Posted inଜାତୀୟ

ସୋନିଆ, ପ୍ରିୟଙ୍କାଙ୍କୁ ଭେଟିଲେ ସିଦ୍ଧୁ

ନୂଆଦିଲ୍ଳୀ,୨୭।୨: କଂଗ୍ରେସ ନେତା ତଥା ପଞ୍ଜାବର ବିଧାୟକ ନଭଜୋତ୍‌ ସିଂହ ସିଦ୍ଧୁ ବୁଧବାର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଭେଟିଛନ୍ତି। ଦଳର ମୁଖିଆ ତାଙ୍କୁ ଦିଲ୍ଲୀ ଡକାଇଥିବା ବେଳେ ମଙ୍ଗଳବାର ଓ ବୁଧବାର ୨ଦିନ ଧରି ସେ ସୋନିଆ ଓ ପ୍ରିୟଙ୍କାଙ୍କୁ ଭେଟିଥିଲେ। ଏହି ବୈଠକରେ ଦଳର ନେତୃତ୍ୱ ସହ ପଞ୍ଜାବର ବର୍ତ୍ତମାନର ସ୍ଥିତି ଏବଂ ସହରରେ ବିକାଶକୁ ନେଇ କରାଯାଇଥିବା ରୋଡମ୍ୟାପ ବିଷୟରେ ସିଦ୍ଧୁ ସବିଶେଷ ଆଲୋଚନା କରିଥିଲେ। ଗତ କିଛି ମାସରୁ ସିଦ୍ଧୁ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂହଙ୍କ ମଧ୍ୟରେ ମତାନ୍ତର ହେବା ପରେ ସେ ଦଳର ବିଭିନ୍ନ କାର୍ଯ୍ୟରୁ ଦୂରେଇ ରହୁଥିଲେ। ଇତିମଧ୍ୟରେ ସିଦ୍ଧୁ ଦଳର ହାଇକମାଣ୍ଡଙ୍କୁ ଭେଟିବା ବିଭିନ୍ନ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରାପ ରହିଲା ଲକ୍‌ଡାଉନ ୪.୦: ପ୍ରତି ଘଣ୍ଟାରେ ସଂକ୍ରମିତ ହେଲେ ୨୭୧ ଜଣ

ନୂଆଦିଲ୍ଲୀ,୩୧।୫: ବେଳକୁ ବେଳ ଚିନ୍ତା ବଢାଇ ଚାଲିଛି କରୋନା ଭାଇରସ ସଂକ୍ରମଣ। ଏହାକୁ ରୋକିବାକୁ ଦେଶରେ ଗତ ମାର୍ଚ୍ଚ ମାସଠାରୁ ଲକ୍‌ଡାଉନ ଜାରି କରାଯାଇଛି। ତେବେ...

ରାଷ୍ଟ୍ରପତି ସିଏଏ ପ୍ରସଙ୍ଗ ଉଠାଇବା କ୍ଷଣି ସଂସଦରେ ହଙ୍ଗାମା

ନୂଆଦିଲ୍ଲୀ, ୩୧।୧: ବଜେଟ୍‌ ଅଧିବେଶନ ପୂର୍ବରୁ ସଂସଦର ସେଣ୍ଟ୍ରାଲ ହଲରେ ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ଅବସରରେ ରାଷ୍ଟପତି କହିଛନ୍ତି,...

ରାଜ୍ୟ ସଭା ନିର୍ବାଚନ ୨୦୨୨: ଭାଜପାକୁ ମହାରାଷ୍ଟ୍ରରେ ୩, ହରିୟାଣାରେ ମିଳିଲା ଗୋଟିଏ ଆସନ

ନୂଆଦିଲ୍ଲୀ,୧୧ ।୬: ଶୁକ୍ରବାର ସକାଳେ ୪ ରାଜ୍ୟର ୧୬ ରାଜ୍ୟ ସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ କରାଯାଇଥିଲା । ବିଳମ୍ବିତ ରାତିରେ ଭୋଟ...

ପେଟ୍ରୋଲ, ଡିଜେଲରେ ମାଡ଼: ସବୁଥିରେ ଦର ବଢ଼ିବ

ନୂଆଦିଲ୍ଲୀ,୬।୭ (ପି.ଟି.): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପାର୍ଲାମେଣ୍ଟରେ ଶୁକ୍ରବାର ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ ପାଳିରେ ପୂର୍ଣ୍ଣକାଳୀନ...

ଆନନ୍ଦ ସୁବ୍ରମଣ୍ୟମ ଗିରଫ

ଚେନ୍ନାଇ,୨୫।୨: ନ୍ୟାଶନାଲ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌(ଏନଏସଇ) ସ୍କାମରେ ସିବିଆଇ ଆନନ୍ଦ ସୁବ୍ରମଣ୍ୟମଙ୍କୁ ଗିରଫ କରିଛି। ଗୁରୁବାର ବିଳମ୍ବିତ ରାତିରେ ଚେନ୍ନାଇରୁ ତାଙ୍କୁ ଗିରଫ କରାଯାଇଥିବା ଶୁକ୍ରବାର ସକାଳେ...

ଲଗାଣ ବର୍ଷାରେ ବେହାଲ ମାୟାନଗରୀ: ସହରରେ ଆଲର୍ଟ, ସ୍କୁଲ, କଲେଜ ବନ୍ଦ

ମୁମ୍ବାଇ,୪।୯: ମୁମ୍ବାଇ ଓ ଆଖପାଖ ଜିଲାରେ ମଙ୍ଗଳବାର ଲଗାତାର ବର୍ଷା ଯୋଗୁ ସହରର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଛି। ମୁମ୍ବାଇର କିଙ୍ଗ୍‌ ସର୍କିଲ ଓ ଗାନ୍ଧୀ...

ଅର୍ଥାଭାବରୁ ପ୍ରବାସୀ ଶ୍ରମିକ ରେଳ ଯାତ୍ରାରୁ ବଞ୍ଚିତ ନ ହୁଅନ୍ତୁ : କର୍ନାଟକ ହାଇକୋର୍ଟ

ନୂଆଦିଲ୍ଲୀ,୧୫।୫: ଲକ୍‌ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଲୋକମାନେ ଫସି ରହିଛନ୍ତି। ଏପରି କି କାମଧନ୍ଦା ପାଉ ନ ଥିବାରୁ ଅନେକ ପ୍ରବାସୀ ଶ୍ରମିକ ଅର୍ଥାଭାବ...

ଆମେରିକା ସୁଧୁରୁଛି, ଭାରତରେ ଭୟଙ୍କର

ମୁମ୍ବାଇ,୫।୮: ମହାମାରୀ କରୋନା ସାରା ବିଶ୍ୱକୁ ଥରହର କରିପକାଇ ଥିବାବେଳେ ସବୁଠାରୁ ଅଧିକ ଆକ୍ରାନ୍ତ ହୋଇଛି ଆମେରିକା। ଏଠାରେ ୪୮ ଲକ୍ଷରୁ ଅଧିକ ଲୋକ ଭୂତାଣୁ...

Advertisement
Archives

Model This Week