ସୋମବାରଠାରୁ ଗଞ୍ଜାମରେ ଘର ଘର ବୁଲି କରାଯିବ ସ୍କ୍ରିନିଂ: ଜିଲାପାଳ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ପଜିଟିଭ୍‌ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ କରୋନା ପଜିଟିଭ ତାଲିକାରେ ଜିଲା ପ୍ରଥମରେ ରହିଛି। ଗଞ୍ଜାମରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଜିଲାକୁ ଫେରି କ୍ୱାରେଣ୍ଟାଇନ ସେଣ୍ଟରରେ ରହୁଛନ୍ତି। ଏଥିପାଇଁ ଜିଲାରେ ପଜିଟିଭ୍‌ ସଂଖ୍ୟା ଅଧିକ ହୋଇଛି। ପୂର୍ବରୁ କ୍ୱାରାଣ୍ଟାଇନ ସେଣ୍ଟରରୁ କେବଳ ପଜିଟିଭ୍‌ ଚିହ୍ନଟ ହେଉଥିଲେ, ବର୍ତ୍ତମାନ ଏମାନଙ୍କ ସଂସ୍ପର୍ଶରେ ଆସି ଅନ୍ୟମାନେ ସଂକ୍ରମିତ ହେବାରେ ଲାଗିଛନ୍ତି। ଏଥିଲାଗି ସୋମବାରଠାରୁ ଗଞ୍ଜାମ ଜିଲାର ସମସ୍ତଙ୍କ ଘରକୁ ଯାଇ କରୋନା ଲକ୍ଷଣ ଯାଞ୍ଚ କରାଯିବ। ଜିଲାରେ ଏଥିପାଇଁ ସ୍ବାସ୍ଥ୍ୟ ଯାଞ୍ଚ ଫେଜ -୨ ଆରମ୍ଭ ହେବ ଏବଂ ୩ ଲକ୍ଷରୁ ଉର୍ଦ୍ଧ୍ୱ ଘରକୁ ଯାଇ ଟିମ୍‌ ଏହି ଯାଞ୍ଚ କରିବ ବୋଲିଦ୍ଧ୍ଜିଲାପାଳ ବିଜୟ ଅମୃତା କଚଲାଙ୍ଗେ ରବିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପ୍ରତି ଟିମ୍‌ରେ ଅଙ୍ଗନବାଡି, ଆଶା କର୍ମୀ, ଶିକ୍ଷକ ସମେତ ୪ ଜଣ ସଦସ୍ୟ ରହିବେ ପୂର୍ବରୁ ମଧ ସମସ୍ତ ଘରକୁ ଯାଇ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଗ ଥଇଥାନ, ପରେ ଉଚ୍ଛେଦ

ଚାନ୍ଦବାଲି,୨୦।୩(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ସହର ସନ୍ନିକଟ ବୈତରଣୀ ନଦୀକଡ଼ରୁ ପୋଲିସ ଓ ପ୍ରଶାସନ ଉପସ୍ଥିତିରେ ଉଠାଦୋକାନଗୁଡ଼ିକୁ ଗୁରୁବାର ଉଚ୍ଛେଦ କରାଯାଇଛି। ପ୍ରଥମ ଦିନରେ କ୍ରସ୍‌ଷ୍ଟାଣ୍ଡ ରୋଡ୍‌ର...

ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ସ୍ଥାୟୀ କୋଠାର ଭିତ୍ତିପ୍ରସ୍ତର

ବ୍ରହ୍ମପୁର ଅଫିସ,୧ା୭-ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାପନର ୫ବର୍ଷ ପରେ ଏହାର ନିଜସ୍ବ କୋଠା ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଛି। ପାଲୁରହିଲ୍‌ସ୍ଥିତ ସତଚିତ ଆନନ୍ଦ ବିହାରଠାରେ ବୁଧବାର...

ଖଣ୍ଡପଡ଼ା: ବିଭିନ୍ନ ସ୍ଥାନରେ ଘୋଷଯାତ୍ରା; ଅଧାରେ ଅଟକିଲା ପତିତପାବନଙ୍କ ରଥ

ଖଣ୍ଡପଡ଼ା,୫ା୭(ସ୍ବ.ପ୍ର.)-ଗଡଜାତ ଖଣ୍ଡପଡ଼ାସ୍ଥିତ ୩ଟି ସ୍ଥାନରେ ଗୁରୁବାର ଶ୍ରୀଜୀଉଙ୍କ ଘୋଷଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ା ପ୍ରାୟ ୨ଶହ ବର୍ଷରୁ ଊର୍ଦ୍ଧ୍ୱ ହେବ ଆୟୋଜିତ ଯାତ୍ରାରେ ଅନୁକୂଳ...

ମାସ୍କ ନ ପିନ୍ଧି ୮୯,୪୦୦ ଟଙ୍କା ଜରିମାନା ଦେଲେ ଅମାନିଆ

ଛତ୍ରପୁର,୪ା୭(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଧି ନ ଥିବା କିଛି ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ବାରମ୍ବାର ସଚେତନ...

ଗ୍ରାହକଙ୍କୁ ଟାଣୁଛି ଜ୍ଞାନେନ୍ଦ୍ରଙ୍କ ବିରିଚକୁଳି ଆଳୁଦମ୍‌

କେନ୍ଦୁଝର, ୬ା୬(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ସଦର ମହକୁମାରେ ବିଭିନ୍ନ ସ୍ଥାନରେ ଅନେକ ପ୍ରକାର ଜଳଖିଆ ତିଆରି ହୋଇ ବିକ୍ରି ହେଉଛି। ତେବେ ଗ୍ରାହକମାନଙ୍କ ମନମୋହୁଛି କଲେଜରୋଡରେ ଠେଲାଗାଡିରେ...

ଛାତ୍ର ସଂସଦ ନିର୍ବାଚନ ବାତିଲକୁ ନେଇ ଅନୁଗୋଳ ଛାତ୍ର ନେତାଙ୍କ ମଧ୍ୟରେ ଅସନ୍ତୋଷ: ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ଅନୁଗୋଳ ଅଫିସ, ୨୪।୮: ଆଗାମୀ ଛାତ୍ର ସଂସଦ ନିର୍ବାଚନକୁ ରାଜ୍ୟ ସରକାର ବାତିଲ କରିବା ପରେ ଅନୁଗୋଳ ଛାତ୍ରନେତାଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏ...

କଣ୍ଟେନମେଣ୍ଟ ଜୋନ୍‌ରେ ମାସ୍କ ବଣ୍ଟନ ସହ ରୋଗୀଙ୍କ ଲାଗି ସ୍ବତନ୍ତ୍ର ଯାନ ବ୍ୟବସ୍ଥା

ଭଣ୍ଡାରିପୋଖରୀ, ୨୮।୪ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକର ଦୁଇ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା ହୋଇଥିବା ରହଣିଆ ଓ ତେସିଙ୍ଗା ପଞ୍ଚାୟତକୁ ବିଧାୟକ ପ୍ରଫୁଲ...

ଗୁଣି ସନ୍ଦେହରେ ଗଡୁଛି ନିରୀହ ଜୀବନ: ୧୫ ମୃତ, ୨୩ ଗୁରୁତର ଆହତ

କେନ୍ଦୁଝର, ୨୫ା୮ (ସ୍ବ.ପ୍ର.)-ରାଜ୍ୟରେ ଗୁଣିଗାରେଡି ଓ ଡାହାଣୀ ସନ୍ଦେହରେ ହତ୍ୟା ରୋକିବା ପାଇଁ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାକୁ ନେଇ ଜନସଚେତନତା କାର୍ଯ୍ୟକ୍ରମ...

Coronavirus Update


Archives

Model This Week

Why Dharitri