Posted inଜାତୀୟ

ସୋନିଆ, ଉଦ୍ଧବଙ୍କ ସହ ବୈଠକ କଲେ ଶରଦ: ସରକାର ଗଢିଲେ ଅଜିତ

ମୁମ୍ବାଇ,୨୩।୧୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏମିତି ପରିବର୍ତ୍ତନ ହୋଇଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ରାତାରାତି ଓଲଟି ଯାଇଛି ସବୁକିଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଶିବସେନା ମୁଖ୍ୟମନ୍ତ୍ରୀ ଆସନରେ ବସିବ ବୋଲି ଆଲୋଚନା ହେଉଥିବା ବେଳେ ଶନିବାର ସକାଳୁ କିନ୍ତୁ ମ୍ୟୁଜିକ ଚେୟାର ଭଳି ମୁଖ୍ୟମନ୍ତ୍ରୀ ଆସନରେ ବସି ପଡିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଦେବେନ୍ଦ୍ର ଫଡ୍‌ନବିସ। ଗୋଟିଏ ପଟେ ସରକାର ଗଠନ ନେଇ ଏନ୍‌ସିପି ନେତା ଶରଦ ପାଓ୍ବାର ଶିବସେନା ଓ କଂଗ୍ରେସ ସହ ମେଣ୍ଟ କରିବାକୁ ଯାଉଥିବା ବେଳେ ଅନ୍ୟପଟେ ଏନ୍‌ସିପି ନେତା ଅଜିତ୍‌ ପାଓ୍ବାର ଭାଜପା ସହ ମିଶି ସରକାର ଗଠନ କରି ଦେଇଛନ୍ତି। ଏହାଏବେ ରାଜନୈତିକ ମହଲରେ ଆଲୋଚନାର କେନ୍ଦ୍ର ବିନ୍ଦୁ ପାଲଟିଛି। ତେବେ ଶନିବାର ସକାଳୁ ମହାରାଷ୍ଟ୍ରବାସୀଙ୍କ ନିଦ ନ ଭାଙ୍ଗୁଣୁ ରାଷ୍ଟ୍ରପତି ଶାସନ ପରିବେର୍ତ୍ତ ପୁଣିଥରେ ଫଡ୍‌ନବିସଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଦେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମ୍‌ପି କିରଣ ଖେରଙ୍କ ବିବାଦୀୟ ମନ୍ତବ୍ୟ

ଚଣ୍ଡିଗଡ,୧୫।୩: ଚଣ୍ଡିଗଡର ଭାଜପା ଏମ୍‌ପି ତଥା ଅଭିନେତ୍ରୀ କିରନ ଖେର ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ ଏକ କାର୍ଯ୍ୟକ୍ରମରେ କହିଛନ୍ତି, ମୋତେ...

ଛପରାରେ ଆରଜେଡି ନେତାଙ୍କୁ ଅପହରଣ, ସ୍କର୍ପିଓରେ ଉଠାଇ ନେଲେ

ଛପରା,୧୪ ।୩: ବିହାରର ଛପରାରେ ମଙ୍ଗଳବାର ସକାଳେ ଆରଜେଡିର ଜଣେ ନେତାଙ୍କୁ କିଡନାପ କରାଯାଇଛି । କୁହାଯାଉଛି କି ଭୋର ୪ଟାରେ କେତେଜଣ ବଦମାସ ଅସ୍ତ୍ର...

ଯେଉଁ ରାଜନେତାଙ୍କ ଭାଷଣ ଶୁଣିବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଥିଲେ ଲୋକେ

ନୂଆଦିଲ୍ଲୀ, ୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିବାହାରୀ ବାଜପେୟୀଙ୍କ ପ୍ରଥମ ପୁଣ୍ୟତିଥି। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯାଉଛି।...

କଂଗ୍ରେସ ଛାଡିଲେ ଉର୍ମିଳା

ମୁମ୍ବାଇ,୧୦।୯: କଂଗ୍ରେସକୁ ଲାଗିଛି ବଡ ଝଟ୍‌କା। ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ କଂଗ୍ରେସରେ ଯୋଗ ଦେଇଥିବା ବେଳେ ମାତ୍ର...

ମୁହଁ, ଗୋଡ଼ ବାନ୍ଧି ୯୦ କୁକୁରଙ୍କୁ ହତ୍ୟା

ମୁମ୍ବାଇ,୯।୯: ମହାରାଷ୍ଟ୍ରର ବୁଲଧାନା ଜିଲାରେ ପ୍ରାୟ ୯୦ କୁକୁରଙ୍କ ମୃତଦେହ ମିଳିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏମାନଙ୍କ ମୃତଦେହକୁ ଗିରଦା-ସଭାଲଦାବରା ଜଙ୍ଗଲିଆ ରାସ୍ତାର ବିଭିନ୍ନ...

ଭାଙ୍ଗିଲା ଭାଜପା-ଜେଡିୟୁ ମେଣ୍ଟ: ଅପରାହ୍ନ ୪ଟାରେ ରାଜ୍ୟପାଳଙ୍କୁ ଭେଟିବେ ନୀତୀଶ କୁମାର

ପାଟନା,୯।୮: ବହୁ କଳ୍ପନାଜଳ୍ପନା ପରେ ବିହାରରେ ଜେଡିୟୁ ଏବଂ ଭାଜପାର ମେଣ୍ଟ ଶେଷରେ ଭାଙ୍ଗି ଯାଇଛି। ମଙ୍ଗଳବାର ସକାଳୁ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ ଯେକୌଣସି...

ଦେଶରେ ୧,୯୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୪।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୯୬୮ ନୂଆ...

ଗଠନ ହେବ ‘କାଓ କ୍ୟାବିନେଟ୍‌’

ନୂଆଦିଲ୍ଲୀ,୧୮।୧୧: : ମଧ୍ୟପ୍ରଦେଶରେ ଗୋଧନ ସଂରକ୍ଷଣ ଏବଂ ପ୍ରୋତ୍ସାହନ ପାଇଁ ‘କାଓ କ୍ୟାବିନେଟ’(ଗାଈ କ୍ୟାବିନେଟ୍‌) ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଗାଈ କ୍ୟାବିନେଟ୍‌ରେ ପଶୁପାଳନ, ଜଙ୍ଗଲ,...

Advertisement
Archives

Model This Week