ସୋମବାରଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ ଅଫିସ,୭ା୭- ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ସୋମବାରଠାରୁ ଆରମ୍ଭ ହେବ। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ସମାନ ଦିନରେ ଆରମ୍ଭ ହେଉଛି। ପରୀକ୍ଷା ପରିଚାଳନା ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ବୋଲି ବୋର୍ଡ ସଭାପତି ଡ. ଜହଁାଆରା ବେଗମ କହିଛନ୍ତି। ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୮ରୁ ୧୪ ତାରିଖ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ୧୨୨ଟି ପରୀକ୍ଷା କେନ୍ଦ୍ରରେ ୨୭,୬୧୬ ଜଣ ସପ୍ଲିମେଣ୍ଟାରୀ ପରୀକ୍ଷାର୍ଥୀ ଓ ୫୫ଟି ପରୀକ୍ଷା କେନ୍ଦ୍ରରେ ୯୦୩୩ଜଣ ପରୀକ୍ଷାର୍ଥୀ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଦେବେ। ପରୀକ୍ଷା ପ୍ରତିଦିନ ସକାଳ ୯ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ହେବ। କେବଳ ଗଣିତ ପରୀକ୍ଷା ନିମନ୍ତେ ୧୫ମିନିଟ ଅଧିକ ସମୟ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରୁ ଆଜି ୫୮୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୯(ବ୍ୟୁରୋ)-ଭୁବନେଶ୍ୱର ମହାନଗର ନିଗମ(ବିଏମସି)ରୁ ଆଜି ପୁଣି ୫୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୨୧ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ...

ବିଲୁପ୍ତି ପଥେ ବାଇଚଢ଼େଇ: ଚିନ୍ତାରେ ପରିବେଶପ୍ରେମୀ

ପଟ୍ଟାମୁଣ୍ଡାଇ,୧୨ା୮(ସ୍ବ.ପ୍ର.): ସମୟ ଥିଲା କାନରେ ବାଜୁଥିଲା ବାଇଚଢ଼େଇର କିଚିରି ମିଚିରି ଶବ୍ଦ। ବାଇଚଢ଼େଇକୁ ନେଇ ରହିଛି ଅନେକ କାହାଣୀ, ଗପ, ଗୀତ। ମା’ର ବାଇଚଢ଼େଇ ଗୀତ...

ଷ୍ଟ୍ରଙ୍ଗ୍‌ରୁମ୍‌ ବାହାରେ ପଡ଼ିଛି ଭୋଟ୍‌ କାଗଜ, ଫଳାଫଳକୁ ନେଇ ଆଶଙ୍କାରେ ଜନସାଧାରଣ

କେନ୍ଦ୍ରାପଡ଼ା ଅଫିସ,୨୫ା୨: କେନ୍ଦ୍ରାପଡ଼ା ବ୍ଲକର ଷ୍ଟ୍ରଙ୍ଗରୁମ୍‌ ବାହାରେ ଭୋଟ୍‌ କାଗଜ ପଡ଼ିଛି। ଶୁକ୍ରବାର ଏପରି ଘଟଣା କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟରେ ହୋଇଥିବା ବ୍ଲକର ଷ୍ଟ୍ରଙ୍ଗରୁମ ନିକଟରେ...

ହୋମ କ୍ୱାରାଣ୍ଟାଇନରେ ଥିବା ଯୁବକଙ୍କ ଆତ୍ମହତ୍ୟା:୧୦ ଗ୍ରାମବାସୀ ଅଟକ

ଧର୍ମଶାଳା,୧୪ା୪(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ଥାନା ଦେଉଦା ଗ୍ରାମର ସୁରେଶ ସାହୁ (୩୨) ନାମକ ଜଣେ ଯୁବକ ହୋମ କ୍ୱାରାଣ୍ଟାଇନରେ ଥିବାବେଳେ ସୋମବାର ରଶି ଲଗାଇ...

ଗୋଟିଏ କ୍ଲିକ୍‌ରେ ରଜପାନ

ଭୁବନେଶ୍ୱର, ୧୪।୬(ବ୍ୟୁରୋ) : ରଜରେ ପାନର ଭିନ୍ନ ଏକ ସ୍ବତନ୍ତ୍ରତା ରହିଛି। ପୋଡ଼ପିଠା ବିନା ଯେପରି ରଜ ଅଧୁରା, ପାନ ବିନା ସେପରି ଫିକା ।...

୧୨୩ କୋଟି ଟଙ୍କା ଜିଏସ୍‌ଟି ଠକେଇ

କଟକ ଅଫିସ, ୨୪ା୧:ସାମଗ୍ରୀ କିଛି କିଣାବିକା ନ ହୋଇ କାଗଜରେ ୧୧୮୦ କୋଟି ଟଙ୍କାର କାରବାର ଦର୍ଶାଯାଇଛି। ଜାଲ୍‌ କାଗଜପତ୍ର ମାଧ୍ୟମରେ କୋଟି କୋଟି ଟଙ୍କାର...

ଆସନ୍ତା ଦୁଇଦିନ ଝଡ଼ବର୍ଷା, ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ଗତ କିଛିଦିନ ହେବ କାଳବୈଶାଖୀ ଯୋଗୁ ତାତି ନିୟନ୍ତ୍ରଣରେ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ରୁ ୩୮ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହିଛି। ଆସନ୍ତା...

ତାଲିମ ଅଛି, ନିଯୁକ୍ତି ନାହିଁ

ଭୁବନେଶ୍ୱର,୨।୮(ବ୍ୟୁରୋ): ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ସ୍ବତନ୍ତ୍ର ଭାବେ ଦକ୍ଷତା ବିକାଶ ମିଶନ ଗଠନ...

Advertisement
Archives

Model This Week