ସୈଫ୍‌ଙ୍କ ପିଠିରେ ଶୋଇ ମଜା ଉଠାଉଛନ୍ତି ପୁଅ ତୈମୁର, ଫଟୋ ଶେୟାର କଲେ କରୀନା

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ସମୟରେ ବଲିଉଡ୍‌ ଷ୍ଟାର୍‌ମାନେ ସାଧାରଣ ଲୋକଙ୍କ ପରି ନିଜ ଘରେ ରହିବାକୁ ବାଧ୍ୟ ହେଉଛନ୍ତି। ଅଭିନେତ୍ରୀ କରୀନା କପୁର ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ସେ ଏହି ସମୟରେ ଫ୍ୟାନ୍‌ମାନଙ୍କ ସହ ସୋସିଆଲ ମିଡିଆରେ ଜଡ଼ିତ ରହୁଛନ୍ତି। ନିଜ ଫଟୋ ସହ ପରିବାର ଫଟୋ ମଧ୍ୟ ପୋଷ୍ଟ କରୁଛନ୍ତି। ନିକଟରେ ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ପୁଅ ତୈମୁର ଏବଂ ସ୍ବାମୀ ସୈଫ୍‌ ଅଲ୍ଲୀ ଖାଁଙ୍କ ଏକ ସୁନ୍ଦର ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ସୈଫ୍‌ଙ୍କ ପିଠିରେ ତୈମୁର ଶୋଇ ଖୁବ୍‌ ମଜା କରୁଥିବାର ନଜର ଆସିଛନ୍ତି। ସୈଫ୍‌ ଭୂମିରେ ପେଟେଇ ଶୋଇଥିବା ବେଳେ ତୈମୁର ତାଙ୍କ ପିଠିରେ ଉପରକୁ ଚାହିଁ ଶୋଇଛନ୍ତି। ଏହି ଫଟୋ ଶେୟାର କରି କରୀନା ଏକ କ୍ୟାପଶନ ମଧ୍ୟ ଲେଖିଛନ୍ତି। ଫ୍ୟାନ୍‌ମାନେ ଏହି ଫଟୋକୁ ବେଶ୍‌ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…

ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର…

୧୬ ବର୍ଷ ପ୍ରତୀକ୍ଷାର ଅନ୍ତ: ଏସିଆନ୍ ଗେମ୍ସରେ ହିମାଚଳର ଝିଅ ସୀମା ରଚିଲେ ଇତିହାସ, ଭାରତ ପାଇଁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୪।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ଆଥଲେଟ୍ ସୀମା କୁମାରୀ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। ମହିଳା ୧୦,୦୦୦ ମିଟର ରେସ୍ ଇଭେଣ୍ଟରେ ସୀମା ୩୨:୪୧.୫୪…

ରାହୁଲଙ୍କୁ ଭାଜପାର କଡ଼ା ପ୍ରଶ୍ନ

ନୂଆଦିଲ୍ଲୀ,୨୪।୯: ରାହୁଲ ଗାନ୍ଧୀଙ୍କ ଅଭିଯୋଗର ଜବାବରେ ଭାଜପା ପ୍ରତିକ୍ରିୟା ରଖିଛି। ଭାଜପା ମୁଖପାତ୍ର ତଥା ରାଜ୍ୟ ସଭା ଏମପି ସୁଧାଂଶୁ ତ୍ରିବେଦୀ କହିଛନ୍ତି ଯେ ଏହି ଦାବି…

ନିର୍ବାଚନ ଆୟୋଗ (EC) ବିବାଦକୁ ନେଇ ବଢୁଛି ଜ୍ଞାନେଶ କୁମାରଙ୍କ ଅଡୁଆ, ମହାଭିଯୋଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ବିରୋଧୀ

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗ ଏବଂ SIR (ସିଷ୍ଟମାଟିକ ଇନଫର୍ମେସନ ରିଟ୍ରାଇଭାଲ) ପ୍ରକ୍ରିୟା ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ବର୍ତ୍ତମାନ…

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ଲଘୁଚାପ ବର୍ଷା

ଛତ୍ରପୁର,୨୪।୯(ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଖରିଫ ଋତୁ ଫସଲ ପରେ ନୂଆ ଫସଲ ଚାଷ କରିବା ପାଇଁ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?