ଥାନ ରୟାଲ୍ସ(ଆରଆର) ରବିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)କୁ ଭେଟିବ। ଏହି ମ୍ୟାଚ ଜୟପୁରର ସାୱାଇ ମାନସିଂହ...

ଫେଡ୍‌କପ୍‌ ନାମ ବଦଳିଲା

ଲଣ୍ଡନ, ୧୮ା୯ (ଏପି)-ଫେଡ୍‌ କପ୍‌ ନାମ ବଦଳିଛି। ମହାନ ମହିଳା ଟେନିସ ଖେଳାଳି ବିଲି ଜିନ୍‌ କିଙ୍ଗ୍‌ଙ୍କ ନାମରେ ଏହା ନାମିତ କରାଯାଇଛି, ଯିଏକି ମହିଳାଙ୍କ...

ମ୍ୟାକ୍ସଓ୍ବେଲଙ୍କୁ ଆରସିବିରେ ସାମିଲ କରିବାକୁ ଯୋଜନା କରିଥିଲେ କୋହଲି

ଚେନ୍ନାଇ, ୧୪ା୪- ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଧିନାୟକ ବିରାଟ କୋହଲି ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲଙ୍କୁ ଦଳରେ ସାମିଲ ହେବାକୁ ପ୍ରସ୍ତାବ ଦେଇଥିଲେ। ଗତ ବର୍ଷ...

Advertisement
Archives

Model This Week