ନୂଆଦିଲ୍ଲୀ,୧୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟର ସମସ୍ତ ମନ୍ତ୍ରୀ ସୋମବାରଠାରୁ ସେମାନଙ୍କ ମନ୍ତ୍ରଣାଳୟରେ କାର୍ଯ୍ୟରେ ଯୋଗଦେବେ। ସେହିପରି ଯୁଗ୍ମ ସଚିବଙ୍କଠାରୁ ଉପର ପାହ୍ୟାର ବରିଷ୍ଠ ଅଧିକାରୀମାନଙ୍କୁ କାର୍ଯ୍ୟରେ ଯୋଗଦେବାକୁ କୁହାଯାଇଛି। ସମସ୍ତ ଜରୁରୀ କର୍ମଚାରୀଙ୍କ ଏକତୃତୀୟାଂଶ ସୋମବାରଠାରୁ କାମରେ ଯୋଗଦେବାକୁ ଥିବାବେଳେ ଜୁନିୟର ଅଫିସରମାନଙ୍କୁ ପାଳି କରି କାମ କରିବାକୁ କୁହାଯାଇଛି। ଲକ୍ଡାଉନ ପରବର୍ତ୍ତୀ ସ୍ଥିତିର ମୁକାବିଲା ଓ ଆର୍ଥତ୍କ କାରବାର ଆରମ୍ଭ ଲାଗି ଯୋଜନା ପ୍ରସ୍ତୁତ କରି ଆସିବାକୁ ମନ୍ତ୍ରଣାଳୟଗୁଡ଼ିକୁ କୁହାଯାଇଛି। ଅଫିସ୍ କାର୍ଯ୍ୟ ସମୟରେ ସାମାଜିକ ଦୂରତ୍ୱ ନିୟମ ପାଳନ କରାବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। କରୋନା ସଂକ୍ରମଣ ଲାଗି ମନ୍ତ୍ରୀମାନେ ଘରେ ରହି କାର୍ଯ୍ୟ କରୁଥିଲେ।
UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!
ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…
ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖୁସିଖବର: ୩୧ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ଜେନେରାଲ୍ ଟିକେଟ୍ରେ ମିଳିବ ରିହାତି, ଜାଣନ୍ତୁ କେତେ…
ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇ ରେଳ ଯାତ୍ରୀମାନଙ୍କୁ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଅଣ-ସଂରକ୍ଷିତ (Unreserved) ଅର୍ଥାତ୍ ଜେନେରାଲ୍ ଟିକେଟ୍ ବୁକିଂ ଉପରେ ମିଳୁଥିବା ୩% ର…
ସବୁକିଛି ହାସଲ କରିବା ପରେ, ସେହି ଗୋଟିଏ କଥା ‘ହିଟମ୍ୟାନ’ଙ୍କୁ ଜୀବନସାରା କନ୍ଦାଇବ! ରୋହିତ ଶର୍ମାଙ୍କୁ ଅବସର ନେବାକୁ…
ନୂଆଦିଲ୍ଲୀ,୧୭।୭: କ୍ରିକେଟ ପ୍ରଶଂସକମାନେ ନିଶ୍ଚିତ ଭାବରେ ଏହା ଜାଣିଥିବେ ଯେ ଲର୍ଡସରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତୃତୀୟ ଦିନିକିଆ ରୋହିତ ଶର୍ମାଙ୍କ କ୍ୟାରିୟରର ଶେଷ…
ସଞ୍ଜୟ ରାଉତଙ୍କ ବଡ଼ ଦାବି: ‘ବଦଳିପାରନ୍ତି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ; ଦେବେନ୍ଦ୍ର ଫଡନଭିସଙ୍କୁ କେନ୍ଦ୍ରରେ ମିଳିବ ବଡ଼ ଭୂମିକା’
ମୁମ୍ବାଇ,୧୭।୭: ଉଦ୍ଧବ ଠାକରେଙ୍କ ଶିବସେନା (UBT)ର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଶୁକ୍ରବାର (୧୭ ଜୁଲାଇ) ସେ କହିଛନ୍ତି ଯେ…
ଏତିକି କିମି ବେଗରେ ପବନ ସହ ଝଡ଼ତୋଫାନ! ଚେତାବନୀ ଦେଲା IMD; ୧୪ ଘଣ୍ଟା ଭିତରେ…
ନୂଆଦିଲ୍ଲୀ,୧୭।୭: ଦେଶରେ ପ୍ରବଳ ଗରମ ଏବଂ ଗୁଳୁଗୁଳି ମଧ୍ୟରେ ପାଣିପାଗ ବିଭାଗ ଏବେ ଆଶ୍ୱାସନା ଦେଲା ଭଳି ଏକ ଆଲର୍ଟ ଜାରି କରିଛି। ପାଣିପାଗ ବିଭାଗ ଆସନ୍ତାକାଲି…
ବଦଳିଗଲା NDA ସଂସଦୀୟ ଦଳର ନାମ: ଏବେ ‘ମଙ୍ଗଳ ମିଳନ’ ନାମରେ ହେବ ବୈଠକ
ନୂଆଦିଲ୍ଲୀ,୧୭।୭: କେନ୍ଦ୍ରରେ ଭାରତୀୟ ଜନତା ପାର୍ଟି (BJP) ନେତୃତ୍ୱାଧୀନ ଶାସକ NDA ମେଣ୍ଟ ସଂସଦୀୟ ବୈଠକର ନାମ ବଦଳାଇ ଦିଆଯାଇଛି। ଏବେ ଏହାକୁ ‘ମଙ୍ଗଳ ମିଳନ’ ନାମ…
ରାଜ୍ୟ ସଭାରେ ପ୍ରଥମେ ‘ବନ୍ଦେ ମାତରମ’ ବିଲ ଆଗତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା; ଅସମ୍ମାନ କଲେ କଠୋର ଦଣ୍ଡ
ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନରେ ଯାହା ଜୁଲାଇ ୨୦ରୁ ଆରମ୍ଭ ହେଉଛି, ଅନେକ ବିଲ ଉପସ୍ଥାପନ ପାଇଁ ତାଲିକାଭୁକ୍ତ ହୋଇଛି ଯେଉଁଥିରେ ଜାତୀୟ ଗୀତ ‘ବନ୍ଦେ ମାତରମ’କୁ…
ସୋନମ ୱାଙ୍ଗଚୁକଙ୍କ ଅନଶନକୁ ନେଇ ସଜାଗ ହେଲେ କେନ୍ଦ୍ର ସରକାର, ନେଲେ ଏହି ପଦକ୍ଷେପ
ନୂଆଦିଲ୍ଲୀ,୧୭।୭: ସୋନମ ୱାଙ୍ଗଚୁକଙ୍କ ଅନଶନର ତୃତୀୟ ସପ୍ତାହ ଆରମ୍ଭ ହେବା ପରେ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ତତ୍ପର ହୋଇଉଠିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦିଲ୍ଲୀର ତିନୋଟି ହସ୍ପିଟାଲକୁ…
Archives

