Posted inUncategorized

ସୋନଭଦ୍ରା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଯୋଗୀ

ସୋନଭଦ୍ରା,୨୧।୭: ଜମି ବିବାଦକୁ ନେଇ ଉତ୍ତର ପ୍ରଦେଶର ସୋନଭଦ୍ରାରେ ୧୦ ଜଣଙ୍କୁ ଗୁଳିକରି ହତ୍ୟା କରାଯିବା ପରେ ରାଜନୀତି ହୋଇଛି ଉଷ୍ମ। ଏହି ଘଟଣାକୁ ନେଇ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ସୋନଭଦ୍ରା ଗସ୍ତ କରିଥିଲେ। ସେଠାରେ ସେ ପୀଡିତ ପରିବାରଙ୍କୁ ଭେଟିବା ସହ ମୃତବ୍ୟକ୍ତିଙ୍କ ପରିବାରକୁ ୧୮.୫ ଲକ୍ଷ ଟଙ୍କା ଓ ଆହତ ବ୍ୟକ୍ତିଙ୍କ ପରିବାରକୁ ୨.୫ ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ଦିଆଯିବ ବୋଲି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡରୁ ଏହା ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

ଜବତ ଚାଉଳର ତଦନ୍ତ ଦାବି: ବ୍ଲକ କାର୍ଯ୍ୟାଳୟ ଘେରିଲା ଭାଜପା

ତିହିଡି,୭।୧(ଡି.ଏନ.ଏ.):ଭଦ୍ରକ ଜିଲା ତିହିଡି ବଜାରସ୍ଥିତ ଏକ ବ୍ୟକ୍ତିଗତ ଘର ସାମ୍ନାରୁ ଶନିବାର ସରକାରୀ ଚାଉଳ ଜବତ ହୋଇଥିଲା। ୨ଟି ଟ୍ରକରେ ବୋଝେଇ ହୋଇ ଚାଉଳ ରହିଥିବାବେଳେ...

ଶ୍ରୀୟଙ୍କାଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୩୦।୭(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ତାରକା ଶୁଟର ଶ୍ରୀୟଙ୍କା ଷଡ଼ଙ୍ଗୀ କ୍ୟାରିୟରରେ ଆଉ ଏକ ସଫଳତାଲାଭ କରିଛନ୍ତି। ନୂଆଦିଲ୍ଲୀରେ ଅନୁଷ୍ଠିତ ୧୨ତମ ସର୍ଦ୍ଦାର ସାଜନ ସିଂ...

ସୁପ୍ରିମକୋର୍ଟରେ ପହଞ୍ଚିଲା ବର୍ଷା-ଅନୁଭବ ବିବାଦ

କଟକ ଅଫିସ, ୨୦।୯: ଏମ୍‌ପି ତଥା ଓଲିଉଡ୍‌ ଅଭିନେତା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀଙ୍କ ବିବାଦ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଦିଲ୍ଲୀ ପଟିଆଲା...

ବର୍ତ୍ତମାନ ଅବସର ନେଉଥିଲେ ପେନ୍‌ସନରେ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୮।୭: କରୋନା ମହାମାରୀ ସମୟରେ ଅବସର ନେଉଥିବା ସରକାରୀ କର୍ମଚାରୀଙ୍କୁ ଆଶ୍ୱସ୍ତି। ବର୍ତ୍ତମାନ ସମୟରେ ଯେଉଁମାନେ ସରକାରୀ କର୍ମଚାରୀ ଅବସର ନେବେ ସେମାନଙ୍କୁ ପ୍ରୋଭିଜନାଲ ପେନ୍‌ସନ...

ଆଜି ରାଜ୍ୟରେ ୭୪୯ ପଜିଟିଭ୍‌ ଚିହ୍ନଟ: ବୌଦ୍ଧରେ ଶୂନ, ବାକି ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ସୋମବାର  ରାଜ୍ୟର ୨୯ ଜିଲାରୁ ୭୪୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୯,୪୦୮ରେ ପହଞ୍ଚିଥିବା ରାଜ୍ୟ...

କଳାକାରଙ୍କ ଉପରେ କରୋନା ଚଡ଼କ: ସବୁ ଉପାର୍ଜନବାଟ ବନ୍ଦ

ଭୁବନେଶ୍ୱର, ୧୭ା୪(ବ୍ୟୁରୋ): କଳାକାରଙ୍କ ଉପରେ କରୋନା ଚଡ଼କ। ଲକ୍‌ଡାଉନ୍‌ ପାଇଁ ଉପାର୍ଜନର ସବୁ ବାଟ ବନ୍ଦ ହୋଇଯାଇଥିବାରୁ ରାଜ୍ୟର ହଜାର ହଜାର କଳାକାର ଏବେ ନାନା...

ପ୍ରଦର୍ଶନକାରୀଙ୍କୁ ରୋକିବା ପାଇଁ ଡିସିପି ଗାଇଲେ ଜାତୀୟସଙ୍ଗୀତ

ବେଙ୍ଗାଲୁରୁ,୨୦।୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଜାରି ରହିଛି। କର୍ନାଟକର ମାଙ୍ଗାଲୁରୁ ଓ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ...


Coronavirus Update

Archives

Model This Week

Why Dharitri