Posted inଖେଳ

ସେହ୍ବାଗଙ୍କ କେଶଠାରୁ ମୋ ପାଖରେ ଅଧିକ ଟଙ୍କା ଅଛି

ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଏବଂ ଭାରତୀୟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ସୀମା ଟପିଛି। ସୋଏବ ବ୍ୟବସାୟ ପାଇଁ ଭାରତୀୟ ଦଳକୁ ସମର୍ଥନ କରୁଛନ୍ତି ବୋଲି ସେହ୍ବାଗ କହିବାର ଗୋଟିଏ ଦିନ ପରେ ପ୍ରତିକ୍ରିୟା ଦେଇଛନ୍ତି ରାଉଲପିଣ୍ଡି ଏକ୍ସପ୍ରେସ୍‌। ସେହ୍ବାଗଙ୍କ କେଶଠାରୁ ଅଧିକ ଟଙ୍କା ମୋ ପାଖରେ ଅଛି ବୋଲି ସେ କହିଛନ୍ତି। ସେହ୍ବାଗଙ୍କୁ ବୁଝିବା ଦରକାର ଯେ, ମୁଁ ୪ଟି ଖବର ଲେଖି ପ୍ରସିଦ୍ଧି ଅର୍ଜନ କରିନାହିଁ। ୧୫ ବର୍ଷ ଧରି କ୍ରିକେଟ ଖେଳି ଇଜ୍ଜତ କମାଇଛି। ମୁଁ ଖୁସି ଯେ, ଆଜିକାଲି ମୋ କଥା ପ୍ରାଥମିକତା ଦିଆଯାଉଛି। ଯିଏ ମୋ କଥା ନ ବୁଝି ଟଙ୍କା ପାଇଁ ଭାରତୀୟ ଦଳକୁ ସମର୍ଥନ କରୁଛି ବୋଲି କହୁଛନ୍ତି ତେବେ କ’ଣ ଭାରତ ବିଶ୍ୱର ନମ୍ବର ୧ ଟିମ୍‌ ନୁହେଁ, ବିରାଟ କୋହଲି ନମ୍ବର ୧ ବ୍ୟାଟ୍ସମ୍ୟାନ୍‌ ନୁହଁନ୍ତି। ସେମାନଙ୍କୁ ପ୍ରଶଂସା କରିବା କ’ଣ ମୋର ଭୁଲ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ସେହ୍ବାଗ କହିଥିଲେ, ସୋଏବ ଭାରତର ଭଲ ବନ୍ଧୁ ହୋଇଯାଇଛନ୍ତି। କାରଣ ଭାରତରୁ ଭଲ ବ୍ୟବସାୟ ଚାହୁଁଛନ୍ତି ସେଥିପାଇଁ ସେ ଭାରତୀୟ ଦଳକୁ ସମର୍ଥନ କରୁଛନ୍ତି। ନିଜ ୟୁଟ୍ୟୁବ୍‌ ଚ୍ୟାନେଲର ଲୋକପ୍ରିୟତା ବଢାଇବା ପାଇଁ ପାକିସ୍ତାନ କ୍ରିକେଟ ଅପେକ୍ଷା ଭାରତୀୟ ଦଳକୁ ଅଧିକ ସମର୍ଥନ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri