ସୋନପୁର ଛୁଇଁଲା କରୋନା: ରାଜ୍ୟରେ ମୋଟ ୨୯ ଜିଲାକୁ ବ୍ୟାପିଲାଣି

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ସାରା ଦେଶରେ କାୟା ବିସ୍ତାର କରିଚାଲିଛି କରୋନା ଭାଇରସ। ଏହା ଗୋଟିଏ ପରେ ଗୋଟିଏ ଜିଲାକୁ ଡେଇଁବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୭୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ପ୍ରଥମ ଥର ପାଇଁ ସୋନପୁର ଜିଲାକୁ ଛୁଇଁଛି କରୋନା। ରାଜ୍ୟରେ କେବଳ ଗୋଟିଏ ଜିଲା ରାୟଗଡ଼ାକୁ ବାଦ୍‌ ଦେଲେ ଅନ୍ୟ ୨୯ଟି ଜିଲାକୁ ଛୁଇଁସାରିଛି କରୋନା। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବ୍ରାଉନସୁଗାର ବ୍ୟବସାୟୀ ଜେଲ୍‌ ଗଲେ: ୫ ଲକ୍ଷର ବ୍ରାଉନସୁଗାର, ୫ ମୋବାଇଲ ଓ କାର ଜବତ

ଭୁବନେଶ୍ୱର,(ବ୍ୟୁରୋ)/ପାତ୍ରପଡ଼ା, ୨୧।୧୧(ଡି.ଏନ୍‌.ଏ.): ଖଣ୍ଡଗିରି ଥାନା ପୋଲିସ ଓ କ୍ୟୁଏଟି ମିଳିତ ଭାବେ ଚଢ଼ାଉ କରି ୩ଜଣ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ନୟାପଲ୍ଲୀ...

ସାଢ଼େ ୪ଟାରେ ମୁଖ୍ୟ ସଚିବଙ୍କ ପ୍ରେସମିଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନା ମୁକାବିଲା ପାଇଁ ସରକାର ରାଜ୍ୟ୧୪ଦିନିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ହେଲେ ବି ପରିସ୍ଥିତିରେ ସଙ୍ଗୀନ...

କୋଭିଡ-୧୯ରେ କରୋନା ଯୋଦ୍ଧାଙ୍କ ମୃତ୍ୟୁ: ବାତ୍ୟା‘ନିଭାର’ ପାଇଁ ହୋଇପାରିଲାନି ଚିକିତ୍ସା

ଭୋପାଳ,୨୬।: ଦେଶରେ କରୋନା ସଂକ୍ରମଣ ପୁଣି ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଉଛି। କରୋନା ମୁକାବିଲା ପାଇଁ...

ଏନ୍‌ସେଫାଲାଇଟିସ୍‌ ଜିଲା ଟାସ୍କଫୋର୍ସ ବୈଠକ:୧୧ ନଭେମ୍ବରରୁ ଟିକାକରଣ

ଅନୁଗୋଳ ଅଫିସ, ୧୯ା୧୦ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଟିକାକରଣ ଅଭିଯାନର ଜିଲା ଟାସ୍କ ଫୋର୍ସ ବୈଠକ ଶୁକ୍ରବାର ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରଶିକ୍ଷଣ ଗୃହରେ ଅନୁଷ୍ଠିତ...

ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ

ଭୁବନେଶ୍ୱର, ୧୫ା୨(ବ୍ୟୁରୋ): ‘ଆମ ହସ୍ପିଟାଲ’ ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରୀକରଣ କରାଯିବ। ଏଥିପାଇଁ ୭୫୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ବିଗତ...

ଆଜି ସୂର୍ଯ୍ୟକିରଣ ଏୟାର ଶୋ

ଭୁବନେଶ୍ୱର(ବ୍ୟୁରୋ)/ବାରଙ୍ଗ,୧୫।୯ (ଡି.ଏନ୍‌.ଏ.): ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଭୁବନେଶ୍ୱର ଜରିପାଟଣାସ୍ଥିତ ବାଲିଯାତ୍ରା ପଡ଼ିଆର କୁଆଖାଇ ନଦୀପଠାରେ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’...

ରକ୍ତଭଣ୍ଡାରରେ ରକ୍ତର ଅଭାବ: ଭରଣା ଉଦ୍ଦେଶ୍ୟରେ ରକ୍ତଦାନ କାର୍ଯ୍ୟକ୍ରମ

ରକ୍ତଭଣ୍ଡାରରେ ରକ୍ତର ଅଭାବ: ଭରଣା ଉଦ୍ଦେଶ୍ୟରେ ରକ୍ତଦାନ କାର୍ଯ୍ୟକ୍ରମ ପାଟଣା,୧୫ା୪(ସ୍ବ.ପ୍ର.): କରୋନା ସଂକ୍ରମଣ ପାଇଁ ଏବେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ କେନ୍ଦୁଝର ଜିଲା ରକ୍ତଭଣ୍ଡାରରେ...

ମାର୍ଚ୍ଚରେ କଲବଲ କରିବ ତାତି

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ଉପରମୁହଁା ହୋଇଛି। ଦେହମୁଣ୍ଡ ପୋଡ଼ି ଜାଳି ପକାଉଛି। ଆସନ୍ତା ୨୮ ତାରିଖ ଯାଏ ପାଗରେ...

Advertisement
Archives

Model This Week