Posted inଜାତୀୟ

ସୋନିଆ, ପ୍ରିୟଙ୍କା, ଓଓ୍ବେସୀଙ୍କ ବିରୋଧରେ ଅଭିଯୋଗ

ନୂଆଦିଲ୍ଲୀ,୨୪।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ସତ୍ୟାଗ୍ରହ କରି ଏବେ ଅଡ଼ୁଆରେ ପଡ଼ିଯାଇଛନ୍ତି ବିରୋଧୀ ଦଳ। ଏନେଇ କଂଗ୍ରେସ ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସବୁଦ୍ଦିନ ଓଓ୍ବେସୀଙ୍କ ବିରୋଧରେ ଅଭିଯୋଗ ଆସିଛି। ମଙ୍ଗଳବାର ଆଲିଗଡର ସିଜେଏମ୍‌ କୋର୍ଟରେ ସେମାନଙ୍କ ନାଁରେ ଅଭିଯୋଗ କରାଯାଇଛି। ଏହି ଅଭିଯୋଗ ଓକିଲ ପ୍ରଦୀପ ଗୁପ୍ତା ଆଣିଛନ୍ତି। ସେ କହିଛନ୍ତି, ସିଏଏ ବିରୋଧରେ କଂଗ୍ରେସ ପ୍ରଥମରୁ ବିରୋଧ କରିଆସୁଥିବା ବେଳେ ସୋମବାର ରାଜଘାଟରେ ଏମାନେ ଆପତ୍ତିଜନକ ଟିପ୍ପଣୀ ଦେବା ସହ ଲୋକଙ୍କୁ ସିଏଏକୁ ବିରୋଧ କରିବା ଭଳି ଭାଷଣ ଦେଇଥିଲେ। ସେହିପରି ଓଓ୍ବେସୀ ମଧ୍ୟ ଏହାର ବିରୋଧ କରି ଲୋକଙ୍କୁ ଉସୁକାଉଥିବା ପ୍ରଦୀପ ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri