Posted inଜାତୀୟ

ସୋନିଆଙ୍କୁ ଭେଟିଲେ ପାଓ୍ବାର

ମୁମ୍ବାଇ, ୧୧ା୯ (ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଆସନ ବୁଝାମଣା ଲାଗି କଂଗ୍ରେସ ଓ ଏନ୍‌ସିପି ମଧ୍ୟରେ ପ୍ରୟାସ ଆରମ୍ଭ ହୋଇଛି। ଏନ୍‌ସିପି ନେତା ଶରଦ ପାଓ୍ବାର ମଙ୍ଗଳବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟି ଏନେଇ ଆଲୋଚନା କରିଛନ୍ତି। ଦୁଇ ରାଜନୈତିକ ଦଳର ରାଜ୍ୟ ନେତୃବୃନ୍ଦ ପୂର୍ବରୁ ଅନେକ ଥର ଆସନ ବୁଝାମଣା ନେଇ ଆଲୋଚନା କରିସାରିଥିଲା ବେଳେ କେନ୍ଦ୍ରୀୟ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

ରାମ ମନ୍ଦିର CEO ପଦବୀ ପାଇଁ ବାହାରିଲା ନିଯୁକ୍ତି: ଏହିସବୁ ଯୋଗ୍ୟତା ଥିବା ବ୍ୟକ୍ତି କରିପାରିବେ ଆବେଦନ

ନୂଆଦିଲ୍ଲୀ, ୧୩।୭ ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ହେବା ପ୍ରସଙ୍ଗ ଏବେ ଚର୍ଚ୍ଚାରେ ରହିଛି। ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦବୀ ପାଇଁ ଆବେଦନ…

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର,…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri