Posted inଖେଳ

ସୋଏବ ଅଖତର ଶେୟାର କଲେ ଦ୍ୱିତୀୟ ପୁଅର ଫଟୋ, ଏମିତି କହିଲେ ହରଭଜନ ସିଂ

ଭାରତ ଏବଂ ପାକିସ୍ତାନ ଖେଳାଳିମାନେ କେବଳ ପଡିଆରେ ନୁହେଁ, ପଡିଆ ବାହାରେ ମଧ୍ୟରେ ପରସ୍ପର ଟିପ୍ପଣୀ ଦେବା ଦେଖାଯାଏ। ଏହା ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି। ପାକିସ୍ତାନ ପୂର୍ବତନ ପେସ୍‌ ବୋଲର ସୋଏବ୍‌ ଅଖତର ଦ୍ୱିତୀୟଥର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ପୁଅ ସହ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ମଜାଳିଆ କମେଣ୍ଟ କରିଛନ୍ତି ଭାରତୀୟ ସ୍ପିନର୍‌ ହରଭଜନ ସିଂ। ସେ ‘ସୋଏବଙ୍କ ପୁଅ ଆଶୀର୍ବା ଦେଇ କହିଥିଲେ ୧୦୦ ସ୍ପିଡ୍‌ ହୋଇନାହିଁ ଭାଇ…’। ଭଜ୍ଜିଙ୍କ ଏହି କମେଣ୍ଟ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଛି। ଏଭହି କମେଣ୍ଟକୁ ୧୫ ହଜାରୁ ଊର୍ଦ୍ଧ୍ୱ ଲାଇକ ଏବଂ ୫୨୬ ରିଟୁଇଟ୍‌ ହୋଇସାରିଲାଣି। ସୂଚନାଯୋଗ୍ୟ, ୨୦୧୪ରେ ସୋଏବ ବିବାହ କରିଥିଲେ। ନଭେମ୍ବର ୭ରେ ତାଙ୍କୁ ପ୍ରଥମ ପୁତ୍ର ସନ୍ତାନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟେଷ୍ଟ ସିରିଜ: ପାକିସ୍ତାନ ବିପକ୍ଷରେ ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ଖ୍ରୀଷ୍ଟଚର୍ଚ୍ଚ, ୭।୧(ଏପି): ଯୁବ ଦ୍ରୁତ ବୋଲର କାଇଲ ଜେମିସନଙ୍କ ଅସାଧାରଣ ପ୍ରଦର୍ଶନ ବଳରେ ନ୍ୟୁଜିଲାଣ୍ଡ ସ୍ଥାନୀୟ ହାଗଲି ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ...

ମେରୀ କମ୍‌ ନିରୀକ୍ଷଣ କମିଟି ମୁଖ୍ୟ

ନୂଆଦିଲ୍ଲୀ,୨୪ା୧:ଭାରତୀୟ ବକ୍ସିଂ କିମ୍ବଦନ୍ତୀ ଏମ୍‌ସି ମେରୀ କମ୍‌ଙ୍କୁ ୫ ଜଣିଆ ନିରୀକ୍ଷଣ କମିଟିର ମୁଖ୍ୟ ଭାବେ ନିଯୁକ୍ତ କରିଛି କ୍ରୀଡ଼ା ମନ୍ତ୍ରଣାଳୟ। ଭାରତୀୟ କୁସ୍ତିଯୋଦ୍ଧା ସଂଘ...

‘ଇଣ୍ଡିଆନ୍‌ ମହାରାଜ’ର ନେତୃତ୍ୱ ନେବେ ସେହ୍ବାଗ

ମସ୍କାଟ,୧୯।୧: ପୂର୍ବତନ ବିସ୍ଫୋରକ ଓପନର୍‌ ବିରେନ୍ଦ୍ର ସେହ୍ବାଗ ଗୁରୁବାରଠାରୁ କିମ୍ବଦନ୍ତୀ ଲିଗ୍‌ କ୍ରିକେଟ (ଏଲ୍‌ଏଲ୍‌ସିି) ଟି-୨୦ ଟୁର୍ନାମେଣ୍ଟରେ ପୂର୍ବତନ ଭାରତୀୟ କ୍ରିକେଟରଙ୍କ ଟିମ୍‌ ‘ଇଣ୍ଡିଆନ ମହାରାଜ’ର...

ଡେବ୍ୟୁ ମ୍ୟାଚ୍‌ରେ କମାଲ୍‌ କଲେ ଶ୍ରେୟସ

କାନପୁର,୨୫।୧୧: ଆଜିଠାରୁ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍‌ରେ...

ଅମ୍‌ଲାଙ୍କ ସନ୍ନ୍ୟାସ

ଜୋହାନ୍ସବର୍ଗ,୯।୮- ଦକ୍ଷିଣ ଆଫ୍ରିକା ଦଳର ଓପନିଂ ବ୍ୟାଟ୍ସମ୍ୟାନ ହାସିମ ଅମ୍‌ଲା ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଗୁରୁବାର ଅବସର ଘୋଷଣା କରିଛନ୍ତି। ଏଥିସହ ତାଙ୍କ ୧୫...

ଏହି କାରଣରୁ ଜଣେ ଯୁବତୀଙ୍କୁ ଦୁଇଥର ବିବାହ କରିଥିଲେ ରବିନ୍‌ ଉଥପ୍ପା: ବିବାହ ପାଇଁ ପରିବାର ସହ ଲଢ଼ିଥିଲେ..

ନୂଆଦିଲ୍ଲୀ,୧୦।୯: ଗତ ୫ ବର୍ଷ ଧରି ଅନ୍ତରାଷ୍ଟ୍ରୀୟ କ୍ରିକେଟ ଖେଳି ନାହାନ୍ତି ରବିନ ଉଥପ୍ପା। ହେଲେ ସେ ଘରୋଇ କ୍ରିକେଟରେ ସକ୍ରିୟ ଅଛନ୍ତି। ଇଣ୍ଡିଆନ୍‌ ପ୍ରିମିୟର...

‘କର ବା ମର’ ମ୍ୟାଚ୍‌ରେ ଟସ୍‌ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ

ଆବୁଧାବି,୮।୧୧: ଆଇପିଏଲ ୨୦୨୦ର ଦିତୀୟ କ୍ୱାଲିଫାୟାରରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ସନ୍ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଆବୁଧାବିର ଶେଖ ଜୟେଦ ଷ୍ଟାଡିୟମରେ ଖେଳାଯାଉଛି। ଏହି କର ବା...

ବିଶ୍ୱରେକର୍ଡ ଭାଙ୍ଗିଦେଲେ ଏହି ଭାରତୀୟ କ୍ରିକେଟର୍‌

ମେଲବୋର୍ନ,୨୯।୧୨: ମେଲବୋର୍ନ ଟେଷ୍ଟରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ବୋଲରଙ୍କ ପ୍ରଦର୍ଶନ ଅତ୍ୟନ୍ତ ଭଲ ଥିଲା। ଭାରତୀୟ ବୋଲିଂ ଲାଇନଅପର ସମସ୍ତ ବୋଲର ନିଜର ଶ୍ରେଷ୍ଠ ପ୍ରଦର୍ଶନ...

Advertisement
Archives

Model This Week