Posted inଜାତୀୟ

ସୋନଭଦ୍ରା ହତ୍ୟାକାଣ୍ଡକୁ ନେଇ କଂଗ୍ରେସ ଏମ୍‌ପିଙ୍କ ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୨୨।୭: ଉତ୍ତରପ୍ରଦେଶର ସୋନଭଦ୍ରାରେ ହୋଇଥିବା ଗୁଳିକାଣ୍ଡ ଘଟଣାକୁ ନେଇ କଂଗ୍ରେସ ଏମ୍‌ପିମାନେ ସୋମବାର ସଂସଦ ଭବନ ପରିସରରେ ବିରୋଧ ପ୍ରଦର୍ଶନ କରିଛନ୍ତି। ସୂଚନାଯୋଗ୍ୟ, ଜମି ବିବାଦକୁ ନେଇ ସୋନଭଦ୍ରାରେ ୧୦ ଜଣଙ୍କୁ ଗୁଳିକରି ହତ୍ୟା କରାଯିବା ପରେ ଏବେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ନିକଟରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପୀଡିତ ପରିବାରଙ୍କୁ ଭେଟିବାକୁ ଯାଇଥିଲେ ମଧ୍ୟ ସେଠାକୁ ତାଙ୍କୁ ଛାଡି ଦିଆଯାଇ ନ ଥିଲା। ଅନ୍ୟପଟେ ରବିବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋନଭଦ୍ର ଗସ୍ତ କରି ପୀଡିତ ପରିବାରଙ୍କୁ ଭେଟିବା ସହ କ୍ଷତି ପୂରଣ ଘୋଷଣା କରିଥିଲେ। ଆଉ ଏହାର ଦିନକ ପରେ ଏବେ କଂଗ୍ରେସ ପକ୍ଷରୁ ସୋନଭଦ୍ର ଗୁଳିକାଣ୍ଡ ଘଟଣାକୁ ନେଇ ବିରୋଧ ପ୍ରଦର୍ଶନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଲୁ ନାହିଁ, ବେଲେଇ ହଉଛନ୍ତି: ବିଜୁବାବୁଙ୍କ ମଥାରେ କଳଙ୍କର ଟିକା ଲଗାଇଥିବା ପରିବାର ଏବେ…

ଭୁବନେଶ୍ୱର,୧୮ା୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ନେଇ କିଛିଦିନ ହେବ ରାଜ୍ୟ ରାଜନୀତିରେ ଅନେକ ବିତର୍କ ଚାଲିଛି। କିଏ ବିଜୁଙ୍କୁ ସିଆଇଏ ଏଜେଣ୍ଟ କହିଲାଣି ତ, ଆଉ…

ସକାଳୁ ସକାଳୁ ଭାରତକୁ ଖସିଖବର ଦେଲେ ଟ୍ରମ୍ପ, କଲେ ବଡ଼ ଘୋଷଣା, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୮।୪: ଭାରତକୁ ରୁଷୀୟ ତୈଳ ଉପରେ ଏକ ଭଲ ଖବର ମିଳିଛି। ପଶ୍ଚିମ ଏସୀୟ ବିବାଦ ଏବଂ ଇନ୍ଧନ ସଙ୍କଟ ମଧ୍ୟରେ, ଆମେରିକା ଏକ ବଡ଼ ୟୁ-ଟର୍ନ…

ଓଡ଼ିଶା ପାଇଁ ଗର୍ବ: ଓଡ଼ିଆ ସିନେମା ‘ବୋଉ ବୁଟୁ ଭୂତ’କୁ ଜାତୀୟ ଚଳଚ୍ଚିତ୍ର ସମ୍ମାନ

ଭୁବନେଶ୍ୱର,୧୮ା୪(ବନ୍ଦନା ସେଠୀ):ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗର୍ବ ଆଣି ଦେଇଛି ଓଡ଼ିଆ ଚଳଚ୍ଚିତ୍ର ‘ବୋଉ ବୁଟୁ ଭୂତ’। ମୁମ୍ବାଇରେ ଆୟୋଜିତ ଇନ୍‌କା (ଆଇଏନ୍‌ସିଏ) ଆୱାଡର୍‌ସ ଉତ୍ସବରେ ଏହାକୁ…

ମୋଦିଙ୍କୁ ‘ଯାଦୁକର’ କହିଲେ ରାହୁଲ: ରାଜନୀତିରେ ହଇଚଇ

ନୂଆଦିଲ୍ଲୀ,୧୮ା୪: ଯାଦୁକରଙ୍କ ଟ୍ରିକ୍‌ (କୌଶଳ) ଆଉ ପୂର୍ବଭଳି କାମ କରୁନାହିଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି। ଲୋକ…

ବେଆଇନ ଚାଲାଣବେଳେ ମହୁଲ ବୋଝେଇ ପିକ୍‌ଅପ୍‌ ଜବତ: ଚାଳକ ଅଟକ

ଦେବଗଡ,୧୮ା୪(ଶଶାଙ୍କ ଶେଖର ଝାଙ୍କର): ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ ବେଆଇନ ମହୁଲ ଚାଲାଣବେଳେ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଜବତ କରାଯିବା ସହ ଚାଳକଙ୍କୁ ଅଟକ ରଖାଯାଇଛି…

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri