ସୋନାକ୍ଷୀଙ୍କୁ ପସନ୍ଦ ନୁହେଁ ବଲିଉଡ୍‌ ନାୟକ!

ମୁମ୍ବାଇ: ବଲିଉଡ୍‌ ନାୟକ ନାୟିକାଙ୍କ ପ୍ରେମ ସମ୍ପର୍କକୁ ନେଇ ସାଧାରଣ ଲୋକଙ୍କ ମନରେ ଯେଉଁ ଧାରଣା ରହିଛି ତା’ଠାରୁ ନାୟିକା ସୋନକ୍ଷୀ ସିହ୍ନା ଟିକେ ଭିନ୍ନ। କୁହାଯାଏ ବଲିଉଡ୍‌ ନାୟକ ନାୟିକାଙ୍କ ମଧ୍ୟରେ ଗଢିଉଠିଥାଏ ପ୍ରେମ ସମ୍ପର୍କ। ହେଲେ ସୋନାକ୍ଷୀ ନିକଟରେ ଏକ ସାକ୍ଷାତ୍‌କାରରେ ଏମିତି କଥା କହିଛନ୍ତି ଯାହା ସମସ୍ତଙ୍କ ମୁଣ୍ଡ ବିଗାଡି ଦେଇଛି। ସବୁ ଅବିବାହିତ ନାୟକ ନାୟିକାଙ୍କ ପ୍ରେମ କାହାଣୀ ଓ ବିବାହକୁ ନେଇ ପ୍ରଶ୍ନ ଆସୁଥିବା ବେଳେ ସୋନାକ୍ଷୀ ମଧ୍ୟ ଏମିତି ପ୍ରଶ୍ନକୁ ସାମ୍ନା କରିଛନ୍ତି। ତାଙ୍କ ବିବାହକୁ ନେଇ ପ୍ରଶ୍ନ କରିବାରୁ ସେ କହିଛନ୍ତି ମୁଁ ତ ଆଜି ପର୍ଯ୍ୟନ୍ତ କାହାକୁ ପସନ୍ଦ କରିନାହିଁ। ଅନ୍ୟପଟେ ମୋ ମାତାପିତା ଚାହାଁନ୍ତି ଜଣେ ସରଳ ଓ ଭଦ୍ର ପିଲା ମୋତେ ବିବାହ କରନ୍ତୁ। ହେଲେ ସେମିତି ପିଲା ହୁଏତ ବଲିଉଡ୍‌ରେ ମିଳିବା କଷ୍ଟ। ତେଣୁ ଯେବେ ସେମିତି ଯୁବକ ତାଙ୍କୁ ମିଳିଯିବେ ସେ ବିବାହ କରିବେ ବୋଲି କହିଛନ୍ତି। ତାଙ୍କ ପୁରୁଷ ବନ୍ଧୁଙ୍କ ବିଷୟରେ ପଚାରିବାରୁ ସେ କହିଛନ୍ତି ଏପର୍ଯ୍ୟନ୍ତ ତ ସେମିତି ବନ୍ଧୁ ତାଙ୍କର ନାହାଁନ୍ତି। ଆଉ ଭବିଷ୍ୟତରେ ଯଦି ତାଙ୍କର କେହି ପୁରୁଷ ବନ୍ଧୁ ହୁଅନ୍ତି ତେବେ ସେ ତାଙ୍କୁ ସହଜରେ ଧୋକା ଦେଇ ପାରିବେନି। କାରଣ ଯଦି ତାଙ୍କୁ ପୁରୁଷ ବନ୍ଧୁ ଜଣଙ୍କ ଧୋକା ଦେବେ ତେବେ ସେ ତା’ପୂର୍ବ ଦିନର ସୂର୍ଯ୍ୟୋଦୟ ଦେଖିପାରିବେନି। ସୋନାକ୍ଷୀଙ୍କ ଏମିତି ମଜାଳିଆ କଥା ଏବେ ତାଙ୍କ ପ୍ରଶଂସକଙ୍କୁ ଚର୍ଚ୍ଚାର ଖୋରାକ ଯୋଗାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୟାକ୍‌ଲିନ୍‌ଙ୍କ ସହ ଆଲବମ୍‌ରେ ନଜର ଆସିବେ ଆସିମ୍‌

ବମ୍ବେ: ଛୋଟ ପରଦାର ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ର ରନର୍ସ ଅପ୍‌ ହୋଇଥିଲେ ଜାମ୍ମୁ-କଶ୍ମୀର ମଡେଲ ଆସିମ ରିଆଜ। ପ୍ରତିଯୋଗୀ ଭାବେ ଦର୍ଶକଙ୍କୁ ଖୁବ୍‌ ମନୋରଞ୍ଜନ...

ଅନୁଷ୍କା ଶର୍ମାଙ୍କ ବେବି ବମ୍ପ୍‌ ସହ ବିରାଟ କୋହଲି

ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ...

ଦୀର୍ଘଦିନର ବ୍ୟବଧାନ ପରେ କାମକୁ ଫେରିଲେ ଐଶ୍ୱର୍ଯ୍ୟା

ଅଭିନେତ୍ରୀ ତଥା ନିର୍ଦ୍ଦେଶକ ଐଶ୍ୱର୍ଯ୍ୟା ରଜନୀକାନ୍ତ ତାଙ୍କ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ନିକଟରେ ସେ ଧନୁଷଙ୍କ ସହ ବିବାହ ବିଚ୍ଛେଦକୁ...

ସଲମାନଙ୍କ ଭାଇ ସୋହେଲଙ୍କ ଫିଲ୍ମି ଲଭ୍‌ଷ୍ଟୋରୀ: ଘରୁ ପଳାଇ ଯାଇ ଆର୍ଯ୍ୟ ସମାଜ ମନ୍ଦିରରେ..

ବମ୍ବେ: ବଲିଉଡ୍‌ ଅଭିନେତା ସୋହେଲ ଖାନ୍‌ ଏବଂ ତାଙ୍କ ସ୍ତ୍ରୀ ସୀମାଙ୍କ ଲଭ୍‌ଷ୍ଟୋରୀ କୌଣସି ଫିଲ୍ମକାହାଣୀଠାରୁ କମ୍‌ ନୁହେଁ। ସୀମାଙ୍କ ପ୍ରକୃତ ନାମ ସୀମା ସଚଦେବ।...

ନ୍ୟୁୟର୍କରେ ଛୁଟି କାଟୁଛନ୍ତି ସାରା

ମୁମ୍ବାଇ: ବଲିଉଡ୍‌ର ପପୁଲାର୍‌ ଷ୍ଟାର୍‌-କିଡ୍‌ଙ୍କ ମଧ୍ୟରୁ ସାରା ଅଲୀ ଖାନ୍‌ ଅନ୍ୟତମ। କେବଳ ଷ୍ଟାର୍‌-କିଡ୍‌ ଭାବେ ନୁହେଁ, ଭଲ ବ୍ୟବହାର ସାଙ୍ଗକୁ ଦମଦାର୍‌ ଅଭିନୟ ଏବଂ...

ସୁପ୍ରିମ କୋର୍ଟଙ୍କ ବଡ଼ ନିଷ୍ପତ୍ତି: ସିବିଆଇ କରିବ ସୁଶାନ୍ତ ସିଂ ରାଜପୁତ ମାମଲାର ତଦନ୍ତ

ନୂଆଦିଲ୍ଲୀ, ୧୯।୮: ବହୁ ଚର୍ଚ୍ଚିତ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ହେବ। ବୁଧବାର ଏହି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଏହି...

ଆଲିଆଙ୍କୁ ଭିଡ଼ରୁ ବଞ୍ଚାଇଲେ ରଣବୀର

ମୁମ୍ବାଇ: ବଲିଉଡ୍‌ର ସବୁଠାରୁ ଚର୍ଚ୍ଚିତ ଯୋଡ଼ିଙ୍କ ମଧ୍ୟରେ ଆଲିଆ ଭଟ୍ଟ ଓ ରଣବୀର କପୁର ଅନ୍ୟତମ। ଦୀର୍ଘଦିନରୁ ବି’ଟାଉନରେ ତାଙ୍କ ବିବାହକୁ ନେଇ ଚର୍ଚ୍ଚା ଲାଗିରହିଛି।...

ଅମିଷାଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତ୍ରୀ ଅମିଶା ପଟେଲଙ୍କୁ ସୁପ୍ରିମକୋର୍ଟ ପକ୍ଷରୁ ବଡ଼ ଆଶ୍ୱସ୍ତି ମିଳିଛି। ନାୟିକାଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ କରାଯିବା ଉପରେ ସୁପ୍ରିମ କୋର୍ଟ...

Advertisement
Archives

Model This Week