ସୋମ୍‌ ହିରୋ ପକ୍ଷରୁ ନୂତନ ବାଇକ୍‌ ବଜାର ପ୍ରବେଶ

ଢେଙ୍କାନାଳ ଅଫିସ, ୧୯।୬- ଢେଙ୍କାନାଳ କୁଞ୍ଜକାନ୍ତସ୍ଥିତ ସୋମ୍‌ ହିରୋ ଶୋ’ରୁମ ପରିସରରେ ହିରୋ କମ୍ପାନୀ ପକ୍ଷରୁ ନୂତନ ଜ୍ଞାନକୌଶଳରେ ନିର୍ମିତ ୩ ବାଇକ୍‌ ଓ ସ୍କୁଟର ମଙ୍ଗଳବାର ଅପରାହ୍ନରେ ବଜାର ପ୍ରବେଶ ହୋଇଛି। ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ ଶୋ’ରୁମର ସ୍ବତ୍ତ୍ୱାଧିକାରୀ ହର୍ଷବର୍ଦ୍ଧନ ସିଂଦେଓ ଅଧ୍ୟକ୍ଷତା କରି ଏକ୍ସଟ୍ରିମ୍‌-୨୦୦ ଏସ୍‌, ଏକ୍ସପ୍ଲସ୍‌-୨୦୦ଟି ଏବଂ ମାଇଷ୍ଟ୍ରୋ-୧୨୫ ସିସି ବାଇକ୍‌ ଓ ସ୍କୁଟରକୁ ବଜାର ପ୍ରବେଶ କରାଇଥିଲେ।
ଏକ୍ସଟ୍ରିମ୍‌-୨୦୦ଏସ୍‌, ଏକ୍ସପ୍ଲସ୍‌-୨୦୦ଟି ନୂତନ ବାଇକରେ ବିଭିନ୍ନ ଜ୍ଞାନକୌଶଳ ରହିବା ସହିତ ନାଭିଗେସନ ସିଷ୍ଟମ, ବ୍ଲୁଟୁଥ୍‌ କନେକ୍ଟିଭିଟି ରହିଛି ା ଏହାଦ୍ୱାରା ଚାଳକ ନିଜର ଗନ୍ତବ୍ୟସ୍ଥଳ ସମ୍ପର୍କରେ ଜାଣିପାରିବେ। ମୋବାଇଲ କଲ ଆସିଲେ ମଧ୍ୟ ଜାଣିହେବ। ସେହିପରି ମାଇଷ୍ଟ୍ରୋ-୧୨୫ ସିସି ଏଫଆଇ ଟେକ୍ନୋଲୋଜି ଜ୍ଞାନକୌଶଳରେ ନିର୍ମିତ। ଏହା ଯୁବ ପିଢିଙ୍କ ଦ୍ୱାରା ଆଦୃତ ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ବିଶ୍ୱବିଦ୍ୟାଳୟ ଦଳରେ ଢେଙ୍କାନାଳର ୧୦ ଖେଳାଳି

ଢେଙ୍କାନାଳ ଅଫିସ,୨୦ା୧୨: ଉତ୍ତରପ୍ରଦେଶର ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟଠାରେ ଆସନ୍ତା ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ସର୍ବଭାରତୀୟ ବିଶ୍ୱବିଦ୍ୟାଳୟସ୍ତରୀୟ ମହିଳା ହକି ପ୍ରତିଯୋଗିତା...

କାମକରୁନି ଏଚ୍‌ଆଇଭି ପରୀକ୍ଷଣ ମେଶିନ

ଢେଙ୍କାନାଳ ଅଫିସ, ୧୬।୭: କରୋନା ସଙ୍କଟ ସମୟରେ ବଡ଼କଷ୍ଟରେ ଆୟୋଜନ କରାଯାଉଛି ରକ୍ତଦାନ ଶିବିର। ରକ୍ତ ଭଣ୍ଡାରକୁ ସଂଗୃହୀତ ଆସୁଛି ରକ୍ତ। ହେଲେ ଏହା ରୋଗୀଙ୍କ କାମରେ...

ଜିଲାକୁ ଫାଇଲେରିଆ ମୁକ୍ତ କରିବା ଲକ୍ଷ୍ୟ: ‘ସାମୂହିକ ଔଷଧ ସେବନ ଲାଭଦାୟକ’

ଢେଙ୍କାନାଳ ଅଫିସ, ୯।୮-ଢେଙ୍କାନାଳକୁ ଫାଇଲେରିଆ ମୁକ୍ତ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଗୁରୁବାରଠାରୁ ଆରମ୍ଭ ହୋଇଛି ସାର୍ବଜନୀନ ଔଷଧ ସେବନ କାର୍ଯ୍ୟକ୍ରମ। ଜିଲାପାଳ ଭୂମେଶ...

ମଣିଷ ମରା ହାତୀକୁ ଟ୍ରାଙ୍କୁଲାଇଜର

ଢେଙ୍କାନାଳ ଅଫିସ,୬ା୧୦: ଜଗତପୁର ଅଞ୍ଚଳରୁ ଗତ ୨୯ ତାରିଖରେ ମଣିଷ ମାରି ଆତଙ୍କ ସୃଷ୍ଟି କରିଥିବା ୩୫ ବର୍ଷର ମାଈ ହାତୀକୁ ଟ୍ରାଙ୍କୁଲାଇଜର କରି ଢେଙ୍କାନାଳ...

ବନ୍ଧୁକ ମୁନରେ ବ୍ୟାଙ୍କମିତ୍ରଙ୍କଠାରୁ ୧.୭୬ ଲକ୍ଷ ଲୁଟ୍‌

କାମାକ୍ଷାନଗର, ୧୬।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ତଣ୍ଡିମୁଣ୍ଡା ନିକଟରୁ ମଙ୍ଗଳବାର ପୂର୍ବାହ୍ନରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ବନ୍ଧୁକ ମୁନରେ ଭୟଭୀତ କରାଇ ବାଟଗାଁ ଏସ୍‌ବିଆଇ ଗ୍ରାହକ...

ଆସିବେ ୨୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ

ଢେଙ୍କାନାଳ ଅଫିସ, ୭।୫ – ଢେଙ୍କାନାଳ ଜିଲାକୁ ଆସିବେ ୨୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ...

ମାରପିଟ୍‌ ଅଭିଯୋଗ, ୨ ମାମଲା ରୁଜୁ

ତାଳଚେର,୧୧ା୧୦(ନି.ପ୍ର.)- ଏମ୍‌ସିଏଲ୍‌ର ଭୁବନେଶ୍ୱରୀ କୋଇଲା ଖଣିରେ କୋଇଲା ପରିବହନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁରୁବାର ସନ୍ଧ୍ୟାରେ ମାରପିଟ ହୋଇଥିଲା। ଉଭୟ ପକ୍ଷ ଏ ନେଇ...

ସୁରକ୍ଷା କର୍ମୀ ନିଲମ୍ବିତ, ଷ୍ଟାଫ୍‌ନର୍ସଙ୍କୁ ତାଗିଦ୍‌

ଢେଙ୍କାନାଳ ଅଫିସ, ୨୬।୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଡେଇଁ ୨ ରୋଗୀଙ୍କ ଆତ୍ମହତ୍ୟା ଘଟଣାର ତଦନ୍ତ ଶେଷ ହୋଇଛି। କାର୍ଯ୍ୟାନୁଷ୍ଠାନ ସ୍ବରୂପ ଜଣେ ସୁରକ୍ଷା...

Advertisement
Archives

Model This Week