Posted inଜାତୀୟ

ସୋନିଆ, ପ୍ରିୟଙ୍କା, ଓଓ୍ବେସୀଙ୍କ ବିରୋଧରେ ଅଭିଯୋଗ

ନୂଆଦିଲ୍ଲୀ,୨୪।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ସତ୍ୟାଗ୍ରହ କରି ଏବେ ଅଡ଼ୁଆରେ ପଡ଼ିଯାଇଛନ୍ତି ବିରୋଧୀ ଦଳ। ଏନେଇ କଂଗ୍ରେସ ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସବୁଦ୍ଦିନ ଓଓ୍ବେସୀଙ୍କ ବିରୋଧରେ ଅଭିଯୋଗ ଆସିଛି। ମଙ୍ଗଳବାର ଆଲିଗଡର ସିଜେଏମ୍‌ କୋର୍ଟରେ ସେମାନଙ୍କ ନାଁରେ ଅଭିଯୋଗ କରାଯାଇଛି। ଏହି ଅଭିଯୋଗ ଓକିଲ ପ୍ରଦୀପ ଗୁପ୍ତା ଆଣିଛନ୍ତି। ସେ କହିଛନ୍ତି, ସିଏଏ ବିରୋଧରେ କଂଗ୍ରେସ ପ୍ରଥମରୁ ବିରୋଧ କରିଆସୁଥିବା ବେଳେ ସୋମବାର ରାଜଘାଟରେ ଏମାନେ ଆପତ୍ତିଜନକ ଟିପ୍ପଣୀ ଦେବା ସହ ଲୋକଙ୍କୁ ସିଏଏକୁ ବିରୋଧ କରିବା ଭଳି ଭାଷଣ ଦେଇଥିଲେ। ସେହିପରି ଓଓ୍ବେସୀ ମଧ୍ୟ ଏହାର ବିରୋଧ କରି ଲୋକଙ୍କୁ ଉସୁକାଉଥିବା ପ୍ରଦୀପ ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଜରିଓ୍ବାଲଙ୍କୁ ହୋଇନାହିଁ କରୋନା, ନେଗେଟିଭ୍‌ ଆସିଲା ରିପୋର୍ଟ

ନୂଆଦିଲ୍ଲୀ, ୯।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ କରୋନା ସଂକ୍ରମଣ ହୋଇନାହିଁ। ମଙ୍ଗଳବାର ତାଙ୍କର ସ୍ବାବ୍‌ ନମୂନା ରିପୋର୍ଟ ନେଗେଟିଭ୍‌ ଆସିଥିବା ସୂଚନା ମିଳିଛି। ପ୍ରକାଶ...

ଜୟସାଲମେର ଗଲେ କଂଗ୍ରେସ ବିଧାୟକ

ଜୟସାଲମେର/ଜୟପୁର, ୧।୮(ପି.ଟି.): ରାଜସ୍ଥାନରେ ରାଜନୈତିକ ସଙ୍କଟ ଜାରି ରହିଥିବାବେଳେ ଜୟପୁର-ଦିଲ୍ଲୀ ଜାତୀୟ ରାଜପଥ ପାର୍ଶ୍ୱ ଏକ ହୋଟେଲରେ ଅବସ୍ଥାନ କରୁଥିବା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସମର୍ଥକ...

୨୦୨୪ ରଣନୀତି: ଶରଦ ପାୱାରଙ୍କ ନେତୃତ୍ୱରେ ହେବ ବିରୋଧୀ ଦଳ ବୈଠକ

ନୂଆଦିଲ୍ଲୀ,୨୧।୬: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାୱାର ମଙ୍ଗଳବାର ଅଣ କଂଗ୍ରେସ...

ତେଜିଲା ଲକ୍‌ଡାଉନ୍‌ ରାଜନୀତି

ନୂଆଦିଲ୍ଲୀ,୩ା୪(ପି.ଟି.): ମହାମାରୀ କରୋନା ସଂକ୍ରମଣର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଲକ୍‌ଡାଉନ୍‌ ଗୁରୁବାର ନବମ...

ମୋଦି ସର୍ବାଧିକ ସମୟ କ୍ଷମତାରେ ଥିବା ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୪।୮: ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ସର୍ବାଧିକ ସମୟ କ୍ଷମତାରେ ରହିଛନ୍ତି। ସେ ପ୍ରଧାନମନ୍ତ୍ରୀ ଭାବେ ୬ ବର୍ଷ ୭୯ ଦିନ ପୂରଣ...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଅଣ୍ଟା ଭିଡିଲେଣି ଷ୍ଟାର ପ୍ରଚାରକ

ପାଟନା,୩ ।୧୧: ବିହାର ବିଧାନସଭା ନିର୍ବାଚନ ଉପରେ ସାରା ଦେଶର ନଜର । ଗୋଟିଏ ପଟେ ମଙ୍ଗଳବାର ଏଠାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା...

ରାକ୍ଷୀ ପୂର୍ଣ୍ଣିମାରେ ମହିଳାମାନେ ମାଗଣା ବସ୍‌ ଯାତ୍ରା କରିବେ

ଲକ୍ଷ୍ନୌ,୧୦।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ରାକ୍ଷୀ ପୂର୍ଣ୍ଣିମା ଅବସରରେ ମହିଳାମାନଙ୍କୁ ବିଶେଷ ଉପହାର ଦେଇଛନ୍ତି। ଉକ୍ତଦିନ ମହିଳାମାନେ ମାଗଣାରେ ବସ୍‌ ଯାତ୍ରା...

ନୀତି ଆୟୋଗ ପୁନର୍ଗଠିତ

ନୂଆଦିଲ୍ଲୀ୍‌,୭ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନୀତି ଆୟୋଗର ପୁନର୍ଗଠନ କରିଛନ୍ତି। ଏଥିରେ ସେ ପୂର୍ବଭଳି ରାଜୀବ କୁମାରଙ୍କ ଉପାଧ୍ୟକ୍ଷ ପଦ ବଜାୟ ରଖିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ...

Advertisement


Archives

Model This Week