ସୋମବାର ଝାରସୁଗୁଡ଼ା ଆସିବେ ଡିଜିପି

ଝାରସୁଗୁଡା ଅଫିସ,୧୨।୪- ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ( ଡିଜିପି) ଅଭୟ ସୋମବାର ଝାରସୁଗୁଡା ଜିଲା ଗସ୍ତରେ ଆସିବେ। ଏ ନେଇ ଝାରସୁଗୁଡା ଜିଲା ଆରକ୍ଷୀ ଅଧିକ୍ଷକ ଅଶ୍ୱିନୀ କୁମାର ମହାନ୍ତି ରବିବାର ସୂଚନା ଦେଇଛନ୍ତି। ଏହି ଗସ୍ତ କାଳରେ ଅପରାହ୍ନ ୨ଟା ୩୦ରୁ ୫ ଟା ମଧ୍ୟରେ ଡିଜିପି ଅଭୟ କରୋନା ମୁକାବିଲା ପାଇଁ ଜିଲା ପୋଲିସର ପଦକ୍ଷେପ ଓ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବୃତ୍ତ ଲୁଟି ନେଲେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର, ଟଙ୍କା

ଖୋର୍ଦ୍ଧା ଅଫିସ,୧।୯ :ଖୋର୍ଦ୍ଧା ଆଦର୍ଶ ଥାନା ଶିଳ୍ପାଞ୍ଚଳ ଫାଣ୍ଡିର ମୁକୁନ୍ଦପ୍ରସାଦ ଝରଟାଙ୍ଗିରେ ଏକ ବଡଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ଝରକା ଗ୍ରୀଲ ତାଡି ଶନିବାର ରାତିରେ...

ଆଜି ମନ୍ତ୍ରୀ ପରିଷଦ, କ୍ୟାବିନେଟ୍‌

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ମଙ୍ଗଳବାର ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଅପରାହ୍ନ ୫ଟା...

ବକୁଳ ଫାଉଣ୍ଡେଶନକୁ ‘ମୋଷ୍ଟ ଇନୋଭେଟିଭ୍‌ ଲାଇବ୍ରେରି’ ପୁରସ୍କାର

ଭୁବନେଶ୍ୱର, ୩୧।୧(ବ୍ୟୁରୋ):ହାଇଦ୍ରାବାଦଠାରେ ଚାଲିଥିବା ହାଇଦ୍ରାବାଦ ସାହିତ୍ୟ ମହୋତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ଇଣ୍ଡିଆ ରିଡିଂ ଅଲମ୍ପିଆଡ୍‌ର ୫ମ ସଂସ୍କରଣର ‘ମୋଷ୍ଟ ଇନୋଭେଟିଭ୍‌ ଲାଇବ୍ରେରି’...

ଧାନକିଣା ବାଟବଣା: ୧୫ଦିନ ହେଲା ମଣ୍ଡିରୁ ଉଠୁନି ଧାନ

ଜୁନାଗଡ,୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ଧାନକିଣା ବାଟବଣା ହୋଇଛି। ବ୍ଲକର ଅନେକ ମଣ୍ଡିରେ ଟାର୍ଗେଟ ସରିଯାଇଥିବା ଆଳ ଦେଖାଇ ଧାନ ଉଠାଣ କରାଯାଉନାହିଁ। ଫଳରେ...

ସଧବା ପାଉଛନ୍ତି ବିଧବା ଭତ୍ତା : ଯୁବକ ହାତଉଛନ୍ତି ବାର୍ତ୍ତକ୍ୟ ଭତ୍ତା, କାର୍ଯ୍ୟାନୁଷ୍ଠାନ ଦାବି

ହାଟଡିହୀ,୧୫ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅନ୍ତର୍ଗତ ୩୧ଟି ପଞ୍ଚାୟତ ମଧ୍ୟରୁ ଅଧିକାଂଶରେ ଆଜକୁ ୯ବର୍ଷରୁ ଊର୍ଦ୍ଧ୍ୱ ହେବ କିଛି ସଧବା ମିଛ ପ୍ରମାଣପତ୍ର ଦର୍ଶାଇ...

ଚେକିଂ ଢିଲା,ସୁଧୁରୁନି ବ୍ୟବସ୍ଥା

ବାରିପଦା ଅଫିସ, ୬ା୩- ୨ଟି ପର୍ଯ୍ୟାୟରେ ରାଜ୍ୟ ସରକାର ସଂଶୋଧିତ ମୋଟର ଯାନ ଆଇନକୁ ୬ ମାସ କୋହଳ କରିଥିଲେ। ଗତ ରବିବାର କଣ୍ଟ ପୂରିଲା...

‘ବାଘ ନୁହେଁ ଫିଶିଂକ୍ୟାଟ୍‌’

ଚାନ୍ଦବାଲି, ୨୫।୭ (ଅଶୋକ କୁମାର ପଣ୍ଡା)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ଯୁକ୍ତ ୩ କଲେଜ ସମ୍ମୁଖ ପଡ଼ିଆରେ ଦୁଇଟି ଚିତାବାଘ ଥିବା ଖବର ସୋମବାର...

ନର୍ଲା ନବୋଦୟ ବିଦ୍ୟାଳୟରୁ ଛାତ୍ର ନିଖୋଜ: ଥାନାରେ ମାମଲା ରୁଜୁ

ଭବାନୀପାଟଣା, ୬।୭ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲାସ୍ଥିତ ଜବାହର ନବୋଦୟ ବିଦ୍ୟାଳୟର ଅଷ୍ଠମ ଶ୍ରେଣୀ ଛାତ୍ର ସଞ୍ଜିତ ନାଏକ ଗତ ୧ତାରିଖରୁ ନିଖୋଜ ଅଛନ୍ତି। ଏ...

Advertisement
Archives

Model This Week