Posted inଜାତୀୟ

ସୋମବାର ଝାଡ଼ଖଣ୍ଡରେ ଚତୁର୍ଥ ପର୍ଯ୍ୟାୟ ମତଦାନ: ୧୫ ଆସନରେ ୨୨୧ ପ୍ରାର୍ଥୀ

ରାଞ୍ଚି, ୧୪।୧୨: ସୋମବାର ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟ ମତଦାନ କରାଯିବ। ଏହି ପର୍ଯ୍ୟାୟରେ ୧୫ଟି ଆସନ ଲାଗି ମତଦାନ କରାଯିବ। ନିର୍ବାଚନ ମଇଦାନରେ ୨୧୧ ଜଣ ପ୍ରାର୍ଥୀଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ୨୩ ମହିଳା ଏବଂ ୧୯୮ ପୁରୁଷ ପ୍ରାର୍ଥୀ ରହିଛନ୍ତି। ବୋକାରୋ ଆସନରେ ସର୍ବାଧିକ ୨୫ ଜଣ ନିର୍ବାଚନ ଲଢୁଛନ୍ତି। ସେହିପରି ସର୍ବନିମ୍ନ ୮ ଜଣ ପ୍ରାର୍ଥୀ ନିରସା ବିଧାନସଭା ଆସନରୁ ଲଢୁଛନ୍ତି। ବୋକାରୋ ଏବଂ ଝରିଆରେ ସର୍ବାଧିକ ୫ ଜଣ ଲେଖାଏଁ ମହିଳା ପ୍ରାର୍ଥୀ ନିର୍ବାଚନ ମଇଦାନରେ ରହିଛନ୍ତି। ତେବେ ମଧୁପୁର, ଚନ୍ଦନକ୍ୟାରୀ, ସିନ୍ଦରୀ ଏବଂ ଟୁଣ୍ଡି ଆସନରେ କୌଣସି ମହିଳା ପ୍ରାର୍ଥୀ ନାହାଁନ୍ତି। ୫୯ ଜଣ ନିର୍ଦ୍ଦଳୀୟ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ସେମାନଙ୍କ ମଧ୍ୟରେ ୧୦ ମହିଳା ଏବଂ ୪୯ ପୁରୁଷ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri