Posted inଜାତୀୟ

ସୋମବାର ଶକ୍ତି ପରୀକ୍ଷା ଦେବେ କମଲନାଥ: ଅଧାରାତିରେ ନିର୍ଦ୍ଦେଶ ଜାରି କଲେ ରାଜ୍ୟପାଳ

ଭୋପାଳ,୧୫।୩: ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ସୃଷ୍ଟି ହୋଇଛି। ଶନିବାର ବିଳମ୍ବିତ ରାତିରେ ରାଜ୍ୟପାଳ ଲାଲାଜୀ ଟଣ୍ଡନ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ବିଧାନସଭାରେ ଶକ୍ତି ପରୀକ୍ଷା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର କମଲନାଥଙ୍କୁ ଆସ୍ଥା ଭୋଟର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ରାଜ୍ୟପାଳ କହିଛନ୍ତି। ସାମ୍ବିଧାନିକ ଧାରା ୧୭୪ ଏବଂ ୧୭୫(୨) ଅନ୍ତର୍ଗତ କମଲନାଥ ସରକାରଙ୍କୁ ବିଶ୍ୱାସ ମତ ଲୋଡ଼ିବାକୁ ପଡ଼ିବ ବୋଲି ରାଜ୍ୟପାଳ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର ।…

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…

ରାଜଧାନୀର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୧୦୦ରୁ ଅଧିକ ଲୋକ…

ନୂଆଦିଲ୍ଲୀ,୧୫।୭: ନୋଏଡାର ସେକ୍ଟର ୬୬ରେ ଏକ କୋଠାର ବେସମେଣ୍ଟରେ ପାର୍କିଂ ହୋଇଥିବା ଏକ ଇଲେକ୍ଟ୍ରିକ୍ ବାଇକ୍ ଜଳିବା ପରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ବର୍ତ୍ତମାନ…

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ…

ଜିମ୍‌ରେ ଜେଜେବାପା: ବଡି ଓ ଫିଟ୍‌ନେସ୍ ଦେଖି ତାଟକା ହେଲେ ସୋସିଆଲ ମିଡିଆ ୟୁଜର୍ସ, VIDEO ଦେଖିଲେ ଆପଣ ବି…

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓ ବେଶ ମଜାଦାର ହୋଇଥିବା ବେଳେ କିଛି ଭିଡିଓ ଦେଖିଲେ ଆଖି ଖୋସି…

ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ…

ଜୁଲାଇ ୧୬ରେ ରାଜଧାନୀର ବଡ଼ ଇଲାକାରେ କଟିବ ବିଜୁଳି, ଏହି ସବୁ ଏରିଆ ହେବ ପ୍ରଭାବିତ

ନୂଆଦିଲ୍ଲୀ, ୧୫।୭: ରାଜଧାନୀ ଦିଲ୍ଲୀରେ ବିଜୁଳି ମେଣ୍ଟେନାନ୍ସ (ରକ୍ଷଣାବେକ୍ଷଣ) କାର୍ଯ୍ୟ ଯୋଗୁଁ ଅଲଗା ଅଲଗା ଦିନରେ ଭିନ୍ନ ଭିନ୍ନ ଅଞ୍ଚଳରେ ବିଦ୍ୟୁତ ସମ୍ବନ୍ଧୀୟ କାମ କରାଯାଉଛି। ଏହି…

କାର ଭିତରୁ ରାଇଫଲ ସହ ୯୩ ହଜାର ଜବତ: ୩ ଜଣଙ୍କୁ କୋର୍ଟଚାଲାଣ

କେସିଙ୍ଗା,୧୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପୋଲିସ ଚେକିଂ ଚାଲିଥିବା ସମୟରେ ଗତକାଲି ଏକ ବେଆଇନ ଦେଶୀ ବନ୍ଧୁକ ସହ ୯୩ ହଜାର ଜବତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri