Posted inଖେଳ

ସୋବର୍ସ, ଆଜାରୁଦ୍ଦିନଙ୍କ ସମକକ୍ଷ ହେଲେ ଅଗ୍ରଓ୍ବାଲ

ଇନ୍ଦୋର,୧୫।୧୧- ସ୍ଥାନୀୟ ହୋଲ୍‌କାର ଷ୍ଟାଡିୟମରେ ଚାଲିଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଓପନର ମୟଙ୍କ ଅଗ୍ରଓ୍ବାଲ ଶତକ ଅର୍ଜନ କରିଛନ୍ତି। ଏହା ତାଙ୍କ ଟେଷ୍ଟ କ୍ୟାରିୟରର ଓ ଭାରତରେ ତୃତୀୟ ଶତକ। ଏଥିସହିତ ସେ ଭାରତରେ ୪ ଟେଷ୍ଟ ଖେଳି ସର୍ବାଧିକ ଶତକ ହାସଲ କରିଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ଏହି ସଫଳତା ହାସଲ କରିବାରେ ମୟଙ୍କ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଗ୍ୟାରି ସୋବର୍ସ (ଓ୍ବେଷ୍ଟଇଣ୍ଡିଜ), ମହମ୍ମଦ ଆଝାରୁଦ୍ଦିନ (ଭାରତ), ଆଣ୍ଡି ଫ୍ଲାଓ୍ବାର (ଜିମ୍ବାଓ୍ବେ), ଆଣ୍ଡ୍ରୁ ଷ୍ଟ୍ରସ (ଇଂଲଣ୍ଡ) ଓ କେନ ବାରିଂଟନ(ଇଂଲଣ୍ଡ)ଙ୍କ ସହ ସମକକ୍ଷ ହୋଇଛନ୍ତି। ସମସ୍ତେ ୪ ଟେଷ୍ଟରେ ୩ ଶତକ ହାସଲ କରିଥିଲେ। ତାଲିକା ଶୀର୍ଷରେ ରହିଛନ୍ତି ଇଭରଟନ ଓ୍ବିକସ (ଓ୍ବେଷ୍ଟଇଣ୍ଡିଜ)। ସେ ୪ ମ୍ୟାଚ୍‌ରେ ସର୍ବାଧିକ ୪ ଶତକ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri