ସୋମନାଥ ନନ୍ଦ ହେଲେ ବିଓବିର ନୂତନ କ୍ଷେତ୍ରୀୟ ମୂଖ୍ୟ

ଭୁବନେଶ୍ୱର,୨-୬: ବ୍ୟାଙ୍କ ଅଫ୍‌ ବରୋଦା(ବିଓବି) ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ନୂତନ କ୍ଷେତ୍ରୀୟ ମୂଖ୍ୟ ଭାବେ ଉପମହାପ୍ରବନ୍ଧକ ସୋମନାଥ ନନ୍ଦ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ସେ ବ୍ୟାଙ୍କିଙ୍ଗ ଶିଳ୍ପ ସହ ଗତ ୩୬ ବର୍ଷ ହେବ ଜଡିତ ଅଛନ୍ତି। ବିଜୟା ବ୍ୟାଙ୍କରେ କାର୍ଯ୍ୟ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିଛନ୍ତି। ଏହା ପୂର୍ବରୁ ସେ ବାଙ୍ଗାଲୋର ମୁଖ୍ୟ କାର୍ଯ୍ୟାଳୟରେ ସିଆଣ୍ଡଆଇ ବିଭାଗର ଉପମହାପ୍ରବନ୍ଧକ ଭାବେ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେପୋ ହ୍ରାସ କଲା ବ୍ୟାଙ୍କ ଅଫ୍‌ ଇଂଲଣ୍ଡ

କରୋନା ପ୍ରଭାବକୁ କମ୍‌ କରିବା ଲାଗି ବ୍ୟାଙ୍କ ଅଫ୍‌ ଇଂଲଣ୍ଡ ରେପୋ ହ୍ରାସ କରିଛି। ଏକ ଜରୁରିକାଳୀନ ବୈଠକରେ ବ୍ୟାଙ୍କ ୧୫ ବେସିସି ପଏଣ୍ଟ ରେପୋ...

ବିଦ୍ୟୁତ କମ୍ପାନୀଗୁଡ଼ିକର ବକେୟା ହ୍ରାସ ପାଇ ଜାନୁୟାରୀରେ ୬୨,୬୮୧.୬୮ କୋଟିରେ ପହଞ୍ଚିଲା….

ନୂଆଦିଲ୍ଲୀ,୮।୧ : ଜାନୁଆରୀରେ ବିଦ୍ୟୁତ ଉତ୍ପାଦନ କରୁଥିବା କମ୍ପାନୀଗୁଡିକର ମୋଟ ବକେୟା ଦେୟ ପ୍ରାୟ ଅଧାକୁ ଖସି ଆସିଛି। ଜାନୁଆରୀ ପୂର୍ବରୁ ଏହା ୧,୨୧,୦୩୦ କୋଟି...

୨ ସିମେଣ୍ଟ କମ୍ପାନୀ କିଣିଲେ ଆଦାନୀ

ମୁମ୍ବାଇ,୧୭।୯: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ଆଦାନୀ ଗ୍ରୁପ୍‌ର ଅଧ୍ୟକ୍ଷ ଗୌତମ ଆଦାନୀ ନିକଟରେ ୨ଟି ସିମେଣ୍ଟ କମ୍ପାନୀ ଆଦାନୀ ଅମ୍ବୁଜା ସହ ଏସିସି ସିମେଣ୍ଟକୁ...

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୫୨%

ଭୁବନେଶ୍ୱର,୧-୧୦(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜୁଲାଇରେ ୩୧୯ ପଏଣ୍ଟ ଥିଲା। ଏହା ଅଗଷ୍ଟରେ ୧ ପଏଣ୍ଟ...

ଗ୍ଲୋବାଲ ବିଜ୍‌ନେସ୍‌ ଫୋରମରେ ମୋଦି: ‘ଭାରତରେ ନିବେଶ ଲାଗି ସୁବର୍ଣ୍ଣ ସୁଯୋଗ’

ନ୍ୟୁୟର୍କ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଏଠାରେ ବ୍ଲୁମ୍‌ବର୍ଗ ଗ୍ଲୋବାଲ ଇନ୍‌ଭେଷ୍ଟର ଫୋରମ୍‌ରେ ଯୋଗ ଦେଇଛନ୍ତି। ଭାରତରେ ରାଜନୈତିକ ସ୍ଥିରତା ରହିଥିବା ବେଳେ ନିବେଶ ଲାଗି...

ନୂଆ ଗ୍ରୀଷ୍ମକାଳୀନ ସ୍ବତନ୍ତ୍ର ଟ୍ରେନ ଚଳାଇଲା ରେଲଓ୍ବେ

ଭୁବନେଶ୍ୱର,୧୮-୪: ପୂର୍ବତଟ ରେଳପଥ ପରିସୀମା ମଧ୍ୟ ଦେଇ ପୁଣି ଏକ ନୂଆ ଗ୍ରୀଷ୍ମକାଳୀନ ସ୍ବତନ୍ତ୍ର ଟ୍ରେନର ଶୁଭାରମ୍ଭ କରାଯାଇଛି। ଜୁନ ମାସ ମାସ ଶେଷ ପର୍ଯ୍ୟନ୍ତ...

ଅର୍ଥ ବ୍ୟବସ୍ଥାକୁ ଲାଗିବ ୯ ଲକ୍ଷ କୋଟିର ଝଟକା

ନୂଆଦିଲ୍ଲୀ,୨୬। ୩: କୋଭିଡ ୧୯ ପାଇଁ ସାରା ଦେଶକୁ ଏବେ ଲକ୍‌ଡାଉନ କରାଯାଇଛି। ଏହା ଦ୍ୱାରା ଦେଶର ମୋଟ ଘରୋଇ ଉତ୍ପାଦ(ଜିଡ଼ିପି)କୁ ପ୍ରାୟ ୪% ବା...

ବେଜୋସ୍‌ଙ୍କ ସମ୍ପତ୍ତି ୨୦୦ ବିଲିୟନ ଡଲାର ଟପିଲା

ନୂଆଦିଲ୍ଲୀ,୨୮।୮: ପ୍ରମୁଖ ଇ-କର୍ମସ କମ୍ପାନୀ ଆମାଜନର ପ୍ରତିଷ୍ଠାତା ଜେଫ୍‌ ବେଜୋସ ବିଶ୍ୱର ପ୍ରଥମ ବ୍ୟକ୍ତି ଭାବରେ ୨୦୦ ବିଲିୟନ ଡଲାର ସମ୍ପତ୍ତିର ମାଲିକ ହୋଇପାରିଛନ୍ତି। ବର୍ତ୍ତମାନ...

Advertisement
Archives

Model This Week