ସୋମବାର ଆଗତ ହେବ ବିଶ୍ୱବିଦ୍ୟାଳୟ ଅଡିଟ୍‌ ରିପୋର୍ଟ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଓଡ଼ିଶା ବିଧାନସଭାରେ ଆସନ୍ତା ସୋମବାର ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର ଅଡିଟ୍‌ ରିପୋର୍ଟ ଉପସ୍ଥାପନ କରାଯିବ। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଏହାକୁ ଉପସ୍ଥାପନ କରିବେ। ରିପୋର୍ଟ ଉପସ୍ଥାପନ ହେବାକୁ ଥିବା ବିଶ୍ୱବିଦ୍ୟାଳୟଗୁଡିକ ହେଉଛି- ଉତ୍କଳ ବିଶ୍ୱବିଦ୍ୟାଳୟ(୨୦୧୪-୨୦୧୫ରୁ ୨୦୧୬-୧୭), ସମ୍ବଲପୁର ବିଶ୍ୱବିଦ୍ୟାଳୟ(୨୦୧୪-୧୫ରୁ ୨୦୧୭-୧୮), ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ(୨୦୧୪-୨୦୧୫ରୁ୨୦୧୬-୧୭), ରେଭେନ୍‌ଶା ବିଶ୍ୱବିଦ୍ୟାଳୟ(୨୦୧୪-୧୫ରୁ ୨୦୧୭-୧୮)। ସେହିଭଳି ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ(୨୦୧୪-୧୫ରୁ ୨୦୧୭-୧୮), ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ(୨୦୧୪-୧୫ରୁ ୨୦୧୬-୧୭), ଫକୀର ମୋହନ ବିଶ୍ୱବିଦ୍ୟାଳୟ(୨୦୧୪-୧୫ରୁ ୨୦୧୭-୧୮) ଏବଂ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ(୨୦୧୫-୧୬ରୁ ୨୦୧୭-୧୮)ର ରିପୋର୍ଟ ଗୃହରେ ଉପସ୍ଥାପନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri