Posted inଜାତୀୟ

ସୋମବାର ମୋଦିଙ୍କ ବାସଭବନରେ କ୍ୟାବିନେଟ୍‌ ବୈଠକ

ନୂଆଦିଲ୍ଲୀ,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ସୋମବାର କ୍ୟାବିନେଟ୍‌ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୯ଟା ୩୦ରେ ମୋଦିଙ୍କ ୭ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଏହି ବୈଠକ ବସିବ। ଏହା ସହିତ ସୁରକ୍ଷା କମିଟି ବୈଠକ ଏବଂ ସଂସଦୀୟ ବ୍ୟାପାର କମିଟି ବୈଠକ ମଧ୍ୟ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। କ୍ୟାବିନେଟ୍‌ ବୈଠକରେ ଜମ୍ମୁ-କଶ୍ମୀର ସ୍ଥିତି ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାଚାଲାଣ ହେଉଥିଲା କମର୍ସିଆଲ ଗ୍ୟାସ, ଅଚାନକ ଚଢାଉ କଲା ଯୋଗାଣ ବିଭାଗ, ଜବତ ହେଲା ଏତେ…

ଜୁନାଗଡ଼,୨୦।୪(ସୁନୀଲ କୁମାର ସିଂ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ଦେଇ ରାୟପୁରକୁ ଚୋରାଚାଲାଣ ହେଉଥିବା ଏକ ବ୍ୟବସାୟିକ (କମର୍ସିଆଲ) ଗ୍ୟାସ ବୋଝେଇ ପିକ୍‌ଅପ୍‌ ଉପରେ ସୋମବାର ସ୍ଥାନୀୟ…

ରାତିରେ ଘରେ ପଶି କରିଥିଲେ ଚୋରି: ନାବାଳକଙ୍କ ସହ ଜଣେ ଅଟକ

ଆନନ୍ଦପୁର/ହାଟଡିହୀ,୨୦l୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ସୋସୋ ଥାନା ଜମ୍ଭୀରା ଗ୍ରାମରେ ଗତ ଶନିବାର ରାତିରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଚୋରି କରିବା ଅଭିଯୋଗରେ ପୋଲିସ…

ମୋଦିଙ୍କ ଗସ୍ତ ପୂର୍ବରୁ ଅଘଟଣ: କାର୍ଯ୍ୟକ୍ରମ ବାତିଲ ଘୋଷଣା

ଜୟପୁର,୨୦।୪: ରାଜସ୍ଥାନର ବାଲୋତ୍ରା ଜିଲାର ପାଚପଦରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରିଫାଇନାରୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ…

ପ୍ରକାଶ ପାଇଲା JEE ମେନ୍‌ ସେସନ-୨ ରେଜଲ୍ଟ

ନୂଆଦିଲ୍ଲୀ,୨୦।୪: ସାରା ଦେଶ ମଧ୍ୟରେ ଲକ୍ଷ ଲକ୍ଷ ଛାତ୍ରୀଛାତ୍ରଙ୍କ ଅପେକ୍ଷାର ଅନ୍ତ ଘଟିଛି। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (NTA) JEE ମେନ୍‌ ୨୦୨୬ ସେସନ-୨ର ରେଜଲ୍ଟ ପ୍ରକାଶ…

ସ୍ତ୍ରୀ-ପୁଅଙ୍କ ସହ କାର୍‌ରେ ଯାଉଥିଲେ, ସାମ୍ନାରୁ ବସ୍‌ ସହ ହେଲା ଧକ୍କା, ଘଟଣାସ୍ଥଳରେ…

ଆନନ୍ଦପୁର ୨୦।୪(ସୁଶାନ୍ତ କୁମାର ସାହୁ ): ବସ୍‌ କାର୍‌ ମୁହାଁମୁହିଁ ଧକ୍କା। ଜଣେ ମୃତ ତିନି ଗୁରୁତର। ଆନନ୍ଦପୁର କରଞ୍ଜିଆ ୫୩ ନମ୍ବର ରାସ୍ତାର ଗୋ ଘାଟି…

ଜନଗଣନା ସର୍ଭେ କରିବାକୁ ଯାଇଥିଲେ ଶିକ୍ଷକ, ଘେରିଗଲେ ମହୁମାଛି: ଆଉ ତା’ପରେ…

ନୂଆପଡ଼ା,୨୦ା୪ (ମକାରୁ ବେମାଲ):ଜନଗଣନା ସର୍ଭେ କାର୍ଯ୍ୟରେ ନିୟୋଜିତ ଜଣେ ଶିକ୍ଷକ ମହୁମାଛି ଆକ୍ରମଣରେ ଗୁରୁତର ହୋଇ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆହତ ଶିକ୍ଷକ…

ଗଞ୍ଜାମରେ ଏହି ଦିନଠୁ ସ୍କୁଲ ଛୁଟି ଘୋଷଣା: ପ୍ରବଳ ଖରାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଛତ୍ରପୁର ୨୦।୪(ଦିଲ୍ଲୀପ ସାମଲ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର…

‘କବିସୂର୍ଯ୍ୟଙ୍କ ରଚନାବଳୀ ଅତ୍ୟନ୍ତ ମର୍ମସ୍ପର୍ଶୀ ଓ କାଳଜୟୀ’, ଐତିହ୍ୟ ପୂର୍ଣ୍ଣ ଜନ୍ମସ୍ଥାନର ବିକାଶ ପାଇଁ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର): କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମମାଟି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ବିଜୟନଗରଗଡ ଗ୍ରାମରେ ସୋମବାର ବୈଶାଖ ଶୁକ୍ଳ ତୃତୀୟା ତିଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri