Posted inଜାତୀୟ

ସୋପେରରେ ଆତଙ୍କବାଦୀଙ୍କ ଆଖିବୁଜା ଗୁଳି ଚାଳନା: ୨ ବର୍ଷର ଶିଶୁ କନ୍ୟା ସହିତ ୪ ଆହତ

ଶ୍ରୀନଗର,୭।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର କରୁଛି। ଶନିବାର ଉତ୍ତର କଶ୍ମୀରର ସୋପେର ଜିଲାରେ ଆତଙ୍କବାଦୀମାନେ ଆଖିବୁଜା ଗୁଳି ଚାଳନା କରିଛନ୍ତି। ଏଥିରେ ୨ ବର୍ଷର ଶିଶୁକନ୍ୟା ଉସମା ଜାନ୍‌ଙ୍କ ସମେତ ୪ ଜଣ ଆହତ ହୋଇଛନ୍ତି। ଡୁଙ୍ଗରପୋରା ଗାଁରେ ଜଣେ ଫଳ ବ୍ୟବସାୟୀ ହମିଦୁଲ୍ଲା ରାଥେର୍‌ଙ୍କ ଘର ଉପରକୁ ଗୁଳି ଚଳାଇ ଥିଲେ। ମନାକରିବା ସତ୍ତ୍ୱେ ହମିଦୁଲ୍ଲା ଫଳ ବ୍ୟବସାୟ କରୁଥିବାରୁ ଆତଙ୍କବାଦୀମାନେ ଏଭଳି କରିଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିରିଡି ବନ୍ଦ: ସୋମବାର ବୈଠକ ଡାକିଲେ ଉଦ୍ଧବ

ମୁମ୍ବାଇ,୧୯।୧: ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଦେଇଥିବା ବୟାନକୁ ବିରୋଧ କରି ରବିବାର ଶିରିଡି ବନ୍ଦ ପାଳନ କରାଯାଇଥିଲା। ଶିରିଡି ରାସ୍ତାରେ...

୫ଟଙ୍କାରେ ଗରିବଙ୍କୁ ପେଟପୂରା ଖାଇବାକୁ ଦେଉଥିବା ଦାଦି ମା’ଙ୍କ ପରଲୋକ

ଗାଜିଆବାଦ୍‌,୯।୯: ୫ ଟଙ୍କାରେ ଗରିବଙ୍କୁ ପେଟପୂରା ଖାଇବାକୁ ଦେଉଥିବା ସରୋଜାନି ଖାନ୍ନା ଓରଫ୍‌ ଦାଦି ମା’ଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ...

ସିକ୍କିମ ଭୂସ୍ଖଳନ: ସେନା ପକ୍ଷରୁ ୮ ଜଣ ଉଦ୍ଧାର, ଜଣଙ୍କର ମୃତ୍ୟୁ

ସିକ୍କିମ,୧୬ ।୬: ଦେଶର ଉତ୍ତର ରାଜ୍ୟ ଯେଉଁଠି ଗ୍ରଷ୍ମ ପ୍ରବାହ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି ସେଇଠି ଅନ୍ୟପଟେ ଦେଶର ଉତ୍ତର ପୂର୍ବ ରାଜ୍ୟରେ ଲଗାତାର...

ଏଲ୍‌ଏସି: କିଏ ସତ କହୁଛନ୍ତି

ନୂଆଦିଲ୍ଲୀ,୨୨ା୬: ଲଦାଖର ଗଲଓ୍ବାନ ଉପତ୍ୟକାରେ ଚାଇନା ସେନା ସହ ସଂଘର୍ଷ ବେଳେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି) ଚରମ...

୫ ଜଣରେ ଜଣେ ବେରୋଜଗାର

ନୂଆଦିଲ୍ଲୀ,୨୫।୭: ମହାମାରୀ କରୋନା ଭୂତାଣୁ କବଳରେ ଦେଶ ଏବେ ଭୟଙ୍କର ପରିସ୍ଥିତିର ସମ୍ମୁଖୀନ ହୋଇଛି। ମୋଟ ୧୩ ଲକ୍ଷ ଲୋକ ଭୂତାଣୁ ଆକ୍ରାନ୍ତ ହୋଇଥିବା ବେଳେ...

ଶ୍ରୀଲଙ୍କା ଭଳି ପରିସ୍ଥିତିକୁ ସାମ୍ନା କରିବାକୁ ପଡିବ ମୋଦିଙ୍କୁ: ଟିଏମସି ବିଧାୟକ

କୋଲକାତା,୧୦ ।୭: ଶ୍ରୀଲଙ୍କାର ଆର୍ଥିକ ସଙ୍କଟ ବେଳକୁ ବେଳ ଖରାପ ହେବାରେ ଲାଗିଛି । ଏବେ ପରିସ୍ଥିତି ଏପରି ହୋଇଛି ଯେ ଶେଷକୁ ରାଷ୍ଟ୍ରପତିଙ୍କୁ ଅଣ୍ଡରଗ୍ରାଉଣ୍ଡ...

ମୃତ ବିକ୍ଷୋଭକାରୀଙ୍କ ପରିବାରକୁ ସହଯୋଗର ହାତ ବଢାଇଲା ଜେଡି(ଏସ୍‌)

ମାଙ୍ଗାଲୁରୁ,୨୨।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ହିଂସା ପରିସ୍ଥିତି ଉପୁଜିଥିବା ବେଳେ ଏଥିରେ ଡିସେମ୍ବର ୧୯ରେ କର୍ନାଟକ ମାଙ୍ଗାଲୁରର ୨ ଜଣ ବ୍ୟକ୍ତିଙ୍କ...

ମା’ଙ୍କ ଦ୍ୱିତୀୟ ବିବାହରେ ଶୁଭେଚ୍ଛା ଜଣାଇଲେ ପୁଅ: ଭାବପ୍ରବଣ ହୋଇ ଲେଖିଲେ ଏମିତି

ଥିରୁଭାନନ୍ତପୁରମ୍‌, ୧୩।୬: ମା’ଙ୍କ ଦ୍ୱିତୀୟ ବିବାହରେ ତାଙ୍କୁ ଶୁଭେଚ୍ଛା ଜଣାଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି କେରଳର ଜଣେ ଯୁବକ। ଗୋକୁଲ ଶ୍ରୀଧର ନାମକ ଏହି ଯୁବକ...

Advertisement
Archives

Model This Week