ସେୟାର ବଜାରରେ ମୋଦି ଲହର୍‌ ଜାରି: ସେନସେକ୍ସ ୪୦ ହଜାର ଟପିଲା

ନୂଆଦିଲ୍ଲୀ, ୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ଟିମ୍‌ ଶପଥ ନେବାର ଦିନକ ପରେ ଭାରତୀୟ ଷ୍ଟକ୍‌ ବଜାରରେ ଖୁସିର ଲହରୀ ଖେଳିଯାଇଛି। ଶୁକ୍ରବାର ସକାଳୁ ଷ୍ଟକବଜାର ଖୋଲା ହେବା ମାତ୍ରେ ସେନସେକ୍ସ ୪୦ ହଜାର ଟପିଛି। ସେହିପରି ନିଫ୍ଟି ୧୨ ହଜାରରୁ ଅଧିକ ଅଙ୍କରେ କାରବାର କରୁଛି। କାରବାର ଆରମ୍ଭବେଳେ ସେନସେକ୍ସ ୨୫୪ ଅଙ୍କ ଏବଂ ନିଫ୍ଟି ୭୮ ପଏଣ୍ଟ ବୃଦ୍ଧି ପାଇଛି। ନିର୍ବାଚନ ଫଳାଫଳ ଆସିବା ପରେ ଦ୍ୱିତୀୟ ଥର ପାଇଁ ସେନସେକ୍ସ ୪୦ ହଜାର ଟପିଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri