ସୋନିର ଅଲ୍‌ଫା ଆର୍‌ ଆଇଭି ମଡେଲ

ନୂଆଦିଲ୍ଲୀ,୯-୧୦: ସୋନି ପକ୍ଷରୁ ଆଲ୍‌ଫା ଆର୍‌ ଆଇଭି ମଡେଲ ଓଡିଶା ବଜାରରେ ପ୍ରବେଶ କରିଛି। ଏଥିରେ ୧୬ ମେଗାପିକ୍ସେଲ ସିଏମ୍‌ଓଏସ୍‌ ଇମେଜ୍‌ ସେନ୍‌ସର ରହିଛି। ସେହିଭଳି ୪କେ ଏଚ୍‌ଡିଆର୍‌, ରିୟଲ ଟାଇମ୍‌ ଆଇ ଏଏଫ୍‌, ରିୟଲ ଟାଇମ୍‌ ଟ୍ରାକିଂ ଏବଂ ଓ୍ବାଇଫାଇ ସୁବିଧା ଗ୍ରାହକ ଲାଭ କରିପାରିବେ। ସଦ୍ୟତମ ଟେକ୍ନୋଲୋଜିରେ ଏହି କ୍ୟାମେରାକୁ ପ୍ରସ୍ତୁତ କରାଯାଇଥିବା କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୋବର୍‌ସ ତାଲିକା:୨୦୦୦ ଶୀର୍ଷ କମ୍ପାନୀଙ୍କ ମଧ୍ୟରେ ୫୭ ଭାରତୀୟ ସାମିଲ

ନୂଆଦିଲ୍ଲୀ,୧୫-୬: ପ୍ରଖ୍ୟାତ ଫୋବର୍‌ସ ପତ୍ରିକା ପକ୍ଷରୁ ବିଶ୍ୱର ଶୀର୍ଷ ୨୦୦୦ କମ୍ପାନୀଙ୍କ ଏକ ତାଲିକା ପ୍ରକାଶ କରାଯାଇଛି। ଏଥିରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ସମେତ ୫୭ ଭାରତୀୟ...

ଜିଏସ୍‌ଟି ଅଡିଟ ରିପୋର୍ଟ ଲାଗି ଜାରି ହେଲା ଫର୍ମ

ନୂଆଦିଲ୍ଲୀ,୧୭-୪: ଆର୍ଥିକ ବର୍ଷ ୨୦୧୭-୧୮ ଲାଗି ୨ କୋଟି ଟଙ୍କାରୁ ଅଧିକ ବାର୍ଷିକ କାରବାର କରୁଥିବା କମ୍ପାନୀଗୁଡ଼ିକୁ ଜିଏସ୍‌ଟି ଅଡିଟ ରିପୋର୍ଟ ଦାଖଲ କରିବାକୁ ହେବ।...

ବଜାରରେ ମୋଦି ରାଖୀ

ନୂଆଦିଲ୍ଲୀ,୨୨।୭: ଚାଇନା ସେନା ଆକ୍ରମଣରେ ଭାରତର ୨୦ ଯବାନ ଶହୀଦ ହେବା ପରେ ଭାରତରେ ଚାଇନା ସାମଗ୍ରୀ ବର୍ଜନ ଅଭିଯାନ ଜୋର୍‌ଦାର ହୋଇଛି। ଚଳିତ ବର୍ଷ...

ଋଣ ସୁଝି ପାରିଲେନି ଅନିଲ ଅମ୍ବାନୀ; ଗ୍ରୁପ ମୁଖ୍ୟାଳୟକୁ କବ୍‌ଜା କଲା ବ୍ୟାଙ୍କ

ମୁମ୍ବାଇ,୩୧।୭ : ୟେସ୍‌ ବ୍ୟାଙ୍କରୁ ଆଣିଥିବା ଋଣ ଅନିଲ ଅମ୍ବାନୀ ଶୁଝିବାକୁ ସକ୍ଷମ ହୋଇ ନ ହେବାରୁ ତାଙ୍କ କମ୍ପାନୀର ମୁ୍‌ମ୍ବାଇ କାର୍ଯ୍ୟାଳୟକୁ ବ୍ୟାଙ୍କ ପକ୍ଷରୁ...

ବ୍ଲକ୍‌ ହେଲା ଚାଇନାର ବାଇଡୁ, ଓ୍ବିବୁ ଆପ୍‌

ନୂଆଦିଲ୍ଲୀ,୫।୮: ସୀମାରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଭାରତ ସରକାର ଚାଇନା ଉପରେ ଡିଜିଟାଲ ଷ୍ଟ୍ରାଇକ କରିଥିଲେ। ପ୍ରାଥମିକ ପର୍ଯ୍ୟାୟରେ ୫୯ ଏବଂ...

ଚନ୍ଦା କୋଚରଙ୍କୁ ସମନ

ନୂଆଦିଲ୍ଲୀ,୭।୨: ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚରଙ୍କୁ ସ୍ବତନ୍ତ୍ର କୋର୍ଟ ସମନ କରିଛି। ଘରୋଇ କମ୍ପାନୀ ଭିଡିଓକନ ଗ୍ରୁପ୍‌ର ଅଧ୍ୟକ୍ଷ ଭେନୁଗୋପାଳ ଧୂତ୍‌ଙ୍କୁ କୋଚର...

ଏୟାର ଇଣ୍ଡିଆକୁ କିଣିବ ଟାଟା

ନୂଆଦିଲ୍ଲୀ,୨।୧୦: କ୍ଷତିରେ ଚାଲିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ଘରୋଇକରଣ ପ୍ରକ୍ରିୟାକୁ କେନ୍ଦ୍ର ସରକାର ତ୍ୱରାନ୍ବିତ କରିଛନ୍ତି। ଏହି କମ୍ପାନୀର ନିଲାମ ପ୍ରକ୍ରିୟାରେ ଦେଶର...

ଆର୍‌କମ୍‌ ବିରୋଧରେ ଚାଲିବ ଦେବାଳିଆ ପ୍ରକ୍ରିୟା

ନୂଆଦିଲ୍ଲୀ,୧-୫: ନିଜର ବକେୟା ଫେରସ୍ତ ପାଇଁ ରିଲାଏନ୍ସ କମ୍ୟୁନିକେଶନ୍ସ(ଆର୍‌କମ୍‌) ବିରୋଧରେ ଦୀର୍ଘ ଦିନ ଧରି ମାମଲା ଚଳାଇ ଆସିଥିବା ଏରିକସନକୁ ମଙ୍ଗଳବାର ଜୋରଦାର ଝଟ୍‌କା ଲାଗିଛି।...

Advertisement


Archives

Model This Week